ରାଜ୍ୟ

ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା। ଅଟୋମେଟିକ ମେକାନିଜିମ୍‌ ଆଧାରରେ ବସ୍‌ ଭଡ଼ା ବଢିଛି। ତେବେ ବସ୍‌ ଭଡ଼ା ବୃଦ୍ଧି ନେଇ ବସ୍‌ ମାଲିକ ସଂଘ ସାଧାରଣ ସଂପାଦକ ସୂଚନା ଦେଇଛନ୍ତି। ସାଧାରଣ ଓ ଏକ୍ସପ୍ରେସ ବସ୍‌...

ନିଷ୍ପତ୍ତି ବଦଳାଇଲେ ସରକାର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ତେବେ ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି। ପୂର୍ବଭଳି କଲେଜ ଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ସେଲ୍ଫ ଫାଇନାନ୍ସିଂ କୋର୍ସ...

କମିଶନଙ୍କଠାରେ ହାଜର ହେବେ କେନ୍ଦୁଝର ଜିଲାପାଳ

କେନ୍ଦୁଝର,୧୮।୪(ସ୍ବ.ପ୍ର.), ୧୮।୪: ଜାତୀୟ ଜନଜାତି କମିଶନଙ୍କଠାରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ହାଜର ହେବେ। ତେବେ ଜିଲାପାଳଙ୍କୁ ହାଜର କରାଇବାକୁ ପୋଲିସ ଡିଜି ଆଇଜି ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, କେନ୍ଦୁଝର ଆଦିବାସୀ...

୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କିଛି ଜିଲାରେ ଝଡବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। କୋରାପୁଟ, ରାୟଗଡା, ଗଜପତି, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ପାଣିରେ ବୁଡ଼ି ଚାଲିଗଲା ଇସ୍ରୋ ବୈଜ୍ଞାନିକଙ୍କ ଜୀବନ

ବରଗଡ଼ ଅଫିସ,୧୮ା୪: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଝାରପାଲି ଗ୍ରାମରେ ଜନ୍ମଗ୍ରହଣ କରିଥିବା ଇସ୍ରୋ(ଭାରତୀୟ ଅନ୍ତରୀକ୍ଷ ବିଜ୍ଞାନ ଓ ପ୍ରାଦୌଗିକ ସଂସ୍ଥାନ)ରେ କାର୍ଯ୍ୟରତ ବୈଜ୍ଞାନିକ ନିହାର ରଞ୍ଜନ ପ୍ରଧାନ(୨୭)ଙ୍କ ସୋମବାର ମୃତ୍ୟୁ ହୋଇଛି। ଗ୍ରାମର ଏକ ଜଳାଶୟରେ ଗାଧୋଉ...

୪ର୍ଥ ଲହର ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢ଼ିବା ପରେ ରାଜ୍ୟ ସରକାର ପୁଣି ସଜାଗ ହୋଇଛନ୍ତି। ଯଦିଓ ଆମ ରାଜ୍ୟରେ ସଂକ୍ରମଣ ହାର କମ୍‌ ରହିଛି ତଥାପି ଆଗାମୀ ୪ର୍ଥ ଲହର ପାଇଁ ସତର୍କ ରହିବାକୁ ସମସ୍ତ ଜିଲାର...

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ

ଜମନକିରା,୧୮ା୪(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଜମନକିରା ପଞ୍ଚାୟତ ମହକୁମା ଚାହାବଗାନ ପଡ଼ାର ଦୁଃଖ ମିଞ୍ଜ ଓରଫ ଦୁଃଖ ଓରାମଙ୍କ (୪୦) ଠାରୁ ଜମି ଭାଗବଣ୍ଟା ପାଇଁ ରଙ୍ଗପ୍ରଲେପ ଦିଆ ୯ ହଜାର...

ଥାନାରେ ଅଭିଯୁକ୍ତଙ୍କ ମୃତ୍ୟୁ: ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସ୍ଥାନୀୟ ବଡ଼ଗଡ଼ ଥାନାରେ ହାଜତ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ଜଣେ ମହିଳା। ମୃତକ ହେଲେ କପିଳପ୍ରସାଦ ଅଞ୍ଚଳର ଦେବେନ୍ଦ୍ର ଚୌଧୁରୀ। ରବିବାର ରାତିରେ ସେ ରସୁଲଗଡ଼ରୁ ଘରକୁ ଫେରୁଥିବା ବେଳେ ପୋଲିସ ତାଙ୍କୁ ଉଠାଇ ନେଇଥିବା ଦେବେନ୍ଦ୍ରଙ୍କ...

କାମରେ ଆସୁନି ଜଳ ଯୋଗାଣ ପ୍ରକଳ୍ପ

ଧାମନଗର, ୧୮।୪: ପ୍ରତ୍ୟେକ ଘରକୁ ପାନୀୟଜଳ ଯୋଗାଇ ଦେବା ଲାଗି ଭଦ୍ରକ ଜିଲା ଧାମନଗର ବ୍ଲକରେ ଗ୍ରାମୀଣ ଜଳ ଯୋଗାଣ ବିଭାଗ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଉଛି। କେନ୍ଦ୍ର ସରକାରଙ୍କ ସ୍ବଜଳ ଧାରା ଏବଂ ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ...

ଯବାନଙ୍କ କ୍ୟାମ୍ପ୍‌ ଉପରେ ମାଓବାଦୀଙ୍କ ଗୁଳିବର୍ଷଣ: ୪ ଯବାନ ଆହତ

ମାଲକାନଗିରି,୧୮ା୪(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ପୋଲିସ କ୍ୟାମ୍ପ୍‌ ଉପରେ ମାଓବାଦୀ ହମଲା କରିଛନ୍ତି। କୁଟରୁ ଥାନା ଅନ୍ତର୍ଗତ ଦରଭା ପୋଲିସ କ୍ୟାମ୍ପ୍‌ ଉପରେ ରବିବାର ରାତିରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିଲେ। ମାଓବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ହେବ ଶେଷକୃତ୍ୟ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର ପ୍ରଫୁଲ୍ଲ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସ୍ବର୍ଗତ କରଙ୍କ ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ...

ଗୋରୁ ବେପାରୀଙ୍କ ଉପରେ ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍‌: ୩ ମୃତ, ଜଣେ ଗୁରୁତର

ବିଶୋଇ,୧୮ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ. ଜାତୀୟ ରାଜପଥସ୍ଥିତ ନୂଆଗାଁ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋରୁ ନେଇ ଯାଉଥିବା ବେପାରୀଙ୍କ ଉପରେ ଟ୍ରକ ଓଲଟି ପଡ଼ିବାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri