ରାଜ୍ୟ

ଭରତପୁର ଘଟଣାକୁ ନେଇ ମୁହାଁମୁହିଁ ହେଲେ ପୂର୍ବତନ ସେନା ମୁଖ୍ୟ ଓ ସିବିଆଇ ଅଧିକାରୀ, ଟାର୍ଗେଟରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ପୁରା ଜାତୀୟ ରାଜନୀତି ଉଠୁଛି ପଡୁଛି। ମେଜରଙ୍କ ବାନ୍ଧବୀଙ୍କୁ ଥାନାରେ ଯୌନ ନିର୍ଯ୍ୟାତନା ଦେବା ଘଟଣାକୁ ସବୁଆଡୁ ନିନ୍ଦା କରାଯାଉଥିବାବେଳେ ଜାତୀୟ ରାଜନୀତିର ବଡ଼ ବଡ଼ ନେତା ଓଡ଼ିଶା...

ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ

ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବୁଧବାର ସକାଳୁ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ...

ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଶିଶୁ ଜନ୍ମ

ଭୁବନେଶ୍ୱର,୨୫।୯(ଅଭୟ ଦାଶ):ଅଙ୍କୁରା ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍‌ ନିକଟରେ ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଷ୍ଟୋନ୍‌ ହାସଲ କରିଛି। ଏପରିକି ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଭାବେ ଲକ୍‌ ଶିଶୁକୁ ଜନ୍ମ ଲାଭ କରାଇଛି। ବିଶେଷକରି ହସ୍ପିଟାଲର ପ୍ରସୂତି ତଥା...

ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା ସମୟରେ ସହରର ବିଭିନ୍ନ ମୁଖ୍ୟ ରାସ୍ତାରେ ବୁଲା କୁକୁର ଓ ଗୋରୁ ଜମା...

ପାଣିକୁ ଖସିପଡ଼ିଲା ଟ୍ରକ୍‌ ଡାଲା, ଯିଏ ପାରିଲେ ଯେତେ ବୋହିନେଲେ ଫଳ

ଭଣ୍ଡାରିପୋଖରୀ,୨୪ା୯(ରାଜେନ୍ଦ୍ର ଶତପଥୀ): ଭଣ୍ଡାରିପୋଖରୀ ଥାନା ୧୬ ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ମଙ୍ଗଳବାର ଏକ ଫଳ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଠାରେ ଥିବା ମହାନ୍ତି ପୋଲବାଡ଼କୁ ଧକ୍କା ଦେଇ ଟ୍ରକ୍‌ ଡାଲା ପାଣିକୁ ଖସି ପଡ଼ିଥିଲା। ପାଣିରେ ଭାସୁଥିବା...

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଏଫ୍‌ଏମ୍‌ୟୁର ୩ ପ୍ରଫେସର

ବାଲେଶ୍ୱର, ୨୫।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ୟୁ) ରସାୟନ ବିଜ୍ଞାନ ପ୍ରଫେସର ପଙ୍କଜ କୁମାର ପାଢ଼ୀ, ଗଣିତ ବିଭାଗର ଡ. ଗୌରାଙ୍ଗ ସି ସାମନ୍ତ ଏବଂ ପ୍ରାଣୀ ବିଜ୍ଞାନ ବିଭାଗର ଡ. ମନୋଜିତ୍‌ ଭଟ୍ଟାଚାର୍ଯ୍ୟ ୨୦୨୪ ପାଇଁ ଶ୍ରେଷ୍ଠ ୨%...

ନକଲି ପେଟ୍ରୋଲ, ଡିଜେଲ ୮୦ ଟଙ୍କାରେ କିଣି ବିକୁଛନ୍ତି…

ଜଳେଶ୍ୱର, ୨୫।୯(ନବୀନ ସାହୁ)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆରେ ଅଞ୍ଚଳରେ ମିଳୁଛି ନକଲି ପେଟ୍ରୋଲ ଓ ଡିଜେଲ। ଯାହା ପଶ୍ଚିମବଙ୍ଗରୁ ଆସି ସୀମାନ୍ତବର୍ତ୍ତୀ ଅଞ୍ଚଳ ଚୂଡ଼ାମଣିପୁର ଦେଇ ଓଡ଼ିଶାରେ ପହଞ୍ଚୁଛି। ରାଇବଣିଆ ଅଞ୍ଚଳର ପ୍ରତ୍ୟେକ ଛୋଟ ଏବଂ ବଡ ପାନ...

ଆଜିଠୁ ଆନ୍ଦୋଳନ କରିବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ

ଭୁବନେଶ୍ୱର, ୨୫ା୯(ବନ୍ଦନା ସେଠୀ):ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ବୁଧବାର ଓ ଗୁରୁବାର ଜରୁରିକାଳୀନ ରୋଗୀ ସେବାରେ ବାଧା ନ ଦେଇ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ। ଦାବି ପୂରଣ ନ ହେଲେ ୨୭...

ଏଥର ଡିଜେ, ମଦ, ପ୍ଲାଷ୍ଟିକ୍‌ ମୁକ୍ତ ଦୁର୍ଗାପୂଜା

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ):ରାଜଧାନୀ ଭୁବନେଶ୍ୱରରେ ଚଳିତବର୍ଷ ଶୃଙ୍ଖଳିତ ତଥା ସୁରକ୍ଷିତ ଦୁର୍ଗାପୂଜା ପାଇଁ କମିଶନରେଟ୍‌ ପୋଲିସ ଅଣ୍ଟା ଭିଡିଛି। ଏନେଇ କମିଶନରେଟ୍‌ ପୋଲିସ ମୁଖ୍ୟାଳୟଠାରେ ମଙ୍ଗଳବାର ଅନୁଷ୍ଠିତ ବୈଠକରେ ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି। ବୈଠକରେ ପୋଲିସ କମିଶନର ସଞ୍ଜୀବ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଇଂ. ରଘୁନାଥ ଜଗଦଲା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ୨୧,୯୪୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ପ୍ରଥମ ଥର...

ପୂର୍ବ ସରକାରଙ୍କ ଯୋଜନାକୁ ଆଗେଇନେଲେ ପ୍ରଗତି ହେବ: ବିଜେଡି

ଭୁବନେଶ୍ୱର,୨୫।୯(ଅନିଲ ଦାସ):ନିକଟରେ ପ୍ରକାଶିତ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ ରିପୋର୍ଟରେ ଦିଆଯାଇଛି ଯେ ଗତ ଦୁଇ ଦଶନ୍ଧିରେ ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି; ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ଏହି ରିପୋର୍ଟ ବିଜୁ...

ଭିମ୍‌ସାରକୁ ୧୧. ୨୨ ଲକ୍ଷ ଟଙ୍କା ଜରିମାନା

ସମ୍ବଲପୁର,୨୫ା୯(ପ୍ରମୋଦ ବହିଦାର):ବର୍ଜ୍ୟବସ୍ତୁ ପରିଚାଳନାରେ ତ୍ରୁଟି ପାଇଁ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭିସମାର)କୁ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଜରିମାନା କରାଯାଇଛି। ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଭାବେ ନ ହୋଇ ପ୍ରଦୂଷଣ ନିୟନ୍ତ୍ରଣ ନିୟମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri