ରାଜ୍ୟ

ଅଧା ବାଟରେ ଏମ୍‌ଡିଏମ୍‌ ଚାଉଳ ହଡ଼ପ

ଯାଜପୁର ଅଫିସ,୨୫ା୩: ସରକାର ପ୍ରାଥମିକ ଶିକ୍ଷାକୁ ଶିକ୍ଷା ଅଧିକାର ଆଇନରେ ଅନ୍ତର୍ଭୁକ୍ତ କରି ସାର୍ବଜନୀନ କରିବାକୁ ଗୁରୁତ୍ୱ ଦେଉଛନ୍ତି। ଏହିକ୍ରମରେ ପିଲାମାନଙ୍କୁ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରତି ଆକୃଷ୍ଟ କରିବାକୁ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ଯୋଜନା ପ୍ରଣୟନ ହୋଇଛି।...

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଏପ୍ରିଲରୁ ଆରମ୍ଭ ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପଢୁଥିବା ୨ୟ ବର୍ଷର ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଗୁରୁବାର...

ବଢ଼ିବନି ବିଜୁଳି ଦର

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍‌ ଦର ବୃଦ୍ଧି ହେବ ନାହିଁ। ପୂର୍ବ ଦର ଅପରିବର୍ତ୍ତିତ ରହିବ। ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି) ପକ୍ଷରୁ ଗୁରୁବାର ଏ ନେଇ ସୂଚନା ଦିଆଯାଇଛି। ଏହି ଘୋଷଣା ସାଧାରଣ ଉପଭୋକ୍ତାଙ୍କୁ...

ଅଜଣା ଜନ୍ତୁ ପାଦ ଚିହ୍ନ ଠାବ ଘଟଣା: ବନ ବିଭାଗର ତଦନ୍ତ ଆରମ୍ଭ

ମହାକାଳପଡା, ୨୫ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରାମନଗର ପଞ୍ଚାୟତସ୍ଥିତ କାଜୁ ଫାର୍ମ ସମ୍ମୁଖ ରାସ୍ତାରେ ଅଜଣା ଜନ୍ତୁର ପାଦ ଚିହ୍ନ ଠାବ କରାଯାଇଥିଲା। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ବନ...

ଆଜିଠୁ ଆରମ୍ଭ ବିଧାନସଭା ବଜେଟ୍‌ ଅଧିବେଶନ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍‌ ଅଧିବେଶନ। ଏଥର ବଜେଟ୍‌ ଅଧିବେଶନରେ କୋଭିଡ୍‌ କଟକଣା ମଧ୍ୟରେ ଚାଲିବ। ପୂର୍ବ ଅଧିବେଶନ ଭଳି ଦୁଇଟି ପର୍ଯ୍ୟାୟରେ ମୋଟ୍‌ ୫ ଘଣ୍ଟା ଗୃହ କାର୍ଯ୍ୟ ଚାଲିବ। ତେବେ ଅଧିବେଶନ ପୂର୍ବରୁ ସମସ୍ତ...

ରାଜ୍ୟରୁ ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୭,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ବଢୁଛି ତାତି, ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ । ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଛି । ୪୧.୪ ଡିଗ୍ରୀ ତାପମାତ୍ରା ସହିତ ଟିଟିଲାଗଡ଼...

ଘୁଞ୍ଚିଲା ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ୨୩ତାରିଖରୁ ଏହି ପରୀକ୍ଷା ହେବାକୁ ଥିବାବେଳେ ପୌର ନିର୍ବାଚନ ଲାଗି ପ୍ରଥମେ ୨ ଦିନ ପରୀକ୍ଷା ସ୍ଥଗିତ...

ପୌର ନିର୍ବାଚନରେ ୬୫% ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ରାଜ୍ୟର ୫୯ ଏନ୍‌ଏସି, ୪୭ ପୌର ପରିଷଦ ଏବଂ ୩ ମହାନଗର ନିଗମରେ ହାରାହାରି ୬୫ ପ୍ରତିଶତ ମତଦାନ ହୋଇଛି। ଗୁରୁବାର ସନ୍ଧ୍ୟା ଅନୁଷ୍ଠିତ ଏକ ଖବରଦାତା...

ବଢିବନି ବିଦ୍ୟୁତ୍‌ ଦର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଢିବନି ବିଦ୍ୟୁତ୍‌ ଦର। ଏନେଇ ଗୁରୁବାର ଖବରଦାତା ସମ୍ମିଳନୀରେ ଓଇଆର୍‌ସି ସଚିବ ସୂଚନା ଦେଇଛନ୍ତି।ପୂର୍ବବର୍ଷ ଭଳି ଶୂନରୁ ୫୦ ୟୁନିଟ୍‌ ପର୍ଯ୍ୟନ୍ତ ୟୁନିଟ୍‌ ପିଛା ଦର ୩ଟଙ୍କା । ୫୦ରୁ ୨୦୦ ଯାଏ...

୫ଟା ସୁଦ୍ଧା ୫୦ପ୍ରତିଶତରୁ ଅଧିକ ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଥିଲା ମତଦାନ। ତେବେ ସନ୍ଧ୍ୟା ୫ଟା ସୁଦ୍ଧା ୫୦ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ସୂଚନା ମିଳିଛି। ରାଜ୍ୟର ୫୯ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି...

ମାନସ ହତ୍ୟା ମାମଲା: ଚାନ୍ଦବାଲି ଥାନାରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌

ଚାନ୍ଦବାଲି,୨୪।୩ (ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଛନ୍ତି। ବୁଧବାର କ୍ରାଇମବ୍ରାଞ୍ଚର ତଦନ୍ତ ପାଇଁ ପୋଲିସ ଡିଜି ନିର୍ଦ୍ଦେଶ ଦେଇଥିଲେ । ଏହି ମାମଲାରେ ଜଡ଼ିତ ସମସ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri