ରାଜ୍ୟ

ସରକାର ଦେଲେ ଚେତାବନୀ, ଆନ୍ଦୋଳନ କଲେ…

ଭୁବନେଶ୍ୱର,୨୪।୯: ଓଡ଼ିଶା ନର୍ସିଙ୍ଗ କର୍ମଚାରୀ ସଂଘଙ୍କ ଦ୍ୱାରା ଆସନ୍ତକାଲି ଆନ୍ଦୋଳନ ପାଇଁ ଡକରା ହୋଇଥିଲା। ଯାହାର ଗୋଟିଏ ଦିନ ପୂର୍ବରୁ ସବୁ CDMO ଓ ସରକାରୀ ମେଡିକାଲ କଲେଜଙ୍କୁ ଚିଠି ଲେଖିଛନ୍ତି ସରକାର। ଆନ୍ଦେଳନ ଉପରେ ରୋକ୍‌ ଲଗାଇବା ସହ...

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର କହିଛନ୍ତି। ଓଡ଼ିଶାରୁ ଏହି ପ୍ରକଳ୍ପକୁ ମହାରାଷ୍ଟ୍ରକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଥିବା ଜାତୀୟ...

ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ୱାର୍ଲଡ ସ୍କିଲ କମ୍ପିଟେସନରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଏବଂ...

ନବୀନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ବଦ୍ରି ପାତ୍ର: ବିଜେଡି ହାରିବାର କାରଣ…

ଭୁବନେଶ୍ୱର,୨୪।୯:ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ନିର୍ବାଚନ ହାରିବା ପରେ ବିଜେଡିରେ ବିଦ୍ରୋହ...

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା ଘିଅରେ ପଶୁ ଚର୍ବି ଓ ମାଛତେଲର ମାତ୍ରା ଥିଲା। ତେବେ ଏହାର ପ୍ରମାଣ...

ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି। ନବରଙ୍ଗପୁର ଓ କଳାହାଣ୍ଡି ଜିଲା ସାଙ୍ଗଠନିକ...

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଏହି ୧୫ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୪।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟୁଇଟ୍‌ କରି ଏହି ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ...

ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ

କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଟକର ଆରାଧ୍ୟ ଦେବୀ ମା’କଟକ ଚଣ୍ଡୀ ଏବଂ ଗଡଚଣ୍ଡୀଙ୍କ ଷୋଡ଼ଶ ଉପଚାର...

ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ

ପୁରୀ,୨୪ା୯(ଅଜିତ୍‌ କୁମାର ମହାନ୍ତି): ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଏହି ପରିପେକ୍ଷୀରେ ଶ୍ରୀମନ୍ଦିର ପରିସରସ୍ଥ ମା’ ବିମଳାଙ୍କ...

ଶେଷରେ ଭରତପୁର ଥାନାରେ ଲାଗିଲା ସିସିଟିଭି

ଭୁବନେଶ୍ୱର,୨୪।୯: ଆର୍ମି କ୍ୟାପଟେନ ଓ ବାନ୍ଧବୀଙ୍କୁ ଭରତପୁର ଥାନାରେ ଦୁର୍ବ୍ୟବହାର, ମାଡ଼ ସହ ନାନା ନିର୍ଯାତନା ଦିଆଯିବା ଘଟଣାରେ କମିଶନରେଟ୍‌ ପୋଲିସ ବିବାଦ ଘେରକୁ ଆସିଛି। ଏସବୁ ବିବାଦ ମଧ୍ୟରେ ମଙ୍ଗଳବାର ଭରତପୁର ଥାନାରେ ସିସିଟିଭି ଲଗାଯାଇଛି। ୨୫ ସିସିଟିଭି...

କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ଭୁବନେଶ୍ୱର,୨୪।୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ...

ରାତିରେ ଘରକୁ ଫେରି ନ ଥିଲେ: ସକାଳୁ କେନାଲରୁ କାର୍‌ ସହ ମିଳିଲା ମୃତଦେହ

ଫୁଲନଖରା,୨୪।୯(ସତ୍ୟରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍‌ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ ଗାଁର ଅନିମେଶ ଜେନା ଓରଫ କାହ୍ନା ବୋଲି ଜଣାପଡିଛି। ଖବର ପାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri