ରାଜ୍ୟ

ସାଲିଆ ସାହିରେ ରହୁଥିବା ଶାଳୀ ଘରେ ଲୁଚାଇଥିଲେ ୧.୪୧ କୋଟି ଟଙ୍କା, ୩୫ ଭରି ସୁନା

ଭୁବନେଶ୍ୱର,୯।୪(ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ସମ୍ପତ୍ତି ତାଲିକା ଦିନକୁ ଦିନ ବଢ଼ୁଛି। ଶନିବାର ତାଙ୍କ ଶାଳୀ (ଦ୍ୱିତୀୟ ପତ୍ନୀ କଳ୍ପନା...

କନ୍‌ଭେୟର ବେଲ୍ଟରେ ଚାପିହୋଇ ଚାଲିଗଲା ଶ୍ରମିକଙ୍କ ଜୀବନ; ବିକ୍ଷୋଭ ପରେ ମିଳିଲା ୯ ଲକ୍ଷର କ୍ଷତିପୂରଣ

ବଣାଇଁ,୯।୪(ସ୍ବ.ପ୍ର.)- ସୁନ୍ଦରଗଡ ଜିଲା ବଣାଇ ଥାନାର ବାର୍ହାମୂଷାଠାରେ ଥିବା ଏସ୍‌ଏମ୍‌ଆଇପିଏଲ୍‌ ସ୍ପଞ୍ଜ କାରଖାନାରେ କାମ କରୁଥିବା ବେଳେ କନଭେୟର ବେଲ୍ଟରେ ଚାପିହୋଇ ଶନିବାର ସକାଳେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ସେ ହେଲେ କୁର୍ଡା ପଞ୍ଚାୟତ ମଧୁପୁର ଗ୍ରାମର ଅଜିତ...

ଯନ୍ତ୍ରୀଙ୍କୁ ଭିଜିଲାନ୍ସର ଜେରା

ଭୁବନେଶ୍ବର,୯।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଯନ୍ତ୍ରୀଙ୍କୁ ଜେରା କରୁଛି ଭିଜିଲାନ୍ସ। କାର୍ତ୍ତିକେଶ୍ବରଙ୍କ ସହ ତାଙ୍କ ସ୍ତ୍ରୀ, ଶାଳୀ ଏବଂ ପୁତୁରାକୁ ମଧ୍ୟ ଅଟକ...

ବିଏମ୍‌ସିର ଡେପୁଟି ମେୟର ହେଲେ ମଞ୍ଜୁଲତା

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ୨୨ନଂ ୱାର୍ଡର କର୍ପୋରେଟର ମଞ୍ଜୁଲତା କଁଅର ଡେପୁଟି ମେୟର ଭାବେ ଶନିବାର ନିର୍ବାଚିତ ହୋଇଛନ୍ତି। ପୌର ନିର୍ବାଚନରେ ମଞ୍ଜୁଲତା ସର୍ବାଧିକ ୪୨୩୨ ଭୋଟ ପାଇ ବିଜୟୀ ହୋଇଥିଲେ। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀ...

ବିଏମ୍‌ସି ମେୟର ଭାବେ ଶପଥ ନେଲେ ସୁଲୋଚନା

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ମେୟର ଭାବେ ଶନିବାର ଶପଥ ନେଲେ ସୁଲୋଚନା ଦାସ । ବିଏମ୍‌ସି କନ୍‌ଫରେନ୍ସ ହଲ୍‌ରେ ଏହି ଶପଥ ଗ୍ରହଣର କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ତାଙ୍କ ସହ ନବନିର୍ବାଚିତ ୬୭ କର୍ପୋରେଟର ମଧ୍ୟ ଶପଥ...

ଛଉନୃତ୍ୟ ପରିଚାଳନା ପାଇଁ ସ୍ବତନ୍ତ୍ର କମିଟି

ବାରିପଦା ଅଫିସ,୯।୪ ବିଶ୍ୱ ପ୍ରସିଦ୍ଧ ମୟୂରଭଞ୍ଜ ଜିଲାର ଛଉ ନୃତ୍ୟ ଆସନ୍ତା ୧୧ରୁ ଅନୁଷ୍ଠିତ ହେବ। ୩ ଦିନିଆ ଏହି ଚୈତ୍ରପର୍ବ-୨୨ର ସିଧା ପ୍ରସାରଣ କରାଯିବା ନେଇ ଶୁକ୍ରବାର ଜିଲାପାଳ ବିନୀତ ଭରଦ୍ୱାଜ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।...

ଧାରଣାରେ କ୍ଷତିଗ୍ରସ୍ତ ଚାଷୀ

ଆନନ୍ଦପୁର, ୯।୪(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ବ୍ୟାରେଜ ପ୍ରୋଜେକ୍ଟ ବାମପାର୍ଶ୍ୱ କେନାଲ ଦ୍ୱାରା କ୍ଷତିଗ୍ରସ୍ତ ପଦ୍ମପୁର ଗ୍ରାମର ଚାଷୀମାନେ ଶୁକ୍ରବାର କେନାଲ ନିର୍ମାଣ ସ୍ଥାନରେ ଧାରଣାରେ ବସିଛନ୍ତି। ସେମାନେ ବିଭିନ୍ନ ସମୟରେ ସରକାରଙ୍କ ନିକଟରେ ଉପଯୁକ୍ତ କ୍ଷତିପୂରଣ ଦାବି...

ଅଖଣ୍ଡ ଶିକାର ରୋକିବାକୁ ପ୍ରଶାସନ ତତ୍ପର

ବାରିପଦା ଅଫିସ,୯।୪ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷାକୁ ଅଧିକ ଶକ୍ତିଶାଳୀ କରିବା ସହିତ ଅଖଣ୍ଡ ଶିକାର ରୋକିବା ଉଦ୍ଦେଶ୍ୟରେ ଜିଲା ସଦର ମହକୁମା ବାରିପଦାଠାରେ ଏକ ଜିଲାସ୍ତରୀୟ ମିଳିତ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ବିନୀତ ଭରଦ୍ୱାଜ ଅଧ୍ୟକ୍ଷତା...

ନିଯୁକ୍ତିର ୩ ଦିନ ପରେ ଶିକ୍ଷକ ବଦଳି

ଖଇରା, ୯।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ବାଉଁଶଗଡିଆ ପଞ୍ଚାୟତ ଅଧୀନ କଳମଚୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ମିଳିବାର ୩ଦିନ ଭିତରେ ପୁଣି ତାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଏହାର ପ୍ରତିବାଦରେ ଶୁକ୍ରବାର ସକାଳେ ଛାତ୍ରୀଛାତ୍ର,...

ମାଛଘାଟ ସାହିରେ ପହଞ୍ଚିିଲେ ଅଧିକାରୀ, ନେତା

ଚମ୍ପୁଆ,୯।୪(ଡି.ଏନ.ଏ) କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅଧୀନ ଗୋଧୂଳି ଗ୍ରାମ ମାଛଘାଟ ସାହି ବାସିନ୍ଦା ନାଳରେ ଚୁଆ ଖୋଳି ଜଳ କଷ୍ଟ ମେଣ୍ଟାଉଥିବା ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ପ୍ରଶାସନର ଚେତା ପଶିଛି। ନବ ନିର୍ବାଚିତ ଏନ୍‌ଏସି ଅଧ୍ୟକ୍ଷ...

ଶ୍ରୀରାମ ଧ୍ୱନିରେ କମ୍ପୁଛି ସହର

ଭଦ୍ରକ ଅଫିସ,୯।୪ କୋଭିଡ୍‌ କଟକଣା ହଟିବା ପରେ ଭଦ୍ରକ ସହରରେ ଗଣପର୍ବ ଭାବେ ପରିଚିତ ଶ୍ରୀରାମ ନବମୀ ମହୋତ୍ସବ ଏଥର ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ଏଥିପାଇଁ ଭଦ୍ରକ ସହର ଚଳଚଞ୍ଚଳ ହୋଇଉଠିଛି। ଜୟ ଶ୍ରୀରାମ ଧ୍ୱନିରେ କମ୍ପୁଛି ସାରା ସହର।...

ଷ୍ଟେବିନ ବେନ୍‌ଙ୍କ ସଙ୍ଗୀତରେ ଝୁମିଲେ ୧୦ ହଜାର ଦର୍ଶକ

ଅନୁଗୋଳ ଅଫିସ,୯।୪ ଅନୁଗୋଳ ଜିଲା ମହୋତ୍ସବରେ ବାଧକ ସାଜିପାରିଲାନି ବର୍ଷା। କରୋନା କଟକଣା ହଟାଯିବା ପରେ ପ୍ରଥମ କରି ଜିଲାରେ ହେଉଥିବା ଏହି ବିରାଟ ଆୟୋଜନର ପ୍ରଥମ ସନ୍ଧ୍ୟାକୁ ମନଭରି ଉପଭୋଗ କରିଛନ୍ତି ଦର୍ଶକ। ବିଶେଷକରି ମହୋତ୍ସବର ମୁଖ୍ୟ ଆକର୍ଷଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri