ରାଜ୍ୟ

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ବସ୍‌ ଭଡ଼ା ବଢ଼ିଛି। ତେଲ ଦର ବଢୁଥିବାରୁ ବସ୍‌ ଭଡ଼ା ବଢ଼ିଛି। ଏନେଇ ଘରୋଇ ବସ୍‌ ମାଲିକ ସଂଘ ସାଧାରଣ ସମ୍ପାଦକ ସୂଚନା ଦେଇଛନ୍ତି। ସଂଘର ନିଷ୍ପତ୍ତି ଅନୁଯାୟୀ, ସୁପର ପ୍ରିମିୟମ କିଲୋମିଟର ପିଛା ୨ ଟଙ୍କା...

ଘରେ ପଶି ଶାଶୁ ବୋହୂଙ୍କ ଗଳା କାଟିଦେଲେ

ବଲାଙ୍ଗୀର ଅଫିସ/ଗୁଡଭେଲା, ୩୧।୩ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ନୂଆପଡ଼ା ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଶୁଭ୍ରାଂଶୁ ମେହେରଙ୍କ ସ୍ତ୍ରୀ ଓ ବୃଦ୍ଧା ମାଁଙ୍କୁ କେହି ଘରେ ପଶି ନିର୍ମମ ଭାବେ...

କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଥିବା ବେଳେ ଲୋକାଲ କେସ୍‌ ୧୨ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୧୦ଜଣ ପିଲା ରହିଥିବା ନେଇ ଗୁରୁବାର ରାଜ୍ୟ...

ଏସ୍‌ସିବିରେ ପୂର୍ବତନ ବିଧାୟକ ଜାକବଙ୍କ ଶରୀରରେ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୩୧।୩: ଏସ୍‌ସିବି ମେଡିକାଲ କଲେଜରେ ବୁଧବାର ଜି.ଉଦୟଗିରି ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଶରୀରରେ ୧୦୦ତମ ଅସ୍ଥିମଜ୍ଜା ପ୍ରତିରୋପଣ କରାଯାଇଛି। ସେ ରକ୍ତକର୍କଟ ରୋଗ ସହ ଏକାଧିକ ରୋଗରେ ଆକ୍ରାନ୍ତ ଥିବାରୁ ଗତ ୧୫ ତାରିଖରେ ସେ ଏସ୍‌ସିବି...

ପୋଲିସକୁ ଭୁଆଁ ବୁଲାଇଥିଲେ ଶର୍ମିଷ୍ଠା

ଭୁବନେଶ୍ୱର,(ବ୍ୟୁରୋ)/ କଟକ ଅଫିସ, ୩୧।୩: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ୫ ଦିନିଆ ରିମାଣ୍ଡରେ ଆସିଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀ, ଝୁନା ଭୋଇ ଓ ରଞ୍ଜନ ନାୟକଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ୍‌...

ରାଜ୍ୟସ୍ତରୀୟ ଓଡ଼ିଶା ଦିବସରେ ସମ୍ମାନିତ ହେବେ ୧୦ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୩୧।୩(ବ୍ୟୁରୋ); ଆସନ୍ତା ୧ ତାରିଖରେ ଓଡ଼ିଶା ଦିବସ। ସାରା ରାଜ୍ୟରେ ଏହି ଦିବସ ପାଳନକୁ ଆକର୍ଷଣୀୟ କରିବା ପାଇଁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସା ୬ଟାରେ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ...

ମେଳାରୁ ପାଇଥିବା ଦେଢ଼ଲକ୍ଷ ଟଙ୍କାର ସୁନାହାର ଫେରାଇଲେ

କେନ୍ଦ୍ରାପଡ଼ା ଅଫିସ, ୩୧ା୩: ମଣିଷ ଭଲ କାମ କଲେ ପ୍ରଶଂସା ମିଳେ। ସବୁଠି ତାଙ୍କ ଉଦାରପଣିଆକୁ ନେଇ ଚର୍ଚ୍ଚା ହୁଏ। ସେମିତି ପ୍ରଶଂସା ସାଉଁଟିଛନ୍ତି କେନ୍ଦ୍ରାପଡ଼ା ସହର ବଡ଼ହାଟର ଗୌତମ ସାହୁ। ମେଳାରୁ ପାଇଥିବା ପ୍ରାୟ ଦେଢ଼ଲକ୍ଷ ଟଙ୍କା ମୂଲ୍ୟର...

ରାମ୍‌କୋ ସିମେଣ୍ଟର ୨ ଅଧିକାରୀଙ୍କୁ ଜବାବ ତଲବ

ଯାଜପୁର ଅଫିସ,୩୧ା୩: କ୍ଷତିଗ୍ରସ୍ତ ଓ ପ୍ରଭାବିତ ଲୋକଙ୍କ ସ୍ବାର୍ଥକୁ ଭୁଲି ଶିଳ୍ପସଂସ୍ଥାଗୁଡ଼ିକ କେବଳ ନିଜ ଲାଭ ପାଇଁ ବ୍ୟଗ୍ର । ଏଥିପାଇଁ ଲୋକଙ୍କୁ ପ୍ରତିଶ୍ରୁତି ଦେଇ ଠକିବା ଅପେକ୍ଷା ସରକାରଙ୍କ ଦ୍ୱାରା ପ୍ରଣିତ ଜନଶୁଣାଣିକୁ ନ ମାନିବାକୁ ଉଚିତ ମଣୁଛନ୍ତି...

ଉତ୍କଳ ଦିବସରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଏପ୍ରିଲ ୧ ତଥା ଉତ୍କଳ ଦିବସ ଅବସରରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ ପାଇଁ ଆୟୋଜନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ୮୭ତମ ପ୍ରତିଷ୍ଠା ଦିବସ ଅବସରରେ ଏହି ‘ବନ୍ଦେ ଉତ୍କଳ ଜନନୀ’...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୦୮୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଏପ୍ରିଲ ୫ରେ ଧାମନଗରରେ ସାନି ମତଦାନ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଏପ୍ରିଲ ୫ ତାରିଖରେ ଧାମନଗର ଏନ୍‌ଏସିରେ ସାନି ମତଦାନ ହେବ। ୬ ବୁଥ୍‌ରେ ୫ ତାରିଖରେ ପୁନଃ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨ନଂ ଓ୍ବାର୍ଡର ୩ ନଂ ବୁଥ୍‌, ୫ନଂ...

ବିଧାନସଭାରେ ଆଗତ ହେଲା ବଜେଟ: ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ବ୍ୟୟବରାଦ…

ଭୁବନେଶ୍ୱର,୩୦।୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବୁଧବାର କାମଚଳା ବଜେଟ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରଥମ ୪ମାସ ପାଇଁ କାମଚଳା ବଜେଟ ଆଗତ କରିଛନ୍ତି। ୨୦୨୨-୨୩ରେ ମୋଟ ବ୍ୟୟ ୧.୧୦ ଲକ୍ଷ କୋଟି ଟଙ୍କା ଆକଳନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri