ରାଜ୍ୟ

ସୁରକ୍ଷା ପାଚେରି କାମ ନିମ୍ନମାନର

ଖଇରା, ୩।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଖଇରା ନଟାପଡା ଆର୍‌ଡି ରାସ୍ତାର ନଟାପଡା ଗ୍ରାମ ନିକଟରେ ଚାଲୁଥିବା ସୁରକ୍ଷା ପାଚେରି ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ପାଚେରିର ସ୍ଥାୟିତ୍ୱ ଉପରେ ପ୍ରଶ୍ନ ଉଠାଇ...

ଗ୍ରୀଷ୍ମ ଆରମ୍ଭରୁ ଜଳ ସଙ୍କଟ

କେନ୍ଦୁଝର,୩।୪(ଡି.ଏନ୍‌.ଏ.) ଗ୍ରୀଷ୍ମ ଆରମ୍ଭରୁ ହିଁ କେନ୍ଦୁଝରଗଡ଼ ପୌରପାଳିକାର ୨୧ ୱାର୍ଡରେ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ବିଗତ ଦିନରେ ରାସ୍ତା ପ୍ରଶସ୍ତିକରଣ ଯୋଗୁ ରାସ୍ତାକଡ଼ରେ ଥିବା ନଳକୂପଗୁଡ଼ିକୁ ଉଠାଇ ନିଆଯାଇଛି।...

ଦୁଇ ଗୋଷ୍ଠୀ ମୁହାଁମୁହିଁ

ସଜନାଗଡ଼, ୩।୪ (ଡି.ଏନ.ଏ.) ନୀଳଗିରି ବ୍ଲକ ଆରବନ୍ଧ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆରଇଜିଏସ୍‌)ରେ ଅନିୟମିତତା ଅଭିଯୋଗ କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାମ ନ ହୋଇ ବି ବିଲ୍‌ ହୋଇଥିବା ଗ୍ରାମର ଗୋଟିଏ ଗୋଷ୍ଠୀ ଅଭିଯୋଗ...

ନିର୍ବାଚନ ହେବ,ଫଳ ଘୋଷଣା ହେବନି: ହାଇକୋର୍ଟ

ହାଟଡିହୀ,୩।୪(ଡି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୧ ପଞ୍ଚାୟତରେ ୧୧ା୩ା୨୨ରେ ନାଏବ ସରପଞ୍ଚ ନିର୍ବାଚନ ହେବାକୁ ଦିନ ଧାର୍ଯ୍ୟ ହୋଇଥିଲା। ସେଥି ମଧ୍ୟରୁ ୨୮ ପଞ୍ଚାୟତରେ ପ୍ରାର୍ଥୀମାନେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଥିଲେ। ଶଢା ଓ ମରୈଗଁା ପଞ୍ଚାୟତରେ ଅନୁଷ୍ଠିତ ନିର୍ବାଚନରେ...

ସରପଞ୍ଚଙ୍କ ଉଦ୍ୟମରେ ଖୋଳାଗଲା ନଳକୂପ

ମାଧପୁର,୩।୪ ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ସମାଧାନ ହୋଇଛି। ନୂତନ ସରପଞ୍ଚ ସିଦ୍ଧାର୍ଥ ଶଙ୍କର ଖେତୀଙ୍କ ଉଦ୍ୟମରେ ଶନିବାର ସ୍କୁଲ ପରିସରରେ ନଳକୂପ ଖନନ କରାଯାଇଛି।...

ଶର୍ମିଷ୍ଠାଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରଞ୍ଚ

ଭୁବନେଶ୍ୱର,୩।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ । ୪ ଅଭିଯୁକ୍ତ ଶର୍ମିଷ୍ଠା, ନିରଞ୍ଜନ, ରଞ୍ଜନ ଓ ଝୁନାଙ୍କ ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ସରିଥିବା ବେଳେ ରବିବାର ଅପରାହ୍ନରେ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର...

ଆଇନ ଜାଲରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଛେଣ୍ଡିପଦା,୩।୪ (ସ୍ବ.ପ୍ର.) ରାଜ୍ୟ ସରକାରଙ୍କ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ହୋଇଥିବା ମାମଲା ହାଇକୋର୍ଟରୁ ଯାଇ ସୁପ୍ରିମକୋର୍ଟରେ ଅଟକିଛି। ଏହି କାରଣରୁ ଅନେକ ବିଦ୍ୟାଳୟ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଆଇନ ଜାଲରେ ଛନ୍ଦି ହୋଇଯାଇଛି। ଏପରି ଏକ ସ୍କୁଲ ହେଲା...

ପାନୀୟ ଜଳଯୋଗାଣ ନିଶ୍ଚିତ କର

ଢେଙ୍କାନାଳ ଅଫିସ, ୩।୪ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାସ୍ତରୀୟ ଜଳ ଓ ପରିମଳ କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପାନୀୟଜଳ ଯୋଗାଣକୁ ନିଶ୍ଚିତ କରିବା ପାଇଁ ଜିଲାପାଳ ସରୋଜ କୁମାର...

ମଶାଲକୁ ଭବ୍ୟ ସମ୍ବର୍ଦ୍ଧନା

ବଇଣ୍ଡା/କଣିହଁା(ଡି.ଏନ୍‌.ଏ.)/ଛେଣ୍ଡିପଦା(ସ୍ବ.ପ୍ର.), ୩।୪ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଥିଲା ପରିବେଶ। କଳାକାରଙ୍କ ଆକର୍ଷଣୀୟ ଲୋକନୃତ୍ୟରେ ଝୁମୁଥିଲେ ଜନତା। ବିଭିନ୍ନ ସ୍ଥାନରେ ଜ୍ୟୋତିକୁ ବନ୍ଦାପନା କରି ଭବ୍ୟ ସମ୍ବର୍ଦ୍ଧନା ଜଣାଉଥିଲେ ମହିଳା। ଅନୁଗୋଳ ଜିଲା ମହୋତ୍ସବ ପାଇଁ ଶନିବାରଠାରୁ ଆରମ୍ଭ ହୋଇଥିବା ମଶାଲ...

କୁକୁଡ଼ା ଫାର୍ମ ପ୍ରଦୂଷଣ ବିବାଦ ବଢ଼ିଲା

ଭାପୁର, ୩।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର ଅଞ୍ଚଳବାସୀ, ଫାର୍ମ ମାଲିକ ଏବଂ ପ୍ରଶାସନ ମଧ୍ୟରେ ତ୍ରିପାକ୍ଷିକ ବୈଠକ ବସିଥିଲେ ମଧ୍ୟ...

୧୫ରୁ ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରା

ତାଳଚେର, ୩।୪(ନି.ପ୍ର.) ଦୀର୍ଘ ଦୁଇବର୍ଷ ପରେ ଅନୁଷ୍ଠିତ ହେବ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ବରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା। କରୋନା ପ୍ରକୋପ ନ ଥିବାରୁ ଚଳିତବର୍ଷ ପାରମ୍ପରିକ ନୀତି ଅନୁଯାୟୀ ଯାତ୍ରା ଏବଂ ଏବଂ ୧୮ତମ ଲୋକମହୋତ୍ସବ ଆୟୋଜନ...

ଆଜି ୩୬ କରୋନା ପଜିଟିଭ୍‌ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ରବିବାର ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri