ରାଜ୍ୟ

ସଙ୍କଟରେ ପଟିଠାକୁର ପରମ୍ପରା

କେନ୍ଦୁଝର,୧୫।୪ ପଣାସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲାର ଅନ୍ୟତମ ପୁରାତନ ଓ ଅନନ୍ୟ ପରମ୍ପରା ପଟି ଠାକୁର ପରିକ୍ରମା ଉତ୍ସବ ଆରମ୍ଭ ହୋଇଛି। ଗ୍ରାମବାସୀମାନେ ଏକ ପଟି ବା ମଶିିଣାରେ ବିଭିନ୍ନ ଦେବାଦେବୀ, ପଶୁପକ୍ଷୀ, ଯୋଗୀନୀଙ୍କ ରଙ୍ଗବେରଙ୍ଗ ଚିତ୍ର ଆଙ୍କି ଗଁାଗଁା...

ତାଲିମ ନେଲେ ୧୦୦ ଚାଷୀ

ବାରିପଦା ଅଫିସ,୧୫।୪ ମୟୂରଭଞ୍ଜ ଜିଲା ପଲ୍ଲୀଶ୍ରୀ ମେଳା ଆନୁକୂଲ୍ୟରେ ଜିଲା କୃଷି ଓ ଆନୁସଙ୍ଗିକ ବିଭାଗ ପକ୍ଷରୁ କୃଷି ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାର ୨୬ଟି ବ୍ଲକର ଚାଷୀଙ୍କୁ ଆତ୍ମା ଆନୁକୂଲ୍ୟରେ ତାଲିମ ଦିଆଯାଇଛି। ୧୦୦ ଚାଷୀ,...

ପୋଲିସ ଛାଉଣୀରେ ଲାଗିଲା ଝଣ୍ଡା

ଯୋଡ଼ା,୧୫।୪ (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ସହରରେ ଗତ ସୋମବାର ରାମନବମୀରେ ଝଣ୍ଡା ଲଗାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସୃଷ୍ଟି ହୋଇଥିବା ବିବାଦ ୩ଦିନ ପରେ ହନୁମାନ ଜୟନ୍ତୀ ତଥା ପଣାସଂକ୍ରାନ୍ତିରେ ଅବସାନ ଘଟିଛି। ଗୁରୁବାର ପଣାସଂକ୍ରାନ୍ତି...

ଚଇତି ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଢେଙ୍କିକୋଟ, ୧୫।୪ (ଡି.ଏନ.ଏ.) କେନ୍ଦୁଝର ଜିଲା ଘଟଗାଁ ମା’ତାରିଣୀ ପୀଠ ସାରା ଜଗତରେ ଜଣାଶୁଣା। ପ୍ରତିବର୍ଷ ପଣା ସଂକ୍ରାନ୍ତି ଅବସରରେ ମା’ଙ୍କ ପ୍ରସିଦ୍ଧ ଚଇତି ପର୍ବ ଦୀର୍ଘ ସାତ ଦିନ ଧରି ଧୁମଧାମରେ ପାଳନ କରାଯାଇଛି। ଚଳିତ ମାସ ୯...

ନକଲି ଡାକ୍ତର ଏବଂ ସ୍ତ୍ରୀଙ୍କୁ ଏକାଠି ଜେରା କରିବ ପୋଲିସ

ଭୁବନେଶ୍ବର,୧୫।୪(ବ୍ୟୁରୋ): ବହୁ ଚର୍ଚ୍ଚିତ ନକଲି ଡାକ୍ତର ରମେଶ ସ୍ବାଇଁ ଘଟଣାରେ ରମେଶ ଏବଂ ସ୍ତ୍ରୀ କମଳା ସ୍ବାଇଁଙ୍କୁ ଏକାଠି ପୋଲିସ ଶୁକ୍ରବାର ଜେରା କରିବ। ପୋଲିସ ଦୁଇ ଜଣଙ୍କୁ ରିମାଣ୍ଡରେ ଆଣିବା ପାଇଁ ଆବେଦନ କରିଥିଲା। ତେବେ ୭ ରେ...

ଜୁନ୍‌ ୩ୟ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଶାନ୍ତ ମହାସାଗରରେ ‘ଲା-ନିନା’ ପ୍ରଭାବ ଥିବାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିବ। ଭାରତ ମହାସାଗରରେ ଡାଇପୋଲ ନକାରାତ୍ମକ ସ୍ଥିତି କାରଣରୁ ସମୁଦ୍ର ଉପରିଭାଗ ତାପମାତ୍ରା ବୃଦ୍ଧି ପାଇବ। ଫଳରେ ମୌସୁମୀ ଆଗମନରେ ସୁବିଧା...

ମହୁଲଫୁଲ ସଂଗ୍ରହ କରୁଥିବା ବେଳେ ପିଟିଲା ବାଇକ୍‌, ଚାଲିଗଲା ୨ ଜୀବନ

ଠାକୁରମୁଣ୍ଡା,୧୫ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ରାଇପଦା ଗ୍ରାମ ନିକଟରେ ଶୁକ୍ରବାର ସକାଳେ ରାସ୍ତା ପାର୍ଶ୍ୱରେ ଜଣେ ବୃଦ୍ଧଙ୍କୁ ଏକ ବାଇକ୍‌ ଧକ୍କା ଦେବାରୁ ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ବାଇକ୍‌ ଚାଳକଙ୍କ ମଧ୍ୟ ମୃତ୍ୟୁ ଘଟିଛି।...

ରାଜଧାନୀରେ ଚାଞ୍ଚଲ୍ୟ: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜଧାନୀର ନାଲ୍‌କୋ ଛକରେ ଥିବା ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି । ଯୁବକଙ୍କୁ କେହି ହତ୍ୟା ପରେ ଏଠାରେ ଟାଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ସୂଚନାନୁସାରେ, ଶୁକ୍ରବାର ସକାଳେ ରାଜଧାନୀର ଜନଗହଳିପୂର୍ଣ୍ଣ ନାଲ୍‌କୋ ଛକରେ...

ଆଜି ରାଜ୍ୟରୁ ୧୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ଚିହ୍ନଟ...

ଲୁଣା, ହେନ୍ତାଳବଣ ପ୍ରତି ବଢୁଛି ବିପଦ

ମହାକାଳପଡ଼ା,୧୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ପଡ଼ୋଶୀ ଜଗତ୍‌ସିଂହପୁର ଜିଲା ପାରାଦୀପ ଶିଳ୍ପାଞ୍ଚଳରେ ଥିବା କଳକାରଖାନାର ନିର୍ଗତ ନିଆଁ, ଧୂଆଁ ଓ ଧୂଳିର ପ୍ରଭାବ ବ୍ଲକ...

ଆଜିଠାରୁ ହିଙ୍ଗୁଳାଯାତ୍ରା

ତାଳଚେର,୧୫ା୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ...

କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୫ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri