ରାଜ୍ୟ

କୁଲଡ଼ିହା ଅଭୟାରଣ୍ୟରେ ହାତୀମଡ଼କ

ସଜନାଗଡ଼,୨୨ ।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟ ଏବେ ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଗତ ୩ମାସ ମଧ୍ୟରେ ୩ ମାଈହାତୀଙ୍କ ମୃତଦେହ ଉଦ୍ଧାର ପରେ ହାତୀମଡ଼କ ନେଇ ଚର୍ଚ୍ଚା ଜୋର୍‌ ଧରିଛି। କ୍ରମାଗତ ଭାବେ...

ପ୍ରାର୍ଥୀନୀଙ୍କ ରୋଡ୍‌ ଶୋ’ରେ ଟେଲି କଳାକାର

ଧାମନଗର, ୨୨ ।୩ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ଏନ୍‌ଏସିରେ ଚଳିତବର୍ଷ ପ୍ରଥମଥର ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳୁଛି। ସୋମବାର ସାରେ ଭାଜପା ଅଧ୍ୟକ୍ଷା ପ୍ରାର୍ଥୀ ପୁଷ୍ପଶ୍ରୀ ମହାନ୍ତି ଧାମନଗରରେ ରୋଡ଼ଶୋ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୨।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରେ ସର୍ବାଧିକ ୭...

ସବୁ ନେତାଙ୍କ ମୁହଁରେ ଯୋଡ଼ାର ବିକାଶ

ଯୋଡ଼ା,୨୨ ।୩(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ଅପରାହ୍ନରେ ଯୋଡ଼ା କେନ୍ଦ୍ରୀୟ ଖେଳ ପଡିଆ ଠାରେ ଗୋଟିଏ ମଞ୍ଚରେ ହେଭିଓ୍ବେଟ ନେତାଙ୍କ ସମାଗମ ହୋଇଥିଲା। ପୂର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ଜିତୁ ପଟ୍ଟନାୟକ, ଧନୁର୍ଜୟ ସିଦ୍ଧୁଙ୍କ...

ଜମୁଛି ପ୍ରଚାର,ଚାଲିଛି ଅଙ୍କକଷା

ବାରିପଦା ଅଫିସ,୨୨ ।୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ଲାଗି ସହର ଦୁଲୁକୁଛି। ପ୍ରାର୍ଥୀଙ୍କ ମାରାଥନ ପ୍ରଚାର ଜମୁଥିବା ବେଳେ ହାରଜିତ୍‌କୁ ନେଇ ଜୋରସୋର ଅଙ୍କକଷା ଚାଲିଛି। ସହରର କୋଣ ଅନୁକୋଣରେ ପୋଷ୍ଟର ଓ ହୋଡିଂରେ ପ୍ରାର୍ଥୀମାନଙ୍କ...

ଆତଙ୍କ ଖେଳାଉଥିଲା ବିହାରୀ ନଟ୍‌ ଗ୍ୟାଙ୍ଗ

ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜଧାନୀରେ ବିଭିନ୍ନ ଥାନା ଅଞ୍ଚଳରେ ଲୁଟ୍‌ ସହ ଆତଙ୍କ ଖେଳାଉଥିବା ବିହାରୀ ନଟ୍‌ ଗ୍ୟାଙ୍ଗ ଶେଷରେ ଧରାପଡିଛି। ଏହି ଆନ୍ତଃରାଜ୍ୟ ଗ୍ୟାଙ୍ଗର ୨ଜଣଙ୍କୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ପଶ୍ଚିମବଙ୍ଗ ରାଜଗଞ୍ଜ ଥାନା ଅଞ୍ଚଳର...

୫ ଓଡ଼ିଆଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫ଜଣ ଓଡ଼ିଆଙ୍କୁ ଦେଶରେ ମର୍ଯ୍ୟାଦାଜନକ ପଦ୍ମଶ୍ରୀ ମିଳିଛି। ସମାଜସେବା କ୍ଷେତ୍ରରେ ସମାଜ ସଂସ୍କାରକ ତଥା ବିଶିଷ୍ଟ ପ୍ରବଚକ ଶ୍ରୀମଦ୍‌ ବାବା ବଳିଆ, ବିଜ୍ଞାନ ଓ ବୈଷୟିକ ଜ୍ଞାନ କ୍ଷେତ୍ରରେ ପ୍ରଫେସର ଡ....

ପ୍ରସ୍ତୁତି ଶେଷ: ନିୟୋଜିତ ହେବେ ୨୨ ହଜାର ପୋଲିଂ କର୍ମଚାରୀ

ଭୁବନେଶ୍ୱର,୨୨ା୩(ବ୍ୟୁରୋ):ଆସନ୍ତା ୨୪ ତାରିଖରେ ୧୦୬ ପୌରସଂସ୍ଥା ଓ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସକାଳ ୮ଟାରୁ ଅପରାହ୍ନ ୫ଟା ମଧ୍ୟରେ ଭୋଟଗ୍ରହଣ କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ସୋମବାର ଖବରଦାତା ସମ୍ମିଳନୀରେ ରାଜ୍ୟ...

ଏପ୍ରିଲରୁ ସ୍କୁଲ୍‌ରେ ମଧ୍ୟାହ୍ନଭୋଜନ

ଭୁବନେଶ୍ୱର, ୨୨ା୩(ବ୍ୟୁରୋ):ରାଜ୍ୟର ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ଦିଆଯିବ। ଏପ୍ରିଲରୁ ଏମ୍‌ଡିଏମ୍‌ ଆରମ୍ଭ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ଯୋଗୁ ସ୍କୁଲଗୁଡ଼ିକ ବନ୍ଦ ରହିଥିଲା। ତେଣୁ ୨୦୨୦ ମାର୍ଚ୍ଚରୁ...

୨୫ରୁ ଆହୁରି ବଢ଼ିବ ତାତି ୪୪ ଡିଗ୍ରୀକୁ ଛୁଇଁବ ପାରଦ

ଭୁବନେଶ୍ୱର,୨୨ା୩(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଛୁଇଁବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ...

ଆନ୍ଧ୍ର ଆବେଦନକାରୀଙ୍କ ପିଟିଶନ ଖାରଜ

ନୂଆଦିଲ୍ଲୀ, ୨୨।୩:କୋରାପୁଟ ଜିଲାର ବିବାଦୀୟ କୋଟିଆର ୨୧ଟି ଗ୍ରାମକୁ ଆନ୍ଧ୍ରପ୍ରଦେଶର ବୋଲି ଘୋଷଣା କରିବା ସହ ସେଠାରେ ଓଡ଼ିଶା ସରକାରଙ୍କ ପକ୍ଷରୁ କରାଯାଇଥିବା ପଞ୍ଚାୟତ ନିର୍ବାଚନକୁ ଅସିଦ୍ଧ ଘୋଷଣା ସକାଶେ ଆନ୍ଧ୍ର ସମର୍ଥିତ ୫ ସରପଞ୍ଚ ଦାୟର କରିଥିବା ଆବେଦନକୁ...

୨୫ରୁ ଆହୁରି କଲବଲ କରିବ ତାତି ୪୪ ଡିଗ୍ରୀକୁ ଛୁଇଁବ ପାରଦ

ଭୁବନେଶ୍ୱର,୨୧ା୩(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଆସନ୍ତା ୨୫ ତାରିଖରୁ ସମଗ୍ର ରାଜ୍ୟ ଆହୁରି ଉତ୍ତପ୍ତ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଛୁଇଁବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri