ରାଜ୍ୟ

ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଏସବୁ ଜିଲାରେ ହୋଇପାରେ ବର୍ଷା

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। କେତେକ ଜିଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ହୋଇପାରେ। ଏହା ସତ୍ତ୍ୱେ କେତେକ ଜିଲାରେ ଅଦିନିଆ ବର୍ଷା...

କ୍ୟାମେରାମ୍ୟାନ ମାନସ ହତ୍ୟା କାରଣ କେବଳ ମେମୋରି ଚିପ୍‌, ନା ଆଉ କିଛି

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା କାରଣ କେବଳ ମେମୋରି ଚିପ୍‌ ନା ଆଉ କିଛି। ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ୪ ଦିନ ରିମାଣ୍ଡରେ ନେଇ କ୍ରାଇମବ୍ରାଞ୍ଚ ତନାଘନା କରିବା ସହ ଏପରି କିଛି ସନ୍ଦେହ...

ଦୟାଲ ଆଶ୍ରମରେ କାନ୍ଦିଲେ ଶର୍ମିଷ୍ଠା

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ଶୁକ୍ରବାର ରିମାଣ୍ଡର ଚତୁର୍ଥ ଦିନରେ କ୍ରାଇମବ୍ରାଞ୍ଚ ଶର୍ମିଷ୍ଠାଙ୍କୁ ଭୁବନେଶ୍ୱରସ୍ଥିତ ଦୟାଲ ଆଶ୍ରମକୁ ଆଣି ତଦନ୍ତ ଆରମ୍ଭ କରିଛି।...

ଓଡ଼ିଶାକୁ ଫେରିଲେ ପଦ୍ମଶ୍ରୀ ପ୍ରମୋଦ ଭଗତ

ଭୁବନେଶ୍ବର,୧।୪(ବ୍ୟୁରୋ): ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବା ପରେ ଓଡ଼ିଶା ଫେରିଛନ୍ତି ପାରାଲମ୍ପିଆନ ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ । ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିବା ପରେ କ୍ରୀଡ଼ାବିତ୍‌ଙ୍କୁ ପଦ୍ମଶ୍ରୀ ସମ୍ମାନ ଓ ଏହାଦ୍ବାରା କୀଡ଼ାବିତଙ୍କ ଉପରେ ପଡ଼ିବାକୁ ଥିବା ପ୍ରଭାବକୁ ନେଇ...

ଆଓ୍ବାର୍ଡ ନେବାକୁ ଆସି ଚାଲିଗଲା ଏସ୍‌ଆଇଙ୍କ ଜୀବନ

ପଦ୍ମପୁର,୧।୪(ଡି.ଏନ୍‌.ଏ.): ଉତ୍କଳ ଦିବସ ଅବସରରେ ରାଜ୍ୟସ୍ତରୀୟ ପୁରସ୍କାର ପାଇବା ପାଇଁ ଭୁବନେଶ୍ୱର ଆସିଥିବା ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଧୀନ କେନ୍ଦୁଗୁଡା ଫାଣ୍ଡି ଏସ୍‌ଆଇ କିଶୋର ବେହେରାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। କିଶୋରଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ...

ତୁରନ୍ତ ପ୍ରକଳ୍ପ କାମ ଆରମ୍ଭ ଲାଗି ନିର୍ଦ୍ଦେଶ

ବନ୍ତ, ୧।୪ (ଡି.ଏନ୍‌.ଏ./ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ମହାନ୍ତିପଡ଼ା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗୁରୁବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ସାହୁ ପଞ୍ଚାୟତ ପରିଦର୍ଶନ କରିଛନ୍ତି। ଉକ୍ତ ପଞ୍ଚାୟତରେ ରୁରାଲ୍‌ ପାର୍କ, ଖେଳପଡ଼ିଆ,...

ଓଡ଼ିଆ ଭାଷା ପ୍ରତି ଗୁରୁତ୍ୱ ରହୁ

୧୯୩୬ ମସିହାରେ ଭାଷାକୁ ଭିତ୍ତିକରି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା। ତେଣୁ ଭାଷାଭିତ୍ତିକ ଏକତ୍ୱ ପାଇଁ ଯେଉଁ ଆନ୍ଦୋଳନ ହୋଇଥିଲା, ବର୍ତ୍ତମାନ ସେହି ଭାଷା ପ୍ରତି ଗୁରୁତ୍ୱ କମି କମି ଯାଉଛି। ସରକାରୀ କ୍ଷେତ୍ରରେ ଓଡ଼ିଆ ଭାଷାର ପ୍ରୟୋଗକୁ...

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶର,୧।୪(ବ୍ୟୁରୋ): ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଚାଉଳ। ଏ ନେଇ ଶୁକ୍ରବାର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପୁଣି ୬ ମାସ ପାଇଁ ଏହାର ଅବଧି ବୃଦ୍ଧି କରିଛନ୍ତି।...

ମିଳୁନି ରାଜସ୍ୱ ଗ୍ରାମ ମାନ୍ୟତା

କେନ୍ଦୁଝର,୧।୪ ସ୍ୱାଧୀନତାର ୭୫ ବର୍ଷ ପରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାର କଅଁଳେଇ ବାଲିପାଳ ଗାଁକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳୁନି। ଫଳରେ ହାଟଡିହୀ ବ୍ଲକ ଅଧୀନ ହଦଗଡ଼ ସଂରକ୍ଷିତ ଜଙ୍ଗଲାଞ୍ଚଳରେ ଥିବା ଏହି ଗାଁର ୧୫୦ ବନବାସୀ...

ଆସ୍ଥାନରେ ଚାଦର ଚଢ଼ାଇଲେ ଶ୍ରଦ୍ଧାଳୁ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲାର ଭାଇଚାରାର ପ୍ରତୀକ ସହରର ସୁନହଟ ସ୍ଥିତ ‘ବାବା ଭୁଜାଖିଆ ପୀରଙ୍କ ୩ ଦିନିଆ ୭୮ତମ ବାର୍ଷିକ ଉତ୍ସବ ‘ଉର୍ସ’ ଉଦ୍‌ଘାଟିତ ହୋଇଯାଇଛି। ପ୍ରତିବର୍ଷ ମାର୍ଚ୍ଚ ଶେଷ ବୁଧବାର, ଗୁରୁବାର, ଶୁକ୍ରବାର ୩ ଦିନ...

ଆର୍‌ଟିଓ ଘେରିଲା ମୋଟର ସଂଘ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲା ଆଞ୍ଚଳିକ ପରିବହନ ଅଫିସ୍‌ (ଆର୍‌ଟିଓ)କୁ ଗୁରୁବାର ବାଲେଶ୍ୱର ମୋଟର ସଂଘ ପକ୍ଷରୁ ବେଆଇନ ଜରିମାନା ଆଦାୟ ଓ ଅଡିଟ୍‌ ସରିଥିବା ଫାଇଲ୍‌କୁ ରି-ଓପନ୍‌ କରି ମନଇଚ୍ଛା ଲାଞ୍ଚ ନେବା ଅଭିଯୋଗରେ ଘେରାଉ କରାଯାଇଥିଲା।...

ସନ୍ଦେହରେ ଅବକାରୀ ବିଭାଗ ଆଭିମୁଖ୍ୟ

ବଇଣ୍ଡା,୧।୪ (ପରିକ୍ଷିତ ସାହୁ) ଭଡ଼ାଘରେ ଚାଲିଥିବା ବଇଣ୍ଡା ଅବକାରୀ ଥାନା ଭଙ୍ଗାଯିବା ପରେ ନୂଆ କାର୍ଯ୍ୟାଳୟ ସ୍ଥାପନ ପାଇଁ ନିଷ୍ପତ୍ତି ନିଆଗଲା। ୩୩ ଲକ୍ଷ ଟଙ୍କା ବ୍ୟୟରେ ଏଥିପାଇଁ କୋଠା ନିର୍ମାଣ ହେଲା। ହେଲେ ୨ ବର୍ଷ ତଳୁ କାର୍ଯ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri