ରାଜ୍ୟ

୪୦ ଡିଗ୍ରୀ ଉପରେ ୧୧ ସହର

ଭୁବନେଶ୍ୱର, ୧୧।୪(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ତାତି ଜାରି ରହିଛି। ଉପକୂଳଠାରୁ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସହ୍ୟ ହୋଇଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର ୧୧ ସହରର ତାପମାତ୍ରା ୪୦...

ଶ୍ରେୟ ନେବାକୁ ପ୍ରତିଦ୍ୱନ୍ଦ୍ୱିତା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଶ୍ରୀକ୍ଷେତ୍ରରେ ନବନିର୍ମିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ସୋମବାର ଲୋକାର୍ପଣ ହେବ। ଏହାର ଅବ୍ୟବହିତ ପୂର୍ବରୁ ଶ୍ରେୟ ନେବାକୁ ଶାସକ ବିଜେଡି ଏବଂ ଭାଜପା ମଧ୍ୟରେ ରାଜନୀତି ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନ୍ୟମୂଳକ ଭାବେ...

ତାଲିକା ତାରିଖ ଘୁଞ୍ଚି ଚାଲିଛି

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଓଏଏସ୍‌, ଓପିଏସ୍‌, ରାଜସ୍ବ, ଅର୍ଥ, ଜଙ୍ଗଲ ଭଳି ସମସ୍ତ ବିଭାଗର ସରକାରୀ ଅଧିକାରୀ ଏବଂ କର୍ମଚାରୀ ସେମାନଙ୍କ ବାର୍ଷିକ ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟତାମୂଳକ କରାଯାଇଛି। ହେଲେ ଏଥିପ୍ରତି ଅଧିକାରୀମାନେ ଆଗ୍ରହ...

ମହାନଦୀରେ ଭାସି ଯାଇ ନାବାଳକ ମୃତ, ଏବେ ବି ୨ ନିଖୋଜ

କଟକ ଅଫିସ,୧୦।୪: ମହାନଦୀ ଯୋବ୍ରାଠାରେ ଗାଧୋଇବା ବେଳେ ୩ଜଣ ନାବାଳକ ରବିବାର ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରେ ଜଣେ ନାବାଳକଙ୍କୁ ସ୍ଥାନୀୟ ଲୋକ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ...

ମହାନଦୀରେ ବୁଡ଼ିଗଲେ ୩ ସାଙ୍ଗ

କଟକ ଅଫିସ,୧୦ା୪: ମହାନଦୀର ଯୋବ୍ରାରେ ଗାଧୋଉଥିବା ବେଳେ ୩ ନାବାଳକ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିବା ବେଳେ ଦୁଇ ନାବାଳକଙ୍କ ପତ୍ତା ମିଳୁନାହିଁ। ରବିବାର ଅପରାହ୍ନରେ ଯୋବ୍ରା ଚୂନଭାଟି ଚାରିଘରିଆ...

ଏସଟିଏଫ ପଞ୍ଝାରେ ବାଘଛାଲ ବ୍ୟବସାୟୀ

ଭୁବନେଶ୍ୱର,୧୦।୪(ବ୍ୟୁରୋ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦବେରି ଗାଁ ନିକଟରୁ ରବିବାର ଇଷ୍ଟିଏଫ ଟିମ୍‌ ବାଘ ଛାଲ ଜବତ କରିଛି। ଏହା ସହ ଘଟଣଣାରେ ସମ୍ପୃକ୍ତ ଜଣେ ବାଘଛାଲ ବ୍ୟବସାୟୀ ଗିରଫ ହୋଇଛନ୍ତି। ଗିରଫ ଜଣଙ୍କ ହେଲେ ଦାରିଙ୍ଗବା ପାଙ୍ଗାଲି ଗ୍ରାମର...

ରାମନବମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ-ରାଜ୍ୟପାଳ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଆଜି ପବିତ୍ର ରାମନବମୀ। ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳୁଛି ଦେଶ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ରାମନବମୀ ଅବସରରେ ରାଜ୍ୟବାସୀଙ୍କୁ ମୋର ଶୁଭେଚ୍ଛା। ପ୍ରଭୁ...

୨ ବର୍ଷ ହେବ ଟ୍ରେନ୍‌ ଚଳାଚଳ ବନ୍ଦ: ରୁପ୍ରାରୋଡ ଷ୍ଟେଶନରେ ଆନ୍ଦୋଳନ

ରୁପ୍ରାରୋଡ,୧୦।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ରୁପ୍ରାରୋଡ ରେଳ ଷ୍ଟେଶନରେ ରେଳଯାତ୍ରୀ ସୁରକ୍ଷା ସମିତି, ରୁପ୍ରାରୋଡ ପକ୍ଷରୁ ରବିବାର ସକାଳୁ ଆନ୍ଦୋଳନ ଜାରି ରହିଛି। (୧୮୫୧୭- କୋରବା), (୧୮୫୧୮ – ବିଶାଖାପାଟଣା) ଭଳି ଅନେକ ଟ୍ରେନ୍‌ ୨ ବର୍ଷ ଧରି କରୋନା ସଂକ୍ରମଣ...

ଜାତୀୟ ରାଜପଥରେ ଦୁର୍ଘଟଣା: ଷ୍ଟିଅରିଂରେ ଫସିଗଲା ଡ୍ରାଇଭରଙ୍କ ଗୋଡ଼

ଖୋର୍ଦ୍ଧା ଅଫିସ,୧୦ା୪: ୧୬ ନଂ ଜାତୀୟ ରାଜପଥ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରବିବାର ସକାଳେ ଭୁବନେଶ୍ବର ପଟୁ ଆସୁଥିବା ୪୦୭ ଡ୍ରାଇଭର ଭାରସାମ୍ୟ ହରାଇ ଏକ ଅଜଣା ଗାଡ଼ିକୁ ପଛପଟୁ ଧକ୍କା ଦେଇ...

ଆଜି ଶ୍ରୀରାମ ନବମୀ: ଚଳଚଞ୍ଚଳ ରାମ ମନ୍ଦିର

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଆଜି ପବିତ୍ର ଶ୍ରୀରାମ ନବମୀ। ଏହି ଅବସରରେ ମହାପ୍ରଭୁଙ୍କୁ ଦର୍ଶନ ଲାଗି ଭକ୍ତଙ୍କ ସମାଗମ ହୋଇଛି। କରୋନା ମହମାରି ୨ବର୍ଷ ପରେ ଏହି ଦିନରେ ଭକ୍ତ ଭଗବାନ ଆଜି ଏକାଠି ହୋଇଛନ୍ତି। ଏ ନେଇ ରାଜଧାନୀର ସମସ୍ତ ମଠ...

ଆଜି କାଠ ଚିରଟ ଅନୁକୂଳ

ପୁରୀ ଅଫିସ, ୧୦।୪: ଆଜି ଶ୍ରୀରାମ ନବମୀ । ଏହି ଅବସରରେ ରଥ କାଠ ଚିରଟ ଅନୁକୂଳ ହେବ । ରଥ ନିର୍ମାଣ ପରମ୍ପରା ଅନୁସାରେ ରାମନବମୀରେ କାଠ ଚିରଟର ଶୁଭାରମ୍ଭ ହୁଏ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ...

ଆଜି ରାଜ୍ୟରେ ୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ରବିବାର ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri