ରାଜ୍ୟ

‘ବିଧାୟକଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି’

ଭୁବନେଶ୍ୱର,୧୬।୪ (ବ୍ୟୁରୋ): ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ରାଜ୍ୟ କଂଗ୍ରେସ ପ୍ରଭାରୀ ଡ. ଏ.ଚେଲ୍ଲାକୁମାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ଏବେ ବିଭିନ୍ନ ଆଲୋଚନା ଓ...

୩ ବର୍ଷରେ ଟ୍ରିବ୍ୟୁନାଲଙ୍କ ପାଇଁ ୬.୫୬ କୋଟି ଖର୍ଚ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ଜଳ ବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ କରିଛନ୍ତି। କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ୨୦୨୧ ଡିସେମ୍ବର ପର୍ଯ୍ୟନ୍ତ ଟ୍ରିବ୍ୟୁନାଲ...

ପୁଅଙ୍କୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ଙ୍କ ଜୀବନ

ପଦ୍ମପୁର,୧୬।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ନାଟିଆପାଳ ଗ୍ରାମରେ ଶୁକ୍ରବାର ରାତିରେ ଏକ ଦୁଖଃଦ ଘଟଣା ଘଟିଛି। ପୁଅକୁ ବଞ୍ଚାଇବାକୁ ଯାଇ ମା’ଏବଂ ପୁଅଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାଗାଁରେ ଶୋକର ଛାୟା ଖେଳିଯାଇଛି। ମୃତକ ମା’ ଲକ୍ଷ୍ମୀମଣୀ...

କେଶରୀ ମଲ୍‌ରେ ନିଆଁ

ଭୁବନେଶ୍ୱର,୧୬।୪ (ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍‌ଡିଂସ୍ଥିତ ବିଏମ୍‌ସି କେଶରୀ ମଲ୍‌ରେ ଶୁକ୍ରବାର ରାତି ୧୧ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଲ୍‌ର ପ୍ରଥମ ମହଲାରେ ଥିବା ଅଜୟ ଗାର୍ମେଣ୍ଟର ପ୍ରାୟ ସମସ୍ତ ପୋଷାକ ପୋଡ଼ି ପାଉଁଶ ହୋଇଯାଇଛି। ଏହି ଦୋକାନକୁ...

ଖିଲାପୀ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୬।୪ (ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷ ଆରମ୍ଭରୁ ରାଜସ୍ବ ଆଦାୟ ଉପରେ ଗୁରୁତ୍ୱ ଦେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଗତ ୨୦୨୧-୨୨ ଆର୍ଥତ୍କ ବର୍ଷରେ ରେକର୍ଡ ପରିମାଣର ୧୫୦ କୋଟି ୫୧ଲକ୍ଷ ୮୫ହଜାର ୫୩ କୋଟି ଟଙ୍କା...

ଛାତରୁ ପଡ଼ି ନୌସେନା ଯବାନଙ୍କ ମୃତ୍ୟୁ

ଆସିକା,୧୬ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରା ପଞ୍ଚାୟତ ବାସୁଦେବପୁର ଗ୍ରାମରେ ଶୁକ୍ରବାର ଘର ଛାତରୁ ପଡି ଜଣେ ନୌସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ଗୌଡ (୨୬)। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ...

ଭୁଶୁଡ଼ିଲା କାନଝରୀ ଡ୍ୟାମ୍‌ କେନାଲ ଆଡ଼ିବନ୍ଧ

କେନ୍ଦୁଝର, ୧୬ା୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ରଘୁନାଥପୁର ପଞ୍ଚାୟତର କାଳିଆବେଡ଼ା ଗଁା ନିକଟରେ କାନଝରୀ ଡ୍ୟାମ୍‌ର ୨୫ଫୁଟ୍‌ କେନାଲ ଆଡ଼ିବନ୍ଧ ଭୁଶୁଡି ପଡିଛି। ଫଳରେ ସ୍ଥାନୀୟ ଅଞ୍ଚଳର ଚାଷଜମିରେ ପାଣି ପଶି ଫସଲ କ୍ଷତି ହୋଇଛି। ମରାମତି ପାଇଁ...

ସ୍ବର୍ଣ୍ଣାଦ୍ରି ବିଜେ କଲେ ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର,୧୬ା୪(ଡିଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜ ଶୁକ୍ରବାର ସ୍ବର୍ଣ୍ଣାଦ୍ରି ବିଜେ କରିଛନ୍ତି। ଗୁରୁବାର ଶ୍ରୀଜୀଉମାନେ ରଥଖଳାରେ ରଥରେ ରହିଥିଲେ। ପାଞ୍ଚ ଦିନିଆ ରୁକୁଣା ରଥଯାତ୍ରାରେ ଶ୍ରୀଲିଙ୍ଗରାଜ ଭଉଣୀ ରୁକୁଣା ଦେବୀ ଓ ପ୍ରଭୁ ଦୋଳଗଗୋବିନ୍ଦଙ୍କୁ ସାଙ୍ଗରେ ଧରି ରାମେଶ୍ୱର ମନ୍ଦିର ଯାତ୍ରା...

ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ: ୫ ଗିରଫ

ଝାରସୁଗୁଡ଼ା ଅଫିସ,୧୬ା୪: ଝାରସୁଗୁଡ଼ା ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ଦୁଇ ମହିଳାଙ୍କ ସମେତ ୫ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ମଧ୍ୟପ୍ରଦେଶ ନିମୁଚର ମନୋଜ ପ୍ରଜାପତି(୨୮), ମଧ୍ୟପ୍ରଦେଶ...

ବେଆଇନ ନିର୍ମାଣ ବିରୋଧରେ ଏତଲା

ପୁରୀ ଅଫିସ,୧୬ା୪: ପରିକ୍ରମା ପ୍ରକଳ୍ପ ଅଧୀନରେ ଶ୍ରୀମନ୍ଦିର ଉତ୍ତର ଦ୍ୱାର ପାର୍ଶ୍ୱରେ ବେଆଇନ ନିର୍ମାଣ କାର୍ଯ୍ୟ ଚାଲିଥିବା ଶ୍ରୀଜଗନ୍ନାଥ ସେନା ଅଭିଯୋଗ ଆଣି ଶୁକ୍ରବାର ସିଂହଦ୍ୱାର ଥାନାରେ ଏତଲା ଦେଇଛି। ଏତଲାରେ ଦର୍ଶାଯାଇଛି ଯେ, ରାଜ୍ୟ ସରକାର ଓ ଜିଲା...

ଚିଲିକା ବୁଲିଲେ ବାଚସ୍ପତି, ମନ୍ତ୍ରୀ ଓ ବିଧାୟକ

ଖୋର୍ଦ୍ଧା ଅଫିସ/ବାଲୁଗଁା/କୃଷ୍ଣପ୍ରସାଦ, ୧୬ା୪(ଡି.ଏନ୍‌.ଏ.): ଚିଲିକା ପରିଭ୍ରମଣ ସହ ମା’ କାଳିଜାଈଙ୍କ ଦର୍ଶନ କରିଛନ୍ତି ବିଧାନସଭାର ବାଚସ୍ପତିଙ୍କ ସମେତ ବହୁ ବିଧାୟକ ଓ ମନ୍ତ୍ରୀ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କଡ଼ା ସୁରକ୍ଷା ବଳୟରେ ୪ଟି ବସ୍‌ରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ...

ଜୀବିକା ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,(ବ୍ୟୁରୋ)/ଜୟପୁର, ୧୬ା୪(ନି.ପ୍ର.): ମାଓବାଦୀ ଗଡ଼ ଭାବେ ପରିଚିତ କୋରାପୁଟ ଜିଲାର ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ପରିଦର୍ଶନ କରିଛନ୍ତି। ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri