ରାଜ୍ୟ

ଶର୍ମିଷ୍ଠାଙ୍କୁ ସ୍ପଟ୍‌କୁ ନେଲା କ୍ରାଇମବ୍ରାଞ୍ଚ, ହୋଇପାରେ ସିନ୍‌ ରିକ୍ରିଏଶନ

କଟକ ଅଫିସ,୧ା୪: କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବାର ଆଜି ହେଉଛି ଚତୁର୍ଥ ଦିନ। ହତ୍ୟାରେ ବ୍ୟବହୃତ ସାମଗ୍ରୀ ଜବତ ହୋଇ ସାରିଥିବା ବେଳେ ଯେଉଁ ମେମୋରି ଚିପ ପାଇଁ ହତ୍ୟାକାଣ୍ଡ ହୋଇଥିବା ଆଲୋଚନା...

ଆଜି ରାଜ୍ୟରୁ ୨୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ଚିହ୍ନଟ...

ସୁରକ୍ଷା ଲୋଡ଼ିଲେ ୨୭ ବିରୋଧୀ ବିଧାୟକ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଖଣି ଓ ବାଲି ମାଫିଆଙ୍କ ଟାର୍ଗେଟରେ ଥିବା ବିରୋଧୀ ଦଳର ୨୭ଜଣ ବିଧାୟକ ସେମାନଙ୍କ ଜୀବନ ପ୍ରତି ବିପଦ ଥିବା ଆଶଙ୍କା କରି ବାଚସ୍ପତିଙ୍କ ନିକଟରେ ସୁରକ୍ଷା ଦାବି କରିଛନ୍ତି। ଗୁରୁବାର ଶୂନ୍ୟକାଳରେ ବିରୋଧୀ ଦଳ ମୁଖ୍ୟ ସଚେତକ...

ସିଏମ୍‌ଆର୍‌ଏଫ୍‌କୁ ୧୦ କୋଟି ଦେଲା ଓସିପିଏଲ୍‌

ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡ଼ିଶା କୋଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ (ଓସିପିଏଲ୍‌) ତା’ ଲାଭାଂଶରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (ସିଏମ୍‌ଆର୍‌ଏଫ୍‌)କୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ...

ଶର୍ମିଷ୍ଠା ମାନିଲେନି, ରଞ୍ଜନ ସତ କହିଲେ

ଭୁବନେଶ୍ୱର(ବ୍ୟୁରୋ)/କଟକ(ଅଫିସ୍‌) ୧।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ପ୍ରତିଦିନ ନୂଆ ତଥ୍ୟ ଆସିବାରେ ଲାଗିଛି। ୫ ଦିନିଆ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କୁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ପଚରାଉଚରା ଜାରି ରଖିଛି। ତେବେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ...

ଆଜି ଉତ୍କଳ ଦିବସ: ସବୁଠି ଶୁଭୁଛି ଓଡ଼ିଶାର ଜୟଗାନ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଅର୍ଥାତ୍‌ ଏପ୍ରିଲ ୧ରେ ହେଉଛି ଉତ୍କଳ ଦିବସ। ୧୯୩୬ ମସିହା ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଯାଇଥିଲା। ଭାଷା ଭିତ୍ତିରେ ପ୍ରଦେଶ ଗଠନର ମାନ୍ୟତା ପାଇଥିଲା ଓଡ଼ିଶା। ଏହି ପବିତ୍ର ଦିନରେ ଓଡ଼ିଶାର ବରପୁତ୍ରମାନଙ୍କୁ...

ତୃଣମୂଳସ୍ତରରେ ପହଞ୍ଚୁ ନାହିଁ ଉନ୍ନୟନ ଯୋଜନା

କେନ୍ଦ୍ରାପଡା ଅଫିସ, ୧ା୪: ରାଜ୍ୟ ସରକାର ୧୯୯୩ ଏପ୍ରିଲ ୧ରେ ଅବିଭକ୍ତ କଟକ ଜିଲାକୁ ଭାଗ କରି କେନ୍ଦ୍ରାପଡ଼ାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ପ୍ରଦାନ କରିଥିଲେ। ଏହି ଜିଲା ମାନ୍ୟତାକୁ ଇତିମଧ୍ୟରେ ୨୯ ବର୍ଷ ବିତିବ। ଜିଲା ଗଠନ ପରେ...

ଏସ୍‌ଓଏସ୍‌ଏସ୍‌ ସଂସ୍ଥା ଓଡ଼ିଶା ମୁଖ୍ୟ ଗିରଫ

ବ୍ରହ୍ମପୁର ଅଫିସ/ ଭୁବନେଶ୍ୱର,୧।୪(ବ୍ୟୁରୋ): ସକ୍ସେସ୍‌ ଅନ୍‌ଲାଇନ୍‌ ସର୍ଭିସ୍‌ ସିଷ୍ଟମ୍‌ (ଏସ୍‌ଓଏସ୍‌ଏସ୍‌) ଚିଟଫଣ୍ଡ ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଳ୍ୟୁ (ଅର୍ଥନେତିକ ଅପରାଧ ଶାଖା) ଟିମ୍‌ ବ୍ରହ୍ମପୁର ଲୋଚାପଡ଼ା ରାମକୃଷ୍ଣନଗର ତୃତୀୟ ଲାଇନ୍‌ରେ ରହୁଥିବା ଶାଖା ପରିଚାଳକଙ୍କୁ ଗୁରୁବାର ଗିରଫ କରିଛି। ସେ...

ଓଡ଼ିଶାରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର

ଭୁବନେଶ୍ୱର,୧ା୪(ବ୍ୟୁରୋ): କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମନ୍ତ୍ରଣାଳୟର ସଚିବ ଭାବେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ସଚିବ ଚନ୍ଦ୍ର ମନ୍ତ୍ରଣାଳୟ...

ଓଡ଼ିଶାରୁ ହଟିଲା କୋଭିଡ୍‌ ମହାମାରୀ ଆଇନ

ଭୁବନେଶ୍ୱର,୧ା୪ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବା ସହ ଜୀବନଜୀବିକା ସ୍ବାଭାବିକ ହେବା ପରେ ରାଜ୍ୟ ସରକାର ସମସ୍ତ କୋଭିଡ୍‌ କଟକଣାକୁ ହଟାଇ ଦେଇଛନ୍ତି। ଏଣିକି ଆଉ କୋଭଡ୍ଡ୍‌ ବିପର୍ଯ୍ୟୟ ଆଇନ ବା ମହାମାରୀ ଆଇନ ଅନ୍ତର୍ଗତ ହେବନାହିଁ।...

ଅଧିକାରୀଙ୍କ ସମ୍ମୁଖରେ ସହକର୍ମୀ ଶିକ୍ଷକଙ୍କୁ ମାଡ଼ ମାରିଲେ ଶିକ୍ଷୟିତ୍ରୀ

କାଲିମେଳା,୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପ୍‌ଗ୍ରେଡ୍‌ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ଥିବା ସମସ୍ୟା ସମାଧାନ କରିବାକୁ ଆସିଥିବା ଏବିଇଓ ସିଆର୍‌ସିସି...

ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପୀଡ଼ିତାଙ୍କୁ ମାଡ଼

ନୟାଗଡ଼ ଅଫିସ/ ରଣପୁର,୧ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାଠାରୁ ୫ କି.ମି. ଦୂର ଏକ ଗାଁରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରୁ ଟେକି ନେଇ ବଳାତ୍କାର କରାଯାଇଥିଲା। ଏ ସଂକ୍ରାନ୍ତରେ ଗାଁରେ ସଭା ବସିଥିଲା। ହେଲେ ପୀଡ଼ିତାଙ୍କୁ ନ୍ୟାୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri