ରାଜ୍ୟ

୫୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫ ଜଣ ଚିହ୍ନଟ...

ରାଜଧାନୀରେ ଫୁଟିଲା ଗୁଳି

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ସୋମବାରଠାରୁ ୨ ଦିନ ପାଇଁ ଭାରତ ବନ୍ଦ ଥିବା ବେଳେ ରବିବାର ରାତିରୁ ତେଲ ପକାଇବା ପାଇଁ ବିଭିନ୍ନ ଟାଙ୍କିରେ ଅସମ୍ଭବ ପ୍ରକାର ଭିଡ଼ ଦେଖିବାକୁ ମିଳିଥିଲା। ତେବେ ତେଲ ପକାଇବାକୁ କେନ୍ଦ୍ର କରି ଲକ୍ଷ୍ମୀସାଗର ଅଞ୍ଚଳର ଏକ...

ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ନିକଟସ୍ଥ ରୁଷିକୂଲ୍ୟା ମୁହାଣରେ ସାମୁଦ୍ରିକ କଇଁଛଙ୍କ ଗଣଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୦,୫୩୩ ସାମୁଦ୍ରିକ କଇଁଛ ସମୁଦ୍ରର ନୀଳ ଜଳରାଶିରୁ ଉଠିଆସି ବେଳାଭୂମିର ବାଲୁକା ରାଶିରେ...

୭ ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ରାଜ୍ୟରେ ଏବେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ରବିବାର ୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୪୦.୮ ଡିଗ୍ରୀ ସହ ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା।...

ଦଳୀୟ ପ୍ରାର୍ଥୀଙ୍କ ଖେଳ ବିଗାଡ଼ିଲେ ଅସନ୍ତୁଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୨୮।୩: ଆସନ୍ତା ସାଧାରଣ ନିର୍ବାଚନକୁ ଆଉ ଦୁଇବର୍ଷ ବାକି ଅଛି। ଏହା ପୂର୍ବରୁ ରାଜ୍ୟରେ ଲୋକଙ୍କ ମତିଗତିକୁ ପଞ୍ଚାୟତ ଓ ପୌର ନିର୍ବାଚନରେ ପରଖା ଯାଇଛି। ଏହି ଦୁଇ ନିର୍ବାଚନରେ ଯଦିଓ ବିଜେଡି ଏକପାଖିଆ ନେତୃତ୍ୱ ନେବା...

ଶରଣଶ୍ରୀକ୍ଷେତ୍ରରେ ଦାରୁଦିଅଁ ସ୍ଥାପନ ନେଇ ବିବାଦ

ପୁରୀ ଅଫିସ,୨୮।୩: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ୍‌ ଅଧୀନ ଏକଘରିଆ ଗ୍ରାମର ଶରଣଶ୍ରୀକ୍ଷେତ୍ରରେ ଦାରୁଦିଅଁ ସ୍ଥାପନକୁ ନେଇ ବିବାଦ ଦେଖାଦେଇଛି। ପୁରୀରୁ କେତେଜଣ ସେବାୟତ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିବାବେଳେ ବନଯାଗ ଯାତ୍ରା ଭଳି ଗୁପ୍ତନୀତି ଏବଂ ଅବଢ଼ା ବିକ୍ରି ବିଜ୍ଞାପନ...

ମନ୍‌ କି ବାତ୍‌ରେ ଖୋର୍ଦ୍ଧାର ରାହୁଲଙ୍କୁ ପ୍ରଶଂସା କଲେ ମୋଦି

ପୁରୀ ଅଫିସ,୨୮।୩: ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ପୁଅ ରାହୁଲ ମହାରଣାଙ୍କୁ ପ୍ରଶଂସା କରିଛନ୍ତି। ରାହୁଲ ପୁରୀ-କୋଣାର୍କ ବେଳାଭୂମିକୁ ସ୍ବଚ୍ଛ କରି ସ୍ବଚ୍ଛ ଭାରତ ମିଶନରେ ସାମିଲ ହୋଇଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କୁ ସାବାସି ଦେଇଛନ୍ତି।...

‘ରହଣି’ରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ

ଢେଙ୍କାନାଳ ଅଫିସ,୨୮।୩: ଭୁବନେଶ୍ୱର ପରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ‘ରହଣି’ଠାରେ ପ୍ରତିଷ୍ଠା ହେବ। ଆସନ୍ତା ଶିକ୍ଷାବର୍ଷରୁ ଏହା କାର୍ଯ୍ୟକ୍ଷମ ହେବ। ଏଥିଲାଗି କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସବୁଜସଙ୍କେତ...

ସୀମା ଟପିଛି ରାମ୍‌କୋ ସିମେଣ୍ଟର ପ୍ରଦୂଷଣ

ଯାଜପୁର ଅଫିସ,୨୮ା୩: ରାମ୍‌କୋ ସିମେଣ୍ଟ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ଏବେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ଥାନୁଆଳ ପଞ୍ଚାୟତ ରଘୁନାଥପୁର, ଜୋଗରଡା, ଗୁଆରଙ୍ଗ, ମୁରାରିପୁର ଗ୍ରାମବାସୀଙ୍କୁ କବଳିତ କରିଛି। ବିଷାକ୍ତ ଜିପ୍‌ସମ୍‌ ଓ ସିମେଣ୍ଟ ଗୁଣ୍ଡ ମଧ୍ୟରେ ରହି...

ଆଜିଠୁ ଜାତୀୟ ତୋଷାଳି ମେଳା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ସୋମବାର ୨୮ ତାରିଖରୁ ଭୁବନେଶ୍ବରସ୍ଥିତ ଜନତା ମଇଦାନରେ ଆରମ୍ଭ ହେବ। ଏପ୍ରିଲ ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ...

ଖରାପ ପ୍ରଦର୍ଶନ କରିଛନ୍ତି ଏକାଧିକ ଟାଣୁଆ ନେତା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଅଙ୍କକଷା ସାଙ୍ଗକୁ ରାଜନୈତିକ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଯାଇଛି। କାଉନ୍‌ସିଲର, ପୌରାଧ୍ୟକ୍ଷ, କର୍ପୋରେଟର ଏବଂ ମେୟର ନିର୍ବାଚନରେ ବିଜେଡିକୁ ବହୁମତ ମିଳିଛି। ତେବେ ବିଜେଡି କାଉନ୍‌ସିଲର ଏବଂ ପୌରାଧ୍ୟକ୍ଷ...

ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍‌ପିନ୍‌

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ। ଜିଲା ଚିକିତ୍ସାଳୟ ନିକଟରେ ଥିବା ଜଣେ ବଙ୍ଗାଳି ଠିକାଦାର ଏବଂ ମାଥିଲି, ଖଇରପୁଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri