ରାଜ୍ୟ

ବ୍ୟାପୁଛି ଜଙ୍ଗଲ ନିଆଁ

ଛେଣ୍ଡିପଦା,୨୧।୪(ସ୍ବ.ପ୍ର.):  ହୁ ହୁ ହୋଇ ଜଳୁଛି ଜଙ୍ଗଲ। ନିଆଁର ଆଁରେ ପୋଡ଼ି ପାଉଁଶ ହୋଇଚାଲିଛି ମୂଲ୍ୟବାନ ବନ୍ୟ ସମ୍ପଦ। ବହୁ ଜୀବଜନ୍ତୁଙ୍କ ଜୀବନହାନି ଆଶଙ୍କା ମଧ୍ୟ କରାଯାଉଛି। ହେଲେ ଏହାକୁ କିପରି ଆୟତ୍ତ କରାଯିବ ସେ ଦିଗରେ ତତ୍ପରତା ପ୍ରକାଶ କରୁନି...

ରାଜ୍ୟରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୪(ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ୫ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଲୋକାଲ୍‌ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ...

ଅଟକିଛି ଗଞ୍ଜାମ-କନ୍ଧମାଳ ଜିଲା ବ୍ଲକ ସଂଯୋଗ

ଛତ୍ରପୁର,୨୧।୪(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଆର୍ଥିକ ବର୍ଷରେ ଗଞ୍ଜାମ-କନ୍ଧମାଳ ଜିଲା ବ୍ଲକ ସଂଯୋଗ ଯୋଜନା ଆରମ୍ଭ ହୋଇଥିଲା। ଏହି ପରିପ୍ରେକ୍ଷୀରେ କେରୁବାଡି-ଆଡିପଙ୍ଗା ଭାୟା ବେଡେପଙ୍ଗା ରାସ୍ତା ନିର୍ମାଣ ପରିକଳ୍ପନା କରାଯାଇଥିଲା। ତେବେ ଉକ୍ତ ରାସ୍ତା ପାଇଁ ଆବଶ୍ୟକ ଜମି ଡିମାରକେଶନରେ...

ସମ୍ପର୍କୀୟଙ୍କୁ ଭେଟିବାକୁ ଯାଉଥିଲେ, ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଖସିଲା କାର୍‌

ଫୁଲନଖରା,୨୧।୪(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ୧୬ ନଂ ଜାତୀୟ ରାଜପଥର ବମ୍ଫକୁଦ ଛକ ନିକଟରେ ଗୁରୁବାର ଭୋର ସମୟରେ ଏକ କାର ବ୍ରିଜ଼ ତଳକୁ ଖସିପଡିଛି। କାରରେ ୪ଜଣ ଯାତ୍ରୀ ଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରର...

ପାଣି ପାଇଁ ଡହଳବିକଳ, ଗରା ଧରି ରାସ୍ତାରେ ମହିଳା

ଜଳେଶ୍ୱର,୨୧।୪(ଡି.ଏନ.ଏ.): ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାରୁ ଜଳସ୍ତର ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ପିଇବା ପାଣି ସମସ୍ୟା ଉକତ୍ଟ ହେବାରେ ଲାଗିଛି। ଘନ ଘନ ବିଦ୍ୟୁତକାଟ୍‌ ଯୋଗୁ ପାଇପ୍‌ ପାଣି ଯୋଗାଣ ବାଧାପ୍ରାପ୍ତ ହୋଇଛି।...

ଡିପିଆର୍‌ ଅନୁମୋଦନ ବିନା ଚାଲିଛି କାମ

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ ହୋଇଥିବାବେଳେ ମେଘନାଦ ପାଚେରିଠାରୁ ୫୫ ମିଟର ଦୂରରେ ଏକ ପ୍ରାଚୀର ନିର୍ମାଣ କରାଯିବ। ଏଥିଲାଗି ବୁଧବାର ନମୁନା ଆସି ପହଞ୍ଚିଛି। ଶ୍ରୀମନ୍ଦିର ନିକଟରେ ଏହି ନମୁନାକୁ...

ଖୋର୍ଦ୍ଧାରେ ଚାଲିଛି ଶତାଧିକ ବେଆଇନ ଖଣି, କ୍ରଶର

ଖୋର୍ଦ୍ଧା ଅଫିସ,୨୧ା୪: ଖୋର୍ଦ୍ଧା ଜିଲାରେ ବେଆଇନ ଭାବେ ପଥର ଖନନ ଓ ମାଙ୍କଡ଼ା ପଥର ଚୋରା ଚାଲାଣ ବଢିବାରେ ଲାଗିଛି। ଏନ୍‌ଜିଟି ଛାଟ ପରେ ଜିଲା ପ୍ରଶାସନ ପକ୍ଷରୁ ଧରପଗଡ଼ ଜୋରଦାର ଆରମ୍ଭ ହୋଇଥିଲା। ବେଆଇନ ଭାବେ ଚାଲାଣ ହେଉଥିବା...

ସିଏମ୍‌ ରିଲିଫ୍‌ ପାଣ୍ଠିକୁ ଦାନ କଲେ ଚା’ ଦୋକାନୀ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଭୁବନେଶ୍ୱର ଆର୍‌ଟିଓ ଅଫିସ ନିକଟ ଏକ ଓମ୍‌ଫେଡ୍‌ ବୁଥ୍‌ରେ ଚା’ ବିକ୍ରି କରୁଥିବା ଦୋକାନୀ ଶିବଶଙ୍କର ଜେନା ନିଜ ରୋଜଗାରରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୮,୩୫୦ ଟଙ୍କା ଦାନ କରିଛନ୍ତି । ବୁଧବାର ଲୋକସେବା ଭବନରେ ମୁଖ୍ୟ ଶାସନ...

ଚିଟଫଣ୍ଡ୍‌ ଅଭିଯୁକ୍ତଙ୍କ ସୂଚନା ଦେଲେ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଫେରାର ଥିବା ଏମ୍‌/ଏସ୍‌ ୱାୟାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ଓ ଏମ୍‌/ଏସ୍‌ ଓ୍ବାୟାର୍ଡ ଇନ୍‌ଫ୍ରାଷ୍ଟ୍ରକ୍‌ଚର୍ସ କର୍ପୋରେଶନ ଲିମିଟେଡ୍‌ର ୩ଜଣ ନିର୍ଦ୍ଦେଶକଙ୍କୁ ଓ୍ବାଣ୍ଟେଡ୍‌ ଘୋଷଣା କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)। ଅଭିଯୁକ୍ତମାନେ ହେଲେ ପଶ୍ଚିମବଙ୍ଗ ହାଓ୍ବଡ଼ା...

ବିଶ୍ୱ ଐତିହ୍ୟସ୍ଥଳ ପାଲଟିବ ଧବଳେଶ୍ୱର ପୀଠ

ଖୁଣ୍ଟୁଣୀ,୨୧ା୪(ଡି.ଏନ୍‌.ଏ.): ଏକାଦଶ ଶତାବ୍ଦୀରେ ନିର୍ମିତ କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠ ବିଶ୍ୱ ଐତିହ୍ୟ ମାନଚିତ୍ରରେ ସ୍ଥାନ ପାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଏକ ମ୍ୟାପ୍‌ ଜାରି କରାଯାଇଛି। ବିଶେଷକରି...

ଖନନବେଳେ ମାଟି ତଳୁ ମିଳିଲା ମୂର୍ତ୍ତି

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପୁରୁଣା ଭୁବନେଶ୍ୱର ଅଞ୍ଚଳର ସୁକସାରି ମନ୍ଦିର ପାର୍ଶ୍ୱରେ ବୁଧବାର ସକାଳେ ଖନନ କାର୍ଯ୍ୟ ଚାଲିଥିବାବେଳେ ମାଟିତଳୁ ଏକ ପ୍ରାଚୀନ ଦେବୀଙ୍କ ମୂର୍ତ୍ତି ମିଳିଛି। ଭୁବନେଶ୍ୱରକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ଏଏସ୍‌ଆଇ ପକ୍ଷରୁ ସୁକସାରି ମନ୍ଦିର ପାର୍ଶ୍ୱରେ ଖନନ କାର୍ଯ୍ୟ...

ପ୍ରାରମ୍ଭିକ ଅବସ୍ଥାରେ କଲୋନ କ୍ୟାନ୍ସର ଚିହ୍ନଟ କଲେ ଡା. ଆଶୁତୋଷ

ଭୁବନେଶ୍ୱର,୨୧।୪ (ବ୍ୟୁରୋ): ଶହୀଦନଗରସ୍ଥିତ ସାଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ଓ ଲିଭର୍‌ ସାଇନ୍ସର ପ୍ରତିଷ୍ଠାତା ଡା. ଆଶୁତୋଷ ମହାପାତ୍ରଙ୍କ ପ୍ରଚେଷ୍ଟା ଦ୍ୱାରା କଲୋନ କ୍ୟାନ୍ସର ବା ବଦନ୍ତ କର୍କଟକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇଛି। ଜଣେ ୫୬ବର୍ଷର ବ୍ୟକ୍ତି ପେଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri