ରାଜ୍ୟ

ଭୋଟ ପାଇଁ ନକଲି ରାଶନକାର୍ଡ

ଖୋର୍ଦ୍ଧା ଅଫିସ,୮ା୪: ନକଲି ରାଶନକାର୍ଡ ଦେଇ ଭୋଟ ହାତେଇଥିବା ବେଳେ ନିର୍ବାଚନ ଫଳାଫଳ ଘୋଷଣା ପରେ ଏହି କାର୍ଡ କାର୍ଯ୍ୟକ୍ଷମ ହେଉନାହିଁ। ଏପରି କି ପ୍ରାର୍ଥୀ ବିଜୟ ହାସଲ କରିବା ପରେ ଭୋଟରଙ୍କୁ ଦେଇଥିବା କାର୍ଡକୁ ଜବରଦସ୍ତ ଛଡ଼ାଇ ନିଆଯାଇଛି।...

ଝାରପଡ଼ା ହାଟ ଉଚ୍ଛେଦବେଳେ ଉତ୍ତେଜନା

ଭୁବନେଶ୍ୱର,୮ା୪(ବ୍ୟୁରୋ): ଝାରପଡ଼ା ଗଣେଶ ମଣ୍ଡପ ନିକଟସ୍ଥ ହାଟକୁ ବିଡିଏ ପକ୍ଷରୁ ଶୁକ୍ରବାର ଉଚ୍ଛେଦ କରାଯାଇଛି। ଏଠାରେ ପ୍ରାୟ ୩ ଶହ ଦୋକାନ ଭଙ୍ଗାଯାଇଛି। ହାଟ ଉଚ୍ଛେଦକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତେଜନା ବୃଦ୍ଧି ପାଇଥିବାରୁ ୧୦ ପ୍ଲାଟୁନ...

ଆଜି ରାଜ୍ୟରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା...

ରାଜଧାନୀରେ ଓଲଟିଲା ବସ୍‌

ଭୁବନେଶ୍ୱର,୮ା୪(ବ୍ୟୁରୋ): ଜୟଦେବ ବିହାର ଓଭର ବ୍ରିଜ୍‌ ତଳେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ବସ୍‌ଟି ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା କିଛି ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ...

ଅବହେଳାରୁ ଅଟିକିଛି ‘ସିଟିଜ୍‌ ପ୍ରକଳ୍ପ’

ଭୁବନେଶ୍ୱର, ୮।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୂର୍ଣ୍ଣାଙ୍ଗ ସ୍ମାର୍ଟସିଟିରେ ପରିଣତ କରିବାକୁ ଗୋଟିଏ ପରେ ଗୋଟିଏ ପ୍ରକଳ୍ପ ଆରମ୍ଭ ହେଉଛି। ବିଡିଏ, ବିଏମ୍‌ସି ଓ ସ୍ମାର୍ଟସିଟି ପକ୍ଷରୁ ମାଳ ମାଳ ଯୋଜନା ପ୍ରସ୍ତୁତ କରାଯାଉଥିଲେ ମଧ୍ୟ ସମୟ ସହିତ ଅଧିକାଂଶ...

ଭୂତଳ ଜଳ ଶୋଷୁଛି ରାମ୍‌କୋ ସିମେଣ୍ଟ

ଯାଜପୁର ଅଫିସ,୮ା୪: ୨୦୧୮ ଅଗଷ୍ଟରେ ଜଳ ସମ୍ପଦ ବିଭାଗର ଚିଫ୍‌ ଇଞ୍ଜିନିୟର ରାମ୍‌କୋ ସିମେଣ୍ଟ କାରଖାନାକୁ କେବଳ ନିର୍ମାଣ ଏବଂ ପାନୀୟ ଜଳ ଉଦ୍ଦେଶ୍ୟରେ ଦୈନିକ ୧୦୦ କିଲୋଲିଟର ଭୂତଳ ଜଳ ବ୍ୟବହାର କରିବାକୁ ଅନୁମତି ଦେଇଥିଲେ। କିନ୍ତୁ ଏହି...

ପୋଲିସର ଆକ୍ରୋଶ: ଖବରଦାତାଙ୍କ ଗୋଡ଼ରେ ବେଡ଼ି

ବାଲେଶ୍ୱର ଅଫିସ/ସଜନାଗଡ଼, ୮ା୪(ଡି.ଏନ.ଏ.): ପୋଲିସ ବର୍ବରତାର ଏକ ଉଦାହରଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ। ସାମାନ୍ୟ ଘଟଣାକୁ କେନ୍ଦ୍ର କରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ସମ୍ବାଦ ଖବରଦାତା ଲୋକନାଥ ଦଳେଇଙ୍କ ଗୋଡ଼ରେ ଦାଗୀ...

ଉତ୍ପାଦିତ ଛତୁ ପାଇଁ ମଣ୍ଡିର ଅଭାବ

କେନ୍ଦ୍ରାପଡ଼ା ଅଫିସ,୮ା୪: ଓଡ଼ିଶା ଛତୁଚାଷରେ ସଫଳ ହୋଇଥିବା ଗତ ବିଧାନସଭାରେ କୃଷିମନ୍ତ୍ରୀ ଅରୁଣ କୁମାର ସାହୁ ଉଲ୍ଲେଖ କରିଥିଲେ। ତେବେ କେନ୍ଦ୍ରାପଡ଼ା ଜିଲାର ଛତୁଚାଷୀ ମଣ୍ଡିର ଅଭାବ ଦେଖାଇ ଚାଷକୁ ବନ୍ଦ କରିବାକୁ ବସିଛନ୍ତି। ଗୋଟିଏ ପରିବାର ମାସିକ ଅନୂ୍ୟନ...

ଦୁଇ ଭାଇଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୪ (ବ୍ୟୁରୋ): ଚାଷୀଙ୍କୁ କୃଷି ଉପକରଣ ବିକ୍ରି କରିଥିବା ଦର୍ଶାଇ ୬.୮୧ କୋଟି ସବ୍‌ସିଡି ଟଙ୍କା ହଡ଼ପ ମାମଲାରେ ସମ୍ପୃକ୍ତ ୨ ଭାଇଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ ଏମ୍‌/ଏସ୍‌ ଶୀତଲ ଏଗ୍ରୋ...

ଘରୁ ମିଳିଲା ନଗଦ ୨ କୋଟି ଟଙ୍କା, ୨୦ ସୁନା ବିସ୍କୁଟ୍‌

ଭୁବନେଶ୍ୱର,୮।୪ (ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହେବାରେ ଲାଗିଛି। ଗୁରୁବାର ଭୁବନେଶ୍ୱର ଆଇଗିଣିଆଠାରେ ଥିବା...

ଓଡ଼ିଶାକୁ ୨୭୨୫ କୋଟି ଋଣ ଉଠାଣ ଅନୁମତି

ଭୁବନେଶ୍ୱର,୮ା୪(ବ୍ୟୁରୋ): ବିଦ୍ୟୁତ୍‌ ସଂସ୍କାର ପାଇଁ ଓଡ଼ିଶାକୁ ୨୭୨୫ କୋଟି ଟଙ୍କାର ଋଣ ଉଠାଣ ନିମନ୍ତେ ମଞ୍ଜୁରୀ ମିଳିଛି । ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ୍‌ କ୍ଷେତ୍ରରେ ସଂସ୍କାର ପାଇଁ ଅର୍ଥ ମନ୍ତ୍ରଣାଳୟ ବ୍ୟୟ...

ସରକାରୀ କର୍ମଚାରୀଙ୍କୁ ବିନା ସୁଧରେ ଆଡ୍‌ଭାନ୍ସ

ଭୁବନେଶ୍ୱର,୮ା୪(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢୁଛି। କରୋନା ସମୟରେ ଲୋକଙ୍କ ଆର୍ଥିକ ଅବସ୍ଥା ଭଲ ନ ଥିବା ବେଳେ ତୈଳ ଦର ବୋଝ ଉପରେ ନଳିତାବିଡ଼ା ହୋଇଛି। ତୈଳ ଦର ବୃଦ୍ଧି ଯୋଗୁ ଲୋକମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri