ରାଜ୍ୟ

ଆଜି ସନ୍ଧ୍ୟାରେ ସରିବ ପୌର ପ୍ରଚାର

ଭୁବନେଶ୍ୱର,୨୨।୩(ବ୍ୟୁରୋ) : ଆସନ୍ତା ୨୪ରେ ୧୦୬ ପୌରସଂସ୍ଥା ଏବଂ ୩ ମହାନଗର ନିଗମରେ ହେବାକୁ ଯାଉଛି ପୌର ନିର୍ବାଚନ। ତେବେ ଆଜି ସନ୍ଧ୍ୟା ୫ଟାରୁ ସରିବ ପୌର ନିର୍ବାଚନ ପ୍ରଚାର । ହାତରେ ଆଉ ମାତ୍ର କିଛି ଘଣ୍ଟାର ସମୟ...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭଦ୍ରକ ଅଫିସ,୨୨।୩: ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଜଳସେଚନ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ କୁମାର ଶାସନୀ। ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଉମେଶଙ୍କ ଘରେ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି। ଆନନ୍ଦପୁର ସମେତ ଭଦ୍ରକ, ଭୁବନେଶ୍ବର ଚଢାଉ...

ମା’ ଛେଉଣ୍ଡ ଯାଆଁଳା ଶିଶୁଙ୍କୁ ସହାୟତା

ଢେଙ୍କାନାଳ ଅଫିସ, ୨୨ ।୩ ଯାଆଁଳା ସନ୍ତାନକୁ ଜନ୍ମ ଦେବାପରେ ଆଖିବୁଜିଲେ ମା’। ଜୀବନ କ’ଣ ଜାଣିବା ଆଗରୁ ଦୁଇ କୋମଳମତି ଛୁଆ ହୋଇଗଲେ ମାତୃହରା। ବାପା ମାନସିକ ଅନଗ୍ରସର ହୋଇଥିବାରୁ ଏହି ଦୁଇ କଅଁଳ ଶିଶୁ କେମିତି ବଞ୍ଚତ୍ବେ...

୨୦୨୨ ସୁଦ୍ଧା ୨୧୨ ପଞ୍ଚାୟତରେ ପାର୍କ

ଢେଙ୍କାନାଳ ଅଫିସ, ୨୨ ।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ଓ୍ବାନ୍‌ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ଏବଂ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। କୋଭିଡ୍‌ ଆଶଙ୍କା ସମ୍ପୂର୍ଣ୍ଣ ଦୂର ହୋଇନାହିଁ। ତେଣୁ...

ସରସ ସୁନ୍ଦର ହେବ ଓଡ଼ିଶା ଦିବସ

ଅନୁଗୋଳ ଅଫିସ,୨୨ ।୩ ଅନୁଗୋଳରେ ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସୋମବାର ଜିଲା କାର୍ଯ୍ୟାଳୟ କୋର୍ଟ ରୁମ୍‌ଠାରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

ପଶ୍ଚିମବଙ୍ଗକୁ କାଠ ଚୋରାଚାଲାଣ

ଜଳେଶ୍ୱର, ୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ୧୪ ପଞ୍ଚାୟତ ରାଇବଣିଆ ଥାନା ଅଧୀନରେ ରହିଛି। ଏହି ଅଞ୍ଚଳରୁ ପ୍ରତିଦିନ ବହୁ ଜଙ୍ଗଲଜାତ ଦ୍ରବ୍ୟ ଓ ମୂଲ୍ୟବାନ କାଠ ପଶ୍ଚିମବଙ୍ଗକୁ ଚାଲାଣ ହୋଇଆସୁଛି ା ସୁବର୍ଣ୍ଣରେଖା ନଦୀର ବିଭିନ୍ନ...

କୁଲଡ଼ିହା ଅଭୟାରଣ୍ୟରେ ହାତୀମଡ଼କ

ସଜନାଗଡ଼,୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟ ଏବେ ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଗତ ୩ମାସ ମଧ୍ୟରେ ୩ ମାଈହାତୀଙ୍କ ମୃତଦେହ ଉଦ୍ଧାର ପରେ ହାତୀମଡ଼କ ନେଇ ଚର୍ଚ୍ଚା ଜୋର୍‌ ଧରିଛି। କ୍ରମାଗତ ଭାବେ...

ପ୍ରାର୍ଥୀନୀଙ୍କ ରୋଡ୍‌ ଶୋ’ରେ ଟେଲି କଳାକାର

ଧାମନଗର, ୨୨ ।୩ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ଏନ୍‌ଏସିରେ ଚଳିତବର୍ଷ ପ୍ରଥମଥର ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳୁଛି। ସୋମବାର ସାରେ ଭାଜପା ଅଧ୍ୟକ୍ଷା ପ୍ରାର୍ଥୀ ପୁଷ୍ପଶ୍ରୀ ମହାନ୍ତି ଧାମନଗରରେ ରୋଡ଼ଶୋ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୨।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରେ ସର୍ବାଧିକ ୭...

ସବୁ ନେତାଙ୍କ ମୁହଁରେ ଯୋଡ଼ାର ବିକାଶ

ଯୋଡ଼ା,୨୨ ।୩(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ଅପରାହ୍ନରେ ଯୋଡ଼ା କେନ୍ଦ୍ରୀୟ ଖେଳ ପଡିଆ ଠାରେ ଗୋଟିଏ ମଞ୍ଚରେ ହେଭିଓ୍ବେଟ ନେତାଙ୍କ ସମାଗମ ହୋଇଥିଲା। ପୂର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ଜିତୁ ପଟ୍ଟନାୟକ, ଧନୁର୍ଜୟ ସିଦ୍ଧୁଙ୍କ...

ଜମୁଛି ପ୍ରଚାର,ଚାଲିଛି ଅଙ୍କକଷା

ବାରିପଦା ଅଫିସ,୨୨ ।୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ଲାଗି ସହର ଦୁଲୁକୁଛି। ପ୍ରାର୍ଥୀଙ୍କ ମାରାଥନ ପ୍ରଚାର ଜମୁଥିବା ବେଳେ ହାରଜିତ୍‌କୁ ନେଇ ଜୋରସୋର ଅଙ୍କକଷା ଚାଲିଛି। ସହରର କୋଣ ଅନୁକୋଣରେ ପୋଷ୍ଟର ଓ ହୋଡିଂରେ ପ୍ରାର୍ଥୀମାନଙ୍କ...

ଆତଙ୍କ ଖେଳାଉଥିଲା ବିହାରୀ ନଟ୍‌ ଗ୍ୟାଙ୍ଗ

ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜଧାନୀରେ ବିଭିନ୍ନ ଥାନା ଅଞ୍ଚଳରେ ଲୁଟ୍‌ ସହ ଆତଙ୍କ ଖେଳାଉଥିବା ବିହାରୀ ନଟ୍‌ ଗ୍ୟାଙ୍ଗ ଶେଷରେ ଧରାପଡିଛି। ଏହି ଆନ୍ତଃରାଜ୍ୟ ଗ୍ୟାଙ୍ଗର ୨ଜଣଙ୍କୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ପଶ୍ଚିମବଙ୍ଗ ରାଜଗଞ୍ଜ ଥାନା ଅଞ୍ଚଳର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri