ରାଜ୍ୟ

ଆଜି ବୁଥ୍‌ ଅଭିମୁଖେ ବାହାରିବେ ପୋଲିଙ୍ଗ ପାର୍ଟି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାତି ପାହିଲେ ପୌର ନିର୍ବାଚନ। ଏ ନେଇ ଚାଲିଛି ସଜବାଜ। ତେବେ ଆଜି ପୋଲିଙ୍ଗ ବୁଥ ଅଭିମୁଖେ ବାହାରିବେ ପୋଲିଙ୍ଗ ପାର୍ଟି । ପୌର ଭୋଟ ପାଇଁ ନିୟୋଜିତ ହେବେ ୨୨ ହଜାର ପୋଲିଂ କର୍ମଚାରୀ। ପ୍ରତ୍ୟେକ ପୋଲିଂ...

୧୨ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜଧାନୀରେ ଶାନ୍ତିଶୃଙ୍ଖଳାର ସହ ପୌର ନିର୍ବାଚନ ସମ୍ପନ୍ନ ନିମନ୍ତେ ମଡେଲ କୋଡ୍‌ ଅଫ କଣ୍ଡକ୍ଟ ଲାଗୁ ହେବା ପରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା ତରଫରୁ ସ୍ପେଶାଲ ଏନଫୋର୍ସମେଣ୍ଟ ଡ୍ରାଇଭ ଆରମ୍ଭ ହୋଇଛି। ଫେବୃୟାରୀ ୫ରୁ ଏହି ଡ୍ରାଇଭ...

ଏଣିକି ଦେଶରେ ଏକକ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଏଣିକି କଲେଜରେ ନାମଲେଖା ପାଇଁ ସାରା ଦେଶରେ ଏକକ ପ୍ରବେଶିକା ପରୀକ୍ଷା ହେବ। ଆଉ ଦ୍ୱାଦଶ ଶ୍ରେଣୀର ମାର୍କ ଭିତ୍ତିରେ ଛାତ୍ରୀଛାତ୍ରଙ୍କୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ...

ସ୍କୁଲ ବାରଣ୍ଡାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ନୂଆଗାଁ,୨୩।୩(ଡି.ଏନ.ଏ.): ଅନୁଦାନ ଆସିଛି ହେଲେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ହୋଇପାରୁନାହିଁ। ଫଳରେ ସ୍କୁଲ ବାରଣ୍ଡାରେ ଚାଲିଛି କେନ୍ଦ୍ର। ଏଥିସହିତ ଉକ୍ତ କେନ୍ଦ୍ର ପକ୍ଷରୁ ପ୍ରତିଦିନ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ସେହି ସ୍କୁଲ ବାରଣ୍ଡାରେ ହିଁ ଚାଲିଛି। ମଙ୍ଗଳବାର ମମତା ଦିବସ...

ପ୍ରଚାର ଶେଷ, ଏଥର ଭୋଟ ପ୍ରସ୍ତୁତ

ନୟାଗଡ଼ ଅଫିସ, ୨୩।୩: ପୌର ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାର ଶେଷ ହୋଇଛି । ୨୪ରେ ଭୋଟ ଗ୍ରହଣ ହେବ। ସେଥିପାଇଁ ଜିଲା ପ୍ରଶାସନଠାରୁ ଆରମ୍ଭ କରି ପ୍ରାର୍ଥୀ ଓ ନେତାମାନେ ପ୍ରସ୍ତୁତ ହେଉଛନ୍ତି ା ଆଉ ମାତ୍ର ଗୋଟିଏ...

‘ଟଙ୍କା ବାଣ୍ଟୁଛନ୍ତି ବିଜେଡି ପ୍ରାର୍ଥୀ’

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଚଳିତ ପୌର ନିର୍ବାଚନରେ ଶାସକ ଦଳ ବିଜେଡି ଭୋଟ ହାତେଇବା ପାଇଁ ଟଙ୍କାକୁ ମୁଖ୍ୟ ଅସ୍ତ୍ର କରୁଥିବା ଭାଜପା ଅଭିଯୋଗ କରିଛି। ଏନେଇ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଫେରାଦ ହୋଇଛି।...

ଧରାପଡ଼ିଲେ ନକଲି ବର

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୨୩ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଚାଉଳଶୁଖା ଗଁାର ଜଣେ ଝିଅକୁ ବିବାହ କରିବାକୁ ଆସି ଜଣେ ନକଲି ବର ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କ ଠକାମି ଜଣାପଡ଼ିବା ପରେ ବର ସାଜିଥିବା ବିବାହିତ ବ୍ୟକ୍ତି ଜଣକ ବିବାହ ବେଦିରୁ...

ଏମ୍‌ସିଏଲ୍‌ କୋଇଲା ଖଣିରେ ବିସ୍ଫୋରଣ

ଝାରସୁଗୁଡ଼ା ଅଫିସ,୨୩ା୩: ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌) ଲଖନପୁର କ୍ଷେତ୍ରାଧିନ ବେଲପାହାଡ଼ ଖୋଲାମୁହଁ କୋଇଲା ଖଣି ୧ନଂ କ୍ୱାରୀରେ ବିସ୍ଫୋରଣ ହେବା ଫଳରେ ଖଣି ପାର୍ଶ୍ୱ ଯୋରାବଗା ଗ୍ରାମ ପ୍ରଭାବିତ ହେବାରେ ଲାଗିଛି। ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇ ଖଣି ସମ୍ପ୍ରସାରଣ...

୨ ମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗ

ନୟାଗଡ଼ ଅଫିସ/ରଣପୁର,୨୩ା୩(ସ୍ବ.ପ୍ର.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା ଧୀରେ ଧୀରେ ବିବାଦୀୟ ହେବାରେ ଲାଗିଛି। ଏହି ଘଟଣାରେ ଦୁଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଓ ପ୍ରତାପ ଜେନା ସମ୍ପୃକ୍ତ ଅଛନ୍ତି ବୋଲି ମାନସଙ୍କ ସ୍ତ୍ରୀ, ମା ଓ...

୪୧ ଡିଗ୍ରୀ ଟପିଲା ଟିଟିଲାଗଡ଼

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ପ୍ରବଳ ତାତି। ଚାରିଆଡ଼େ ମୁଣ୍ଡଫଟା ଖରା। ପ୍ରଚଣ୍ଡ ଗ୍ରୀଷ୍ମରେ ସମଗ୍ର ରାଜ୍ୟ ଆଉଟପାଉଟ ହେଉଛି। ଆସନ୍ତା ୨୫ ତାରିଖରୁ ତାତିର ପ୍ରକୋପ ଆହୁରି ବଢ଼ିବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଟପିଯିବ। ଉପକୂଳରୁ ଉପାନ୍ତ ସବୁଠି ତାତିର...

୪୪୯ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ତୃତୀୟ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ଶିକ୍ଷଣର ସ୍ତର ନିର୍ଦ୍ଧାରଣ ନିମନ୍ତେ ଆସନ୍ତା ୨୩ ତାରିଖଠାରୁ ସର୍ବେକ୍ଷଣ ଆରମ୍ଭ ହେବ। ଜାତୀୟ ଶିକ୍ଷା ଓ ଗବେଷଣା ପରିଷଦ ଏବଂ ଭାରତ ସରକାରଙ୍କ...

ଗୁଣାତ୍ମକ ସାମଗ୍ରୀ ପାଇଁ ବ୍ୟବସାୟ ତିଷ୍ଠିରହେ

ପାରିବାରିକ ବ୍ୟବସାୟରୁ ପର୍ସନାଲ ବିଜ୍‌ନେସର ଯାତ୍ରା କିଭଳି ଜାରି ରହିଛି? ଭଦ୍ରକରେ ବାପାଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ଥିଲା। ଉଚ୍ଚଶିକ୍ଷା ଶେଷ ପରେ ବାପାଙ୍କୁ ସହଯୋଗ କରିବା ପାଇଁ ବ୍ୟବସାୟରେ ସାମିଲ ହୋଇଥିଲି। ବେପାର ଅଭିଜ୍ଞତା ହାସଲ ପରେ ୯୦ ଦଶକରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri