ରାଜ୍ୟ

ମକଦ୍ଦମା ଲଢ଼ିବା ପାଇଁ ମାନସଙ୍କ ବାପା ୩ ମାଣ ଜମି ବିକିବେ

ନୟାଗଡ଼ ଅଫିସ/ରଣପୁର,୨୪।୩(ସ୍ବ.ପ୍ର.): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା ଭିନ୍ନ ମୋଡ଼ ନେଇଛି । ମାନସଙ୍କ ହତ୍ୟାକାରୀ ଓ ଏହି ଘଟଣାରେ ସହଯୋଗ କରିଥିବା ମନ୍ତ୍ରୀ, ପୂର୍ବତନ ଅଧିକାରୀ ଓ ବଡ଼ବଡ଼ିଆଙ୍କୁ ଦଣ୍ଡ ଦେବା ପାଇଁ ମାନସଙ୍କ ବାପା...

ଡିଆଇଡି ଲିଟିଲ ମାଷ୍ଟରରେ ହୃଦୟ ଜିଣିଲେ ଝାରସୁଗୁଡ଼ାର ରୋଶନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜୀବନ ସଂଘର୍ଷରେ ହିଁ ଥାଏ ସଫଳତାର ବାଟ। ବଞ୍ଚତ୍ବାକୁ ସଂଘର୍ଷ କରୁଥିବା ଏମିତି ଏକ ଶ୍ରମିକ ପରିବାରରୁ ଆସି ବମ୍ବେରେ ପହଞ୍ଚତ୍ଛନ୍ତି ୧୧ବର୍ଷୀୟ ରୋଶନ କୁମାର। ଦେଶର ଲୋକପ୍ରିୟ ରିଆଲିଟି ଶୋ’ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ (ଡିଆଇଡି) ଲିଟିଲ...

ଆଜି ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଖୋର୍ଦ୍ଧା ଅଫିସ,୨୪ା୩: ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟ ଗ୍ରହଣ ହେବ। ୩ବର୍ଷ ପରେ ନିର୍ବାଚନ ଅନୁଷ୍ଠିତ ହେଉଥିବାରୁ ସମସ୍ତଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। କିଏ ବାଜି ମାରିବ ତାହାକୁ ନେଇ ଚାଲିଛି ଚର୍ଚ୍ଚା। ଚଳିତ ନିର୍ବାଚନରେ ପୌର ଅଧ୍ୟକ୍ଷ...

ଠିକାଦାରଙ୍କ ଗାଡ଼ି ଚଢୁଥିଲେ ବିଧାୟକ ଜଗଦ୍ଦେବ

ଖୋର୍ଦ୍ଧା ଅଫିସ,୨୪।୩: ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକ ଏବଂ ପୋଲିସ ଉପରେ ଗାଡ଼ି ମଡ଼ାଇ ଦେବା ଅଭିଯୋଗରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ଆସିଛି ଆଉ ଏକ ସଙ୍ଗିନ ଅଭିଯୋଗ। ଘଟଣାଦିନ ବିଧାୟକ ଯେଉଁ...

ପୁରୀ ବିମାନବନ୍ଦର ବିଳମ୍ବ ପାଇଁ ରାଜ୍ୟକୁ ଦାୟୀ କଲା କେନ୍ଦ୍ର

ନୂଆଦିଲ୍ଲୀ,୨୪।୩: ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ଲାଗି ପ୍ରକ୍ରିୟା ଆରମ୍ଭରେ ବିଳମ୍ବକୁ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି। ଲୋକ ସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ଅନୁଦାନ...

୫୨ ବ୍ଲକରେ ଜଳ କଷ୍ଟ ଉତ୍କଟ: ଏପ୍ରିଲ-ମେ’ ବେଳକୁ ପରିସ୍ଥିତି ହେବ ସଙ୍ଗିନ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ନଦୀ, ନାଳ, ପୋଖରୀ, କୂପ ଶୁଖିଲା ପଡ଼ିଗଲାଣି। ଏବେଠୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଲାଣି। ଏପ୍ରିଲ ଓ ମେ’ ମାସ ବେଳକୁ ପରିସ୍ଥିତି ଆହୁରି ସଙ୍ଗିନ ହେବା...

କାଲି ସକାଳ ୮ରୁ ପୌର ଭୋଟ୍‌

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଗୁରୁବାର ରାଜ୍ୟରେ ପୌର ନିର୍ବାଚନ। ଏଥିପାଇଁ ଏନ୍‌ଏସି, ପୌର ଏବଂ ମହାନଗର ନିଗମର ୧୭ ଶହ ୩୭ ଓ୍ବାର୍ଡରେ ନିର୍ବାଚନ ଅନୁଷ୍ଠିତ ହେବ। ୪ ହଜାର ୩ ଶହ ୭୩ ବୁଥ୍‌ରେ ମୋଟ୍‌ ୪୦ ଲକ୍ଷ ୫୫ ହଜାର...

ଏପ୍ରିଲ ୧ରୁ ଆରମ୍ଭ ହେବ ବିଧାନସଭା ଟିଭି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଆରମ୍ଭ ହେବ ଓଡ଼ିଶା ବିଧାନସଭା ଟିଭି ଚ୍ୟାନେଲ। ଏପ୍ରିଲ ୧ ଅର୍ଥାତ ଉତ୍କଳ ଦିବସରୁ ଏହାର ଶୁଭାରମ୍ଭ ହେବ। ଏଥିଲାଗି ବିଧାନସଭା ପରିସରରେ ଷ୍ଟୁଡିଓ ତିଆରି ହେଉଛି। ଚ୍ୟାନେଲରେ ବିଧାନସଭା ସମ୍ପର୍କିତ ଖବର ପ୍ରସାରଣ କରାଯିବ ବୋଲି ବୁଧବାର...

ମାନସ ସ୍ବାଇଁଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ। ବେଳକୁ ବେଳ ବିବାଦୀୟ ହେଉଥିବା ଏହି ମାମଲାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚ ୨ଟି ଟିମ୍‌ ଗଠନ କରିଛି। ଏହି ଟିମ୍‌ରୁ ଗୋଟିଏ ଭଦ୍ରକ,ନୟାଗଡ଼, ଭୁବନେଶ୍ୱରରେ ଏବଂ...

ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଜଣେ ମୁଖ୍ୟଯନ୍ତ୍ରୀ, ୩ ନିର୍ବାହୀ ଯନ୍ତ୍ରୀ ଏବଂ ୨ ବିଇଓଙ୍କୁ ଚାକିରିରୁ ବିଦା କରାଯାଇଛି। ଏ ପର୍ଯ୍ୟନ୍ତ ୧୬୪ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସରିଲାଣି। ସମ୍ବଲପୁର ଇଲେକ୍ଟ୍ରିକାଲ...

୨୮ରୁ ଖୋଲିବ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଆସନ୍ତା ୨୮ରୁ ରାଜ୍ୟରେ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଖୋଲିବ। ଏନେଇ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗୀୟ ସଚିବ ସମସ୍ତ ଜିଲାପାଳଙ୍କୁ ଏନେଇ ଚିଠି ଲେଖିଛନ୍ତି। ଅଙ୍ଗନଓ୍ବାଡ଼ି ଖୋଲିବା ନେଇ ସ୍ବତନ୍ତ୍ର ମାର୍ଗଦର୍ଶିକା...

ରାଜଧାନୀରେ ନରକଙ୍କାଳ

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ରାଜଧାନୀରୁ ମିଳିଛି ଅନେକ ନରକଙ୍କାଳ। ମଞ୍ଚେଶ୍ୱର ଥାନା ଇଞ୍ଜଣା ବ୍ରିଜ୍‌ ନିକଟରୁ ୨୦ରୁ ଊର୍ଦ୍ଧ୍ୱ ନରକଙ୍କାଳ ମିଳିଛି। ଗୋଟିଏ ସ୍ଥାନରେ ନରକଙ୍କାଳ, ଖପୁରୀ, ହାଡ଼ ଦେଖି ଲୋକେ ଭୟଭୀତ ହୋଇ ଯାଇଛନ୍ତି। ହଠାତ୍‌ ଏତେ ସଂଖ୍ୟାରେ କଙ୍କାଳ, ଖପୁରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri