ରାଜ୍ୟ

୪୪୯ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ତୃତୀୟ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ଶିକ୍ଷଣର ସ୍ତର ନିର୍ଦ୍ଧାରଣ ନିମନ୍ତେ ଆସନ୍ତା ୨୩ ତାରିଖଠାରୁ ସର୍ବେକ୍ଷଣ ଆରମ୍ଭ ହେବ। ଜାତୀୟ ଶିକ୍ଷା ଓ ଗବେଷଣା ପରିଷଦ ଏବଂ ଭାରତ ସରକାରଙ୍କ...

ଗୁଣାତ୍ମକ ସାମଗ୍ରୀ ପାଇଁ ବ୍ୟବସାୟ ତିଷ୍ଠିରହେ

ପାରିବାରିକ ବ୍ୟବସାୟରୁ ପର୍ସନାଲ ବିଜ୍‌ନେସର ଯାତ୍ରା କିଭଳି ଜାରି ରହିଛି? ଭଦ୍ରକରେ ବାପାଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ଥିଲା। ଉଚ୍ଚଶିକ୍ଷା ଶେଷ ପରେ ବାପାଙ୍କୁ ସହଯୋଗ କରିବା ପାଇଁ ବ୍ୟବସାୟରେ ସାମିଲ ହୋଇଥିଲି। ବେପାର ଅଭିଜ୍ଞତା ହାସଲ ପରେ ୯୦ ଦଶକରେ...

ୟୁଜି ନାମଲେଖା: ଏଣିକି ଦେଶରେ ଏକକ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ, ୨୨।୩: ସାରା ଦେଶରେ ଏଣିକି କଲେଜରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଆଉ ଦ୍ୱାଦଶ ଶ୍ରେଣୀର ମାର୍କ ଭିତ୍ତିରେ ଛାତ୍ରୀଛାତ୍ରଙ୍କୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ...

୨୪ରେ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର,୨୨ା୩(ବ୍ୟୁରୋ)-ରାଜ୍ୟର ୧୦୬ ପୌର ସଂସ୍ଥା ଓ ୩ ମହାନଗର ନିଗମରେ ମଙ୍ଗଳବାର ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହି ନିର୍ବାଚନରେ ମେୟର ଓ ଅଧ୍ୟକ୍ଷ ପଦବୀ ପାଇଁ ୫୬୯, କର୍ପୋରେଟର ଓ କାଉନସିଲର ପଦବୀ ପାଇଁ ୫୮୪୨ ଜଣ...

ଦୁଇ ମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ମାନସଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୨ା୩(ବ୍ୟୁରୋ)- ଦିନକୁ ଦିନ ବିବାଦୀୟ ହେବାରେ ଲାଗିଛି ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା । ଏହି ଘଟଣାରେ ମୃତ ମାନସଙ୍କ ସ୍ତ୍ରୀ ଆଇନ ମନ୍ତ୍ରୀ ପ୍ରତାପ ଜେନା ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ...

ପୋଲିସ କବଜାରେ ଶର୍ମିଷ୍ଠାଙ୍କ ଭାଇ

ଚାନ୍ଦବାଲି,୨୨।୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ କୁହାଯାଉଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ଭାଇ ପରମେଶ୍ବର ଗିରଫ ହୋଇଛନ୍ତି। ଚାନ୍ଦବାଲି ପୋଲିସ ପରମେଶ୍ବରଙ୍କୁ ଗିରଫ କରିଛି । ବିଜୟୱାଡାରୁ ପରମେଶ୍ବରଙ୍କୁୁ ଗିରଫ କଲା ସ୍ବତନ୍ତ୍ର ଟିମ୍‌ । ଶର୍ମିଷ୍ଠାଙ୍କୁ ଫେରାର...

ଶେଷରେ ଗିରଫ ହେଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର ବ୍ଲକ କାର୍ଯ୍ୟାଳୟ ବାହାରେ ଲୋକଙ୍କୁ ଗାଡ଼ି ମଡ଼ାଇବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ବାଣପୁର ପୋଲିସ ଗିରଫ କରିଥିବା ନେଇ...

ବସ୍‌ ଓଲଟି ୩୦ରୁ ଊର୍ଦ୍ଧ୍ୱ ଆହତ: ୨ ଗୁରୁତର

ଢେଙ୍କାନାଳ ଅଫିସ,୨୨।୩: ଢେଙ୍କାନାଳ ଜିଲା ସଦର ଥାନା ବଣସିଂମେଡିକାଲ ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ମା ସମଲେଈ ନାମକ ଏକ ଯାତ୍ରୀ ବାହି ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିବାରୁ ବସ୍‌ରେ ଥିବା ପ୍ରାୟ ୪୦...

ସେବାୟତ ହତ୍ୟା ଘଟଣାରେ ପୁଣି ୪ ଜଣଙ୍କୁ ଧରିଲା ପୋଲିସ

ପୁରୀ ଅଫିସ,୨୨।୩(ବ୍ୟୁରୋ): ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ଘଟଣାରେ ମୁଖ୍ୟ ଷଡଯନ୍ତ୍ରକାରୀ ବାପପୁଅଙ୍କ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ମଙ୍ଗଳବାର ପୁଣି ୪ ଜଣଙ୍କୁ ଅଟକ ରଖିଛି। ପୁରୀ ଏସ୍‌ପି କନଓ୍ବାର ବିଶାଲ ସିଂ ଏହି...

ରାଜଧାନୀରେ ହେଭିଓ୍ବେଟଙ୍କ ପ୍ରଚାର

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପୌର ନିର୍ବାଚନ ୨୪ରେ ହେବାକୁ ଥିବା ବେଳେ ମଙ୍ଗଳବାର ପ୍ରଚାରର ଶେଷ ଦିନ। ଶେଷ ଦିନରେ ରାଜଧାନୀରେ ପ୍ରଚାରକୁ ଜୋରଦାର କରାଯାଉଛି। ୩ ପ୍ରମୁଖ ଦଳର ପ୍ରାର୍ଥୀ ଭୋଟରଙ୍କ ପାଖକୁ ଯାଇ ଭୋଟ ଭିକ୍ଷା କରୁଛନ୍ତି। ଭୋଟରଙ୍କ ସମର୍ଥନ...

ଲୁଟେରାଙ୍କଠୁ ମିଳିଲା ୨୨ ବୋଲେରୋ

ବଲାଙ୍ଗୀର ଅଫିସ,୨୨।୩: ଓଡ଼ିଶା-ଆନ୍ଧ୍ର ପ୍ରଦେଶରେ ସକ୍ରିୟ ବୋଲେରୋ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ବଲାଙ୍ଗୀର ପୋଲିସ। ବଲାଙ୍ଗୀର ଏସ୍‌ପି ନିତିନ କୁଶଲକରଙ୍କ ନିର୍ଦ୍ଦେଶ କ୍ରମେ ସଦର ଏସ୍‌ଡିପିଓ ତୋଫାନ ବାଗଙ୍କ ତତ୍ତ୍ୱାବଧାନରେ ବଲାଙ୍ଗୀର ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ଆନ୍ଧ୍ରପ୍ରଦେଶ ଏବଂ...

ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ, ୨୨।୩ : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ବେଳେ ହାଇକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri