ରାଜ୍ୟ

କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ଘଟଣା: ପଳାସପୁର ଗାଁରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍‌

ଚାନ୍ଦବାଲି,୨୫ା୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ଡିଏସ୍‌ପି କଳ୍ପନା ସାହୁଙ୍କ ନେତୃତ୍ୱରେ କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌ ଶୁକ୍ରବାର ଚାନ୍ଦବାଲି ଥାନା ଅଧୀନସ୍ଥ ପଳାସପୁର ଗାଁକୁ ଯାଇ ପଚରାଉଚରା କରିଛନ୍ତି। ସେମାନଙ୍କ ସହିତ ଚାନ୍ଦବାଲି ଥାନାଧିକାରୀ...

ଶିଶୁକନ୍ୟାକୁ ହତ୍ୟା କରି କଟାମୁଣ୍ଡ ଧରି ଗାଁ ଦାଣ୍ଡରେ ବୁଲିଲେ ଯୁବକ

ଜମନକିରା,୨୫ା୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା କସଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଆଠ ବର୍ଷର ଶିଶୁକନ୍ୟାାର ଗଳା କାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ। କସଡ଼ା ଗାଁର ନବକିଶୋର ଧରୁଆଙ୍କ ଆଠ ବର୍ଷର ଝିଅ ଲୁସି...

ମାନସ ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଚାନ୍ଦବାଲି,୨୫।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନାରେ ଗୁରୁବାର କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଥିଲେ। ଦ୍ବିତୀୟ ଦିନରେ ଦୁଇ ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା ଜାରି ରଖିଛି। ଦେବାଶିଷ ଜେନା ଓ ଶରତ...

ଦୀର୍ଘଦିନ ପରେ ବିଧାନସଭା ଆସିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଶୁକ୍ରବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଦୀର୍ଘଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ଆସିଛନ୍ତି। କୋଭିଡ୍‌ ଯୋଗୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ରହୁଥିଲେ। ମାତ୍ର ଆଜି ନବୀନ ବିଧାନସଭା ଆସିଛନ୍ତି।...

ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାର ଶେଷ ପରୋକ୍ଷ ନିର୍ବାଚନ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଆଜି ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାର ଶେଷ ପରୋକ୍ଷ ନିର୍ବାଚନ। ଅପରାହ୍ନ ଗୋଟାଏରୁ ୪ଟା ଭିତରେ ଭୋଟିଂ ହେବ। ନିର୍ବାଚିତ ହୋଇଥିବା ଜିଲାପରିଷଦ ସଦସ୍ୟ ମାନେ ଉପସଭାପତି ନିର୍ବାଚିତ କରିବେ । ସକାଳ ୧୦ଟା ୩୦ରୁ ୧୧ଟା ୩୦ ମଧ୍ୟରେ...

ରିପୋର୍ଟ ଖୋଲିବ ବିଧାୟକଙ୍କ ଅସଲ ଚେହେରା

ଖୋର୍ଦ୍ଧା ଅଫିସ,୨୫ା୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସ କର୍ମଚାରୀଙ୍କ ଉପରକୁ ଗାଡ଼ି ମଡ଼ାଇଦେବା ଘଟଣାରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ବିଧାୟକ ଯେଉଁ କାର୍‌ ଡ୍ରାଇଭ୍‌...

ଖସିଲା କରୋନା ଗ୍ରାଫ୍‌, ଆଜି ୫୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୩୭୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୨ ଜଣ ଚିହ୍ନଟ...

ଏମ୍‌ଏଲ୍‌ୟୁରେ ପରୀକ୍ଷା ସ୍ଥଗିତ

କଟକ ଅଫିସ,୨୫ା୩: କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍‌ଏଲ୍‌ୟୁ)ରେ ୫ ବର୍ଷିଆ ବିଏ ଏଲ୍‌ଏଲ୍‌ବି ଏବଂ ୩ ବର୍ଷିଆ ଏଲ୍‌ଏଲ୍‌ବି ପାଠ୍ୟକ୍ରମର ପ୍ରଥମ ସେମିଷ୍ଟର ପରୀକ୍ଷା ସ୍ଥଗିତ ରଖାଯାଇଛି। ଏଥିସହ ଉକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୨୪ଟି ଆଇନ ମହାବିଦ୍ୟାଳୟରେ...

ସରିଲା ନିର୍ବାଚନ, ବଢ଼ିଲା ଉତ୍କଣ୍ଠା

ଖୋର୍ଦ୍ଧା ଅଫିସ,୨୫ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟଗ୍ରହଣ ସରିଛି। ଚଳିତ ବର୍ଷ ପୌର ଅଧ୍ୟକ୍ଷ ପାଇଁ ସିଧାସଳଖ ଭୋଟ ଗ୍ରହଣ କରାଯାଇଛି। ଭୋଟରମାନେ ନିଜ ପସନ୍ଦର କାଉନସିଲର ଏବଂ ପୌରାଧ୍ୟକ୍ଷା ପ୍ରାର୍ଥୀଙ୍କୁ ବାଛିଛନ୍ତି। ବିଜେଡି ପୌରାଧ୍ୟକ୍ଷା ପ୍ରାର୍ଥୀ...

ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌

ଖୋର୍ଦ୍ଧା ଅଫିସ/ ବାଲୁଗାଁ/ଜଟଣୀ,୨୫ା୩ (ଡି.ଏନ୍‌.ଏ.)ଖୋର୍ଦ୍ଧା ଜିଲାରେ ଗୁରୁବାର ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ ସମେତ ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ଭୋଟଗ୍ରହଣ କରାଯାଇଛି। କାଁ ଭାଁ  ଉତ୍ତେଜନାକୁ ବାଦ୍‌ ଦେଲେ ମତଦାନ ଶାନ୍ତିଶୃଙ୍ଖଳାରେ ଶେଷ ହୋଇଛି। ଖୋର୍ଦ୍ଧା...

ବୁଥ୍‌ ଖୋଜି ଖୋଜି ଭୋଟର ନୟାନ୍ତ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ୭ ବର୍ଷ ପରେ ପୌର ନିର୍ବାଚନ ହୋଇଛି। ଏହା ଭିତରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଭୋଟର ଓ ପରିସୀମା ମଧ୍ୟ ବଢ଼ିଛି। ଏଥିପାଇଁ ପୂର୍ବରୁ ଓ୍ବାର୍ଡ ପୁନର୍ଗଠନ ସହ ନୂଆ ଭୋଟର ସଂଯୋଗ ଓ ସଂଶୋଧନ କରାଯାଇଥିଲା।...

ଟ୍ରଲି ଭଡ଼ା କରି ଭୋଟ ଦେବାକୁ ଆସିଲେ ୧୨୦ ବର୍ଷିୟା ଭୋଟର

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଭୋଟ ଦେବା ପାଇଁ ଟ୍ରଲି ଭଡ଼ା କରି ଆସିଥିଲେ ୧୨୦ବର୍ଷର ମହିଳା ଭୋଟର ଭାବମଣି ବେହେରା। ଭୁବନେଶ୍ୱର ୟୁନିଟ୍‌-୨ ବସ୍ତିର ବାସିନ୍ଦା ଭାବମଣି ବୟସର ଅପରାହ୍ନରେ ଉପନୀତ ହୋଇ ମଧ୍ୟ ଆଗ୍ରହର ସହ ଗଣତନ୍ତ୍ରର ମହାନ୍‌ ପର୍ବରେ ସାମିଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri