ରାଜ୍ୟ

ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି। ନବରଙ୍ଗପୁର ଓ କଳାହାଣ୍ଡି ଜିଲା ସାଙ୍ଗଠନିକ...

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଏହି ୧୫ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୪।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟୁଇଟ୍‌ କରି ଏହି ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ...

ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ

କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଟକର ଆରାଧ୍ୟ ଦେବୀ ମା’କଟକ ଚଣ୍ଡୀ ଏବଂ ଗଡଚଣ୍ଡୀଙ୍କ ଷୋଡ଼ଶ ଉପଚାର...

ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ

ପୁରୀ,୨୪ା୯(ଅଜିତ୍‌ କୁମାର ମହାନ୍ତି): ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଏହି ପରିପେକ୍ଷୀରେ ଶ୍ରୀମନ୍ଦିର ପରିସରସ୍ଥ ମା’ ବିମଳାଙ୍କ...

ଶେଷରେ ଭରତପୁର ଥାନାରେ ଲାଗିଲା ସିସିଟିଭି

ଭୁବନେଶ୍ୱର,୨୪।୯: ଆର୍ମି କ୍ୟାପଟେନ ଓ ବାନ୍ଧବୀଙ୍କୁ ଭରତପୁର ଥାନାରେ ଦୁର୍ବ୍ୟବହାର, ମାଡ଼ ସହ ନାନା ନିର୍ଯାତନା ଦିଆଯିବା ଘଟଣାରେ କମିଶନରେଟ୍‌ ପୋଲିସ ବିବାଦ ଘେରକୁ ଆସିଛି। ଏସବୁ ବିବାଦ ମଧ୍ୟରେ ମଙ୍ଗଳବାର ଭରତପୁର ଥାନାରେ ସିସିଟିଭି ଲଗାଯାଇଛି। ୨୫ ସିସିଟିଭି...

କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ଭୁବନେଶ୍ୱର,୨୪।୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ...

ରାତିରେ ଘରକୁ ଫେରି ନ ଥିଲେ: ସକାଳୁ କେନାଲରୁ କାର୍‌ ସହ ମିଳିଲା ମୃତଦେହ

ଫୁଲନଖରା,୨୪।୯(ସତ୍ୟରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍‌ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ ଗାଁର ଅନିମେଶ ଜେନା ଓରଫ କାହ୍ନା ବୋଲି ଜଣାପଡିଛି। ଖବର ପାଇ...

ପୋଖରୀରେ ଭାସୁଛି ୨ ମୃତଦେହ: ପରିଚୟ ଖୋଜୁଛି ପୋଲିସ…

କଣ୍ଟାବାଞ୍ଜି,୨୪।୬: ବଲାଙ୍ଗୀର ଜିଲା ୫୯ ନମ୍ବର ଜାତୀୟ ରାଜପଥ ଭୋଇପଡ଼ା ବୁଲାଣି ପାଖ ଏକ ପୋଖରୀରେ ଭାସୁଛି ୨ ମୃତଦେହ। ଦୁର୍ଘଟଣା ପରେ ଦୁଇ ଯୁବକ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ହେଲେ ମୃତକଙ୍କ ପରିଚୟ ମିଳିପାରି...

ମୟୂରଭଞ୍ଜରେ ହାତୀ ଆତଙ୍କ: ଆକ୍ରମଣରେ ଦୁଇ ମୃତ, ତିନି ଗୁରୁତର

ମୋରଡ଼ା,୨୪।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ନିର୍ବାଚନମଣ୍ଡଳୀରେ ହାତୀ ଉପଦ୍ର ଜାରି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୋରଡ଼ା ବ୍ଲକ ତଥା ରାସଗୋବିନ୍ଦପୁର ରେଞ୍ଜ ଅଧୀନ...

ଅନ୍ଧାରରେ ପଞ୍ଚପାଇକ ପୀଠ

ଖୋର୍ଦ୍ଧା,୨୪ା୯(ପ୍ରଭାତ ପାଣିଗ୍ରାହୀ): ବୀରତ୍ୱର ମାଟି ଖୋର୍ଦ୍ଧା। ବିଟ୍ରିଶ ବିରୋଧରେ ପ୍ରଥମ ଆନ୍ଦୋଳନର ସ୍ବର ଏଠାରୁ ଉଠିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଭାରତର ବିଭିନ୍ନ କୋଣ ଅନୁକୋଣକୁ ବ୍ୟାପିଥିଲା। ପାଇକଙ୍କ ବୀରତ୍ୱ ଆଗରେ ମଥା ନୁଆଁଇଥିଲା ବିଟ୍ରିଶ ସରକାର। ଦେଶ ପ୍ରତି ଜାତୀୟତା,...

ବଢ଼ିପାରେ ମାଟ୍ରିକ ପରୀକ୍ଷା ଫି’!

କଟକ,୨୩।୯: ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍‌ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ ପଡୁ ନ ଥିଲା। ୨୦୨୦ ପରଠୁ ବନ୍ଦ ଥିବା ପରୀକ୍ଷା ଫି’ ଚଳିତ...

ବ୍ଲାକ୍‌ ଲିଷ୍ଟେଡ୍‌ କମ୍ପାନୀକୁ ପରୀକ୍ଷା ପରିଚାଳନା ଦାୟିତ୍ୱ…

ଭୁବନେଶ୍ୱର,୨୪ା୯ (ଅନୁରାଧା ମହାରଣା): ରାଜ୍ୟରେ ସରକାରୀ ପଦପଦବୀରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଛି ଦୁର୍ନୀତି ବିରୋଧୀ ଛାତ୍ର ସଂଗଠନ। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଗଠନର ଆବାହକ ବିଶ୍ୱ ଭୂଷଣ ମହାପାତ୍ର କହିଛନ୍ତି, ଏଠି ଟଙ୍କା ଦେଲେ ସରକାରୀ ଚାକିିରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri