ରାଜ୍ୟ

ବିଦ୍ୟୁତ୍‌ ବିଭ୍ରାଟ: ଛାତ୍ରୀଛାତ୍ରଙ୍କ ପରୀକ୍ଷା ନିକଟ, ଚିନ୍ତାରେ ଅଭିଭାବକ

ଦାରିଙ୍ଗବାଡ଼ି,୨୨ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌କାଟକୁ ନେଇ ଜନ ଅସନ୍ତୋଷ ଦାନା ବାନ୍ଧୁଛି। ଦୀର୍ଘ ଘଣ୍ଟା ଧରି ବିଦ୍ୟୁତ ଅଚଳ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ୍‌ ହେଇଯାଉଛି।...

ଖରାଛୁଟିକୁ ନେଇ ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୨୨ା୪: ଚଳିତବର୍ଷ ଜୁନ ୧ରୁ ୧୬ ପର୍ଯ୍ୟନ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଖରାଛୁଟି ଘୋଷଣା ହୋଇଥିବା ବେଳେ ଜୁନ ୬ରୁ ୧୬ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟରେ ହେବ ଖରାଛୁଟି। ତେବେ ଜୁନରେ ଖରାଛୁଟିକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ...

ଶାଳିଜଙ୍ଗା ପଞ୍ଚାୟତରେ ଜଳ ସମସ୍ୟା ଉତ୍କଟ

କଳିଙ୍ଗନଗର,୨୨ା୪(ଡି.ଏନ.ଏ.): ଦାନଗଦି ବ୍ଲକ ଅଧୀନ ଶାଳିଜଙ୍ଗା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ପଞ୍ଚାୟତର କୁଲାପିଟା, ନହୁରାଣୀପଶି, ବାଲିଆପାଳ ମହାନ୍ତ ସାହି, ଗହ୍ମାରୀପାଟିଆ ଓ ବାଘୁଆପାଳ ଆଦି ଗ୍ରାମରେ ପାନୀୟ ଜଳ ଯୋଗାଣ ପାଇଁ ରହିଥିବା ସମସ୍ତ ସରକାରୀ...

ଅମଳ ସମୟରେ ଆଳୁ କେଜି ୨୦ ଟଙ୍କା

କେନ୍ଦ୍ରାପଡ଼ା ଅଫିସ,୨୨।୪: ଆଳୁ ଦରରେ ପକ୍ଷୀ ଲାଗିଛି। ଗତ ସପ୍ତାହରେ କେଜି ପ୍ରତି ଦର ୧୬ ଟଙ୍କା ଥିଲା। ଏବେ ବଜାର ଦର ୨୦ ଟଙ୍କାକୁ ଛୁଇଁଛି। ଆସନ୍ତା ନଭେମ୍ବର ଡିସେମ୍ବର ବେଳକୁ କେଜି ପ୍ରତି ୭୦ରୁ ୯୦ ଟଙ୍କା...

ଆଧାର ବିନା ଖାଦ୍ୟ ସୁରକ୍ଷାରୁ ହିତାଧିକାରୀ ବଞ୍ଚିତ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୨୨ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଆଧାର ସଂଯୋଗ ବିନା ଖାଦ୍ୟ ସୁରକ୍ଷା ଯୋଜନାରୁ ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ହେବା ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ଏକ ତଦନ୍ତକାରୀ ଦଳ ରସୁଲପୁର ବ୍ଲକରେ ପହଞ୍ଚତ୍ ତଦନ୍ତ କରିଛି। ବ୍ଲକ ପ୍ରଶାସନ...

ଶିଶୁକନ୍ୟାଙ୍କୁ ଅପହରଣ ପରେ ବିକ୍ରି ଉଦ୍ୟମ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀରେ ୪ବର୍ଷର ଶିଶୁକନ୍ୟାଙ୍କୁ ଅପହରଣ ପରେ ବିକ୍ରି ଉଦ୍ୟମ ହୋଇଛି। ଘଟଣାର ୪ ଦିନ ପରେ ଇନ୍‌ଫୋସିଟି ଥାନା ପୋଲିସ ବୁଧବାର ସନ୍ଧ୍ୟାରେ ଶିଶୁକନ୍ୟାଙ୍କୁ ଉଦ୍ଧାର କରିବା ସହ ଅପହର୍ତ୍ତାଙ୍କୁ ଗିରଫ କରିଛି। ସେ ହେଲେ ଜଟଣୀ ଥାନା...

ଅନ୍ଧାରରେ ଥିବା ଓଡ଼ିଶା ଏବେ ଆଲୋକିତ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମର ୨୭ତମ ପ୍ରତିଷ୍ଠା ଦିବସ ଗୁରୁବାର ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ, ଶକ୍ତି, ଏମ୍‌ଏସ୍‌ଏମ୍‌ଇ ଓ ଗୃହ ବିଭାଗ ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ...

ପିଡବ୍ଲ୍ୟୁଡି ରାସ୍ତା ଖୋଳିବାକୁ ବିଏମ୍‌ସି ଦେଉଛି ଅନୁମତି

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟସିଟିର ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ବିଭିନ୍ନ ଯୋଜନାରେ ଉନ୍ନୟନ କାର୍ଯ୍ୟ ଜାରି ରହିଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଅନେକ ସମୟରେ ରାସ୍ତାକୁ ମନଇଚ୍ଛା ଖୋଳି ଦିଆଯାଉଥିବା ଦେଖିବାକୁ ମିଳୁଛି।...

ଦୋକାନୀଙ୍କଠାରୁ ୬ ଲକ୍ଷର ସୁନାଗହଣା ଲୁଟ୍‌: ବର୍ଷକରେ ୮ଥର ଲୁଟ୍‌ର ଶିକାର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀରେ ରାତି ହେଲେ ଲୁଟେରାମାନେ ଆତଙ୍କ ଖେଳାଉଛନ୍ତି। ପୋଲିସର କଡ଼ା ପାଟ୍ରୋଲିଂ ସତ୍ତ୍ୱେ ଗୁରୁବାର ରାତିରେ ଶତାବ୍ଦୀ ନଗରସ୍ଥିତ ଡେଲ୍ଟା ଛକ ନିକଟରେ ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ୬ଲକ୍ଷ ଟଙ୍କାର ସୁନାଗହଣା ଲୁଟି ନେଇଥିବା ଖଣ୍ଡଗିରି ଥାନାରେ...

୨ ସପ୍ତାହ ସମୟ ମାଗିଲେ ଏଏସ୍‌ଆଇ, ରାଜ୍ୟ ସରକାର

କଟକ ଅଫିସ,୨୨ା୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ବିସ୍ତୃତ ତଥ୍ୟ ରଖିବା ପାଇଁ ରାଜ୍ୟ ସରକାର ଓ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ହାଇକୋର୍ଟଙ୍କୁ...

୭ ଦିନରେ ପ୍ରସ୍ତୁତ ହେବ କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ନକ୍ସା

କଟକ ଅଫିସ,୨୨ା୪: କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ପାଇଁ ଆସନ୍ତା ୭ ଦିନ ମଧ୍ୟରେ ଏକ ନକ୍ସା ପ୍ରସ୍ତୁତ ହେବ। ପରେ ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପଠାଯିବ। ଉକ୍ତ ମନ୍ଦିରର ରୂପରେଖ ବଦଳିବା ସହ ସୌନ୍ଦର୍ଯ୍ୟକରଣ କରାଯିବ। ପ୍ରଥମ ପର୍ଯ୍ୟାୟରେ...

ବିନା ଡିପିଆର୍‌ରେ କାର୍ଯ୍ୟକୁ ନାପସନ୍ଦ

ପୁରୀ ଅଫିସ,୨୨।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗିରହିଥିବାବେଳେ ଗୁରୁବାର କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ସଂସଦୀୟ କମିଟି ପୁରୀ ଆସି ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଛି। କେତେକ କ୍ଷେତ୍ରରେ କାର୍ଯ୍ୟକୁ ନେଇ ଏହି କମିଟି ଅସନ୍ତୋଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri