ରାଜ୍ୟ

ତଦନ୍ତ ଶିଥିଳ, ଜମାକାରୀ ଚିନ୍ତାରେ

ଖୋର୍ଦ୍ଧା ଅଫିସ,୧୮ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ବିରୋଧରେ ଅର୍ଥ ଆତ୍ମସାତ୍‌ ସମେତ ଦୁଇଟି ସାଂଘାତିକ ଅଭିଯୋଗ ସତ୍ତ୍ୱେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ତଦନ୍ତରେ ଶିଥିଳତା ଯୋଗୁ ପ୍ରଶାସନର କାର୍ଯ୍ୟଦକ୍ଷତା ଓ ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି...

ରେଲଓ୍ବେ ଓଭରବ୍ରିଜ ରାସ୍ତା ନିମ୍ନମାନର

ବୋଲଗଡ଼,୧୮ା୪(ଡି.ଏନ୍‌.ଏ.): କେନ୍ଦ୍ର ସରକାର ରେଲଓ୍ବେ ଓଭରବ୍ରିଜ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବରୁ କାର୍ଯ୍ୟାଦେଶ ପାଇଥିବା ଠିକାସଂସ୍ଥାମାନେ ନିମ୍ନମାନର କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର...

ଗରିବ ଟଙ୍କା ହଡ଼ପ କରିବାକୁ ସରକାରଙ୍କ ପ୍ରୟାସ ଲଜ୍ଜାଜନକ: ଭାଜପା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସମାଜର ତଳସ୍ତରରେ ବାସ କରୁଥିବା ସବୁଠୁ ଗରିବ ଲୋକ କିଭଳି ବିକାଶର ଲାଭ ପାଇପାରିବେ ସେନେଇ କେନ୍ଦ୍ରରେ ମୋଦି ସରକାର କାର୍ଯ୍ୟରତ। ଅନ୍ତ୍ୟୋଦୟକୁ ପ୍ରାଥମିକତା ଦେଇ ଆର୍ଥିକ ଦୁର୍ବଳ ଅନଗ୍ରସର ଲୋକଙ୍କୁ ଦେଶର ଆର୍ଥିକ ଅର୍ଥନୈତିକ ବ୍ୟବସ୍ଥା ସହ...

ଖୁବ୍‌ଶୀଘ୍ର ପିସିସି ସଭାପତିଙ୍କ ନାମ ଘୋଷଣା

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ନେଇ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅନୁମତି ଦେବାପରେ ରାଜ୍ୟ ପ୍ରଭାରୀ ଡ. ଏ. ଚେଲ୍ଲାକୁମାରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଏଥିପାଇଁ ସେ ଆସନ୍ତା ୨୨...

ଇଓଡବ୍ଲ୍ୟୁକୁ ଆରୁହା କଳାପଥର ଲୁଟ୍‌ ତଦନ୍ତ ଭାର

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌ ଓ ଜାଲିଆତି ମାମଲାର ତଦନ୍ତ ଭାର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)କୁ ଦିଆଯାଇଛି। ବରିଷ୍ଠ ଓ ଅଭିଜ୍ଞ ଅଧିକାରୀଙ୍କ ଦ୍ୱାରା ତଦନ୍ତ କରିବାକୁ ଲୋକାୟୁକ୍ତ...

ଆଜିଠୁ ଲୋକସେବା ଭବନ ଯାଇପାରିବେ ସାଧାରଣ ଜନତା, ଖବରଦାତା

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସାଧାରଣ ଲୋକମାନେ ସୋମବାର ଠାରୁ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ନିଜର ଅଭିଯୋଗ ରଖିପାରିବେ। କରୋନା ଲାଗି ଦୀର୍ଘ ୨ ବର୍ଷ ଧରି ରହିଥିବା କଟକଣାକୁ ରାଜ୍ୟ ସରକାର ମଙ୍ଗଳବାର ଉଠାଇ ଦେଇଛନ୍ତି। ବର୍ତ୍ତମାନ...

ଅଚଳାବସ୍ଥାରେ ଇ-ଟଏଲେଟ୍‌

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ, ସବୁଜ, ସୁନ୍ଦର କରି ଗଢିତୋଳିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ସିଟିକୁ ଯେପରି ବାହ୍ୟ ମଳମୁକ୍ତ ଅଞ୍ଚଳ କରାଯାଇ ପାରିବ ସେଥିପାଇଁ ଇ-ଟଏଲେଟ୍‌ର ବ୍ୟବସ୍ଥା ରହିଛି। ଏଥିସହ ବାହାରେ...

ଆଉନାହାନ୍ତି ସୁନାମଧନ୍ୟ ସଂଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ବର,୧୭୲୪( ବ୍ୟୁରୋ):ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ତଥା ଗୀତିକାର ପ୍ରଫୁଲ୍ଲ କରଙ୍କ ପରଲୋକ ଘଟିଛି। ରବିବାର ଭୁବନେଶ୍ବରର ସତ୍ୟ ନଗରସ୍ଥିତ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା।...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଏସବୁ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିି ଦେଉଛି। ରବିବାର ୧୫ଟି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଶନିବାର ଭଳି ଆଜି ମଧ୍ୟ ସୋନପୁରରେ...

ଲିଙ୍ଗିପୁର ଏଟିଏମ୍‌ ଲୁଟ୍‌ ଘଟଣା: ଡେମୋ ଦେଖାଇଲେ ଅଭିଯୁକ୍ତ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ବର ଲିଙ୍ଗିପୁର ଏଟିଏମ୍‌ ଲୁଟ୍‌ ଘଟଣାରେ କ୍ରାଇମ ସିନ୍‌ ରିକ୍ରିଏଶନ କରିଛି ପୋଲିସ। ୨ ଲୁଟେରାଙ୍କୁ ନେଇ ପୋଲିସ୍‌ ଲୁଟ୍‌ ଘଟଣାର ଡେମୋ କରିଛି। ଏଟିଏମ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ...

ମାହାଙ୍ଗା ମର୍ଡର ଘଟଣା: ରିମାଣ୍ଡ ପରେ ଶିଶୁଆ ଜେଲ୍‌କୁ ଫେରିଲେ ଶିବ

ନିଶ୍ଚିନ୍ତକୋଇଲି,୧୭ା୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ହୋଇଥିବା ନରସଂହାର ଘଟଣାରେ ପୋଲିସ ୩ ଦିନ ମୁଖ୍ୟ ଅଭିଯୁକ୍ତ ଶିବଙ୍କୁ ରିମାଣ୍ଡରେ ନେଇଥିଲା। ତେବେ ଶିବଙ୍କ ସିନ୍‌ ରିକ୍ରିଏଶନ କରିବା ପରେ ରବିବାର ପୂର୍ବାହ୍ନରେ ତାଙ୍କୁ ସାଲେପୁର ଜେଏମ୍‌ଫ୍‌ସି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri