ରାଜ୍ୟ

ରାଜ୍ୟରେ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ...

ଜୁନ୍‌ ୩୦ ଯାଏ ଚାଲିବ ରବିଧାନ ସଂଗ୍ରହ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟର ୧୭ ଜିଲାରେ ଚଳିତ ରବିଧାନ ବିକ୍ରି ନିମନ୍ତେ ମୋଟ ୨ ଲକ୍ଷ ୫୭ ହଜାର ୯୫୬ ଜଣ ଚାଷୀ ଅନ୍‌ଲାଇନ ମାଧ୍ୟମରେ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି। ୨୦୨୧ ବର୍ଷର ରବିଧାନ ତୁଳନାରେ ୨୦୨୨ ବର୍ଷରେ ଚାଷୀମାନଙ୍କ...

କିଟ୍‌ ମିଳିଲାନି, ଖବରକାଗଜ ଉପରେ ନବଜାତକ

ଗୋପ,୧୪।୪(ଡି.ଏନ୍‌.ଏ.): ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ଜଣେ ମହିଳା ପ୍ରସବ କରିବା ପରେ ସରକାରୀ କିଟ୍‌ ନ ମିଳିବାରୁ ନବଜାତ ଶିଶୁ ଏକ ଖବରକାଗଜ ଉପରେ ଶୋଇଥିବା ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।...

ଭାଙ୍ଗିଦେଲେ ଝାମୁଦଣ୍ଡ, ବନ୍ଦ ହେଲା ପରମ୍ପରା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ କେରଙ୍ଗ ପଞ୍ଚାୟତର ଦିବ୍ୟସିଂହପ୍ରସାଦ ଗ୍ରାମରେ ବୁଧବାର ଝାମୁଯାତ୍ରାରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗାଁ ଦାଣ୍ଡରେ ଝାମୁଯାତ୍ରା ଚାଲିଥିବାବେଳେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକେ ଏହାକୁ ବିରୋଧ କରିବା ସହ ଦଣ୍ଡୁଆମାନଙ୍କୁ ଆକ୍ରମଣ...

ସାମାଜିକ କର୍ମୀ ଭାବେ କାର୍ଯ୍ୟ କରିବେ ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ସର୍ବାଙ୍ଗୀନ ବିକାଶ ପାଇଁ ସ୍କୁଲ୍‌ ଓ ବ୍ଲକ୍‌ସ୍ତରରେ କାର୍ଯ୍ୟକରିବେ ‘ମୋ ସ୍କୁଲ୍‌’ ଦ୍ୱାରା ମନୋନୀତ ସ୍ବତନ୍ତ୍ର ସାମାଜିକ କର୍ମୀ। ପିଲାଙ୍କ ପାଠପଢ଼ା ଓ ବୌଦ୍ଧିକ ବିକାଶ ପାଇଁ ଏହି ସାମାଜିକକର୍ମୀ...

ଚିନ୍ତା ବଢ଼ାଉଛି ସଡ଼କ ଦୁର୍ଘଟଣା ମୃତ୍ୟୁ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଦୁର୍ଘଟଣାରେ ଅଙ୍କୁଶ ଲାଗୁ ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ୨୦୨୦ ତୁଳନାରେ ରାଜ୍ୟରେ ୭.୨୪ ପ୍ରତିଶତ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବୃଦ୍ଧି...

କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୪ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ...

ବରଷକରେ ଥରେ ହୁଏ ବାପ-ପୁଅ ମିଳନ

ବରୀ,୧୪ା୪(ଡି.ଏନ.ଏ.): ପ୍ରତିବର୍ଷ ପଣା ସଂକ୍ରାନ୍ତିରେ ବରୀ ବ୍ଲକ ଅଧୀନ ରତ୍ନଗିରିସ୍ଥିତ ମହାକାଳ ମନ୍ଦିରରେ ବାପ-ପୁଅଙ୍କ ମିଳନ ହୋଇଥାଏ। ଏହି ଦିନ ବିଶ୍ୱପ୍ରସିଦ୍ଧ ବୌଦ୍ଧ କୀର୍ତ୍ତିରାଜି ବିମଣ୍ଡିତ ରତ୍ନଗିରି ପାହାଡ଼ ଉପରେ ଥିବା ଧର୍ମରାଜ ମହାକାଳଙ୍କ ପୀଠରେ ପ୍ରସିଦ୍ଧ ଚାଙ୍ଗୁଡ଼ା ଯାତ୍ରା...

ଲୁଣାନଦୀର ଜଳସ୍ତର କମୁଛି, ମିଳୁନି ପାଣି

କେନ୍ଦ୍ରାପଡ଼ା ଅଫିସ, ୧୪ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର ୨୦୨୧ ଡିସେମ୍ବରଠାରୁ କମିବାରେ ଲାଗିଛି। ଫଳରେ ଆଗାମୀଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହ ଅବବାହିକାରେ ଥିବା ଚାଷଜମି ପଡିଆ ପଡିବା ଆଶଙ୍କା ଦେଖାଦେଇଛି।...

ସ୍ନେହ ବଦଳାଇଦେଲା ନରହନ୍ତା ଦନ୍ତା ‘ରାକେଶ’ର ହିଂସ୍ର ସ୍ବଭାବ

ଢେଙ୍କାନାଳ ଅଫିସ, ୧୪।୪:ଗୋଠରୁ ଅଲଗା ହେବା ପରେ ହୋଇଉଠିଥିଲା ହିଂସ୍ର। ମାରିଥିଲା ମଣିଷ। ମୁଣ୍ଡରେ ବୋହିଥିଲା ନରହନ୍ତାର କଳଙ୍କ। ହିଂସ୍ରପ୍ରବୃତ୍ତିରେ ପରିବର୍ତ୍ତନ ପାଇଁ ଟ୍ରାଙ୍କୁଲାଇଜ୍‌ ହୋଇ ଆସିଲା ଚିଡ଼ିଆଖାନା। ମାସ ମାସ ଧରି ଗୋଡ଼ରେ ପଡ଼ିଲା ବେଡ଼ି। ରଖାଗଲା କ୍ରଲ୍‌...

ଏକାଧିକ ଭୋଟର ତାଲିକାରେ ନାଁ ଥିଲେ କାଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ବୁଧବାର ରାଜ୍ୟର ୩୦ ଜିଲାର ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସରେ ନିର୍ଭୁଲ୍‌ ଭୋଟର ତାଲିକା ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ଅବସରରେ ଲୋହାନି କହିଛନ୍ତି,...

ଭୁବନେଶ୍ୱର, ଗୋଆ, ନଭି ମୁମ୍ବାଇ ଭେନ୍ୟୁ

ଭୁବନେଶ୍ୱର, ୧୪।୪ (କ୍ରୀଡ଼ା ପ୍ରତିନିଧି): ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଆଉ ୬ ମାସରୁ କମ୍‌ ସମୟ ଥିବାବେଳେ ଏହା ଭୁବନେଶ୍ୱର, ଗୋଆ ଓ ନଭି ମୁମ୍ବାଇରେ ହେବ ବୋଲି ବୁଧବାର ଫୁଟବଲର ସର୍ବୋଚ୍ଚ ପରିଚାଳନା ସଂସ୍ଥା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri