ରାଜ୍ୟ

ଜାଲ ସାର୍ଟିଫିକେଟ ଦେଇ ନାମ ଲେଖାଇଥିଲେ ଦଣ୍ଡିତ ହେବେ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଜରିଆରେ ନାମ ଲେଖା ଘଟଣାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ପ୍ରତିକ୍ରିୟା ରଖିଛନ୍ତି । ଜାଲ ସାର୍ଟିଫିକେଟ ଦେଇ ଯଦି କେହି ନାମ ଲେଖାଇଛନ୍ତି, ତାହେଲେ ଆଇନ ଅନୁଯାୟୀ ଦଣ୍ଡିତ...

ବିଜେଡିରେ ମିଶିଲେ ବିଏମ୍‌ସି ଓ୍ବାର୍ଡ ୯ର ସ୍ବାଧୀନ ପ୍ରାର୍ଥୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ବିଏମ୍‌ସି ଓ୍ବାର୍ଡ ୯ର ସ୍ବାଧୀନ ପ୍ରାର୍ଥୀ ସୁଷମା ସାହୁ ବୁଧବାର ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ସଂଗଠନର ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି । ଚଳିତ ଥର ବିଏମ୍‌ସି...

ଭଲ ନ ଲାଗିବାରୁ ରୋଷ ଘର ଚୁଲି ଭାଙ୍ଗିଥିଲେ: ଏସ୍‌ପି

ପୁରୀ ଅଫିସ,୬।୪: ଶ୍ରୀମନ୍ଦିରରେ ରୋଷ ଘର ଚୁଲି ଭାଙ୍ଗିବା ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେହି ସନ୍ଦିଗ୍ଧ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜେ.ମହାପାତ୍ର,ବୟସ(୩୦)। ତେବେ ସନ୍ଦିଗ୍ଧ ଜଣଙ୍କ ଶ୍ରୀମନ୍ଦିରରେ ରୋଷ ଘର ଚୁଲି...

ଆଜି ୧୬ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ ବୁଧବାର ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

ଜଳପଥରେ ଟାଟା ଷ୍ଟିଲର ପ୍ରଥମ ପରିବହନ

ଯାଜପୁର ଅଫିସ,୬ା୪: କଳିଙ୍ଗନଗର ଟାଟାର ସମ୍ପ୍ରସାରଣ ପ୍ରକଳ୍ପ ନିମନ୍ତେ ଭାରି ମେଶିନ୍‌ ଆଣିବାକୁ ଓଡ଼ିଶାରେ ପ୍ରଥମ ଥର ଅନ୍ତର୍ଦ୍ଦେଶୀୟ ଜଳପଥକୁ ବ୍ୟବହାର କରାଯାଇଛି। ଟାଟା ଷ୍ଟିଲ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ପ୍ରୋଜେକ୍ଟ ଡିଭିଜନ୍‌ ପକ୍ଷରୁ ପ୍ରାୟ ୧୦୦୦ କ୍ୟୁବିକ୍‌ ମିଟର୍‌ (ସିବିଏମ୍‌)...

ବିକାଶ ଆଳରେ ମୋରମ ଲୁଟ୍‌

ଯାଜପୁର ଅଫିସ,୬ା୪: ଯାଜପୁର ଜିଲା ବ୍ୟାସନଗର ପୌରାଞ୍ଚଳରେ ଥିବା ବ୍ୟାସ ସରୋବରର ସୌନ୍ଦର୍ଯ୍ୟକରଣ ନାମରେ ମୋରମ ଲୁଟ୍‌ ଚାଲିଛି। ରାଜସ୍ବ ବିଭାଗ ଅଧୀନରେ ଥିବା ଏହି ବିସ୍ତୀର୍ଣ୍ଣ ସମତଳ ଅଞ୍ଚଳ ଏବେ ମୋରମ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏନେଇ ବ୍ୟାସନଗର...

ଲୁଣା ନଦୀପଥରେ ଆସିଲା ବୃହତ୍‌ ମେଶିନ

କେନ୍ଦ୍ରାପଡ଼ା ଅଫିସ, ୬ା୪: କେନ୍ଦ୍ରାପଡ଼ା ଜିଲା ଜଳପଥରେ ନୌପରିବହନ ଦୀର୍ଘଦିନ ପରେ ଦେଖିବାକୁ ମିଳିଛି। ଚାର୍ଟାର୍ଡ ଭେସେଲରେ କୌଣସି ଏକ କମ୍ପାନୀ ପାଇଁ ଆସିଥିବା ଏକ ବୃହତ ମେଶିନ ଲୁଣା ନଦୀର ମାର୍ଶାଘାଇଠାରେ ଖଲାସ ହେବାକୁ ଅଛି। ଏହି ମେଶିନ...

ଅପରାହ୍ନ ୩ଟା ୩୦ରେ ରୁକୁଣା ରଥ ଟଣା

ପୁରୁଣା ଭୁବନେଶ୍ୱର,୬ା୪ (ଡି.ଏନ୍‌.ଏ.): ଆସନ୍ତା ୯ତାରିଖ ଅର୍ଥାତ୍‌ ଶନିବାର ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ମଙ୍ଗଳବାର ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସ ପରିସରରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ବଢ଼ୁଛି ସାଇବର ଠକଙ୍କ ଦୌରାତ୍ମ୍ୟ

ଭୁବନେଶ୍ୱର,୬।୪ (ବ୍ୟୁରୋ): ବାରମ୍ବାର ସଚେତନତା ସତ୍ତ୍ୱେ ସାଇବର ଠକଙ୍କ ଜାଲରେ ପଡ଼ୁଛନ୍ତି ଲୋକେ। ଫଳରେ ଲକ୍ଷ ଲକ୍ଷ ଟଙ୍କା ଆଖି ପିଛୁଳାକେ ହରାଇ ବସୁଛନ୍ତି। ଗତ ଜାନୁୟାରୀରେ ରାଜଧାନୀରୁ ସାଇବର ଠକ ୧ କୋଟି ୩୧ ଲକ୍ଷ ୨୫ ହଜାର...

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୮ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରତିଷ୍ଠିତ କଲେଜ ଭୁବନେଶ୍ୱରର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ୮ଜଣ ଛାତ୍ରୀଛାତ୍ର ଜାଲ୍‌ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଦେଇ ନାମ ଲେଖାଇଥିବା ଜଣାପଡ଼ିଛି। ଗତ ୩ ବର୍ଷ ମଧ୍ୟରେ ଏହି ୮ଜଣ ଛାତ୍ରୀଛାତ୍ର କଲେଜରେ ନାମ ଲେଖି...

ମୋଦିଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ୱର,୬ା୪(ବ୍ୟୁରୋ): ନୂଆଦିଲ୍ଲୀଠାରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୁବନେଶ୍ୱର ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଭେଟିଛନ୍ତି। ସେ ଏକାକୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର ଫଟୋ ମଙ୍ଗଳବାର ଟୁଇଟରରେ ଶେୟାର କରଛନ୍ତି। ଏଥିସହ ସେ ଲେଖିଛନ୍ତି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କ...

ଆଭ୍ୟନ୍ତରୀଣରେ ୪୦ ଡିଗ୍ରୀ ଟପିବ ତାପମାତ୍ରା

ଭୁବନେଶ୍ୱର, ୬।୪(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ତାତିରୁ ସାମାନ୍ୟ ତ୍ରାହି ମିଳିଛି। ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ ଥିବାବେଳେ ଟିଟିଲାଗଡ଼ରେ ୪୦.୮, ବୌଦ୍ଧ ୪୦.୫, ଭବାନୀପାଟଣାରେ ୪୦ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ୫ଦିନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri