ରାଜ୍ୟ

ପୁଅର ମୃତଦେହ ବୋହିନେଲେ ବାପା

ରାୟଗଡ଼ା ଅଫିସ,୨୧ା୩: ମୃତଦେହକୁ ମିଳିଲାନି ମହାପ୍ରୟାଣ ଗାଡ଼ି। ରାୟଗଡ଼ା ସହରରେ ୯ବର୍ଷର ପୁଅ ଆକାଶର ମୃତଦେହକୁ ବାପା ସୁରଧର ବେନିଆ କାନ୍ଧରେ ଦେଢ଼ କ.ମି. ବୋହି ନେଉଥିବାର ଦୃଶ୍ୟ ରବିବାର ଦେଖିବାକୁ ମିଳିଛି। ପରିବାର ଓ ସମ୍ପର୍କୀୟମାନେ କାନ୍ଦି କାନ୍ଦି...

କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା ମାମଲା: ୨ ମୁଖ୍ୟ ଷଡ଼ଯନ୍ତ୍ରକାରୀଙ୍କ ସମେତ ୪ ଅଟକ

ପୁରୀ ଅଫିସ,୨୧।୩: ଶ୍ରୀମନ୍ଦିର ସେବାୟତ ତଥା ସୁଆର ମହାସୁଆର ନିଯୋଗର ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ (କାଳିଆ)ଙ୍କୁ ଗୁଳିକରି ହତ୍ୟା ମାମଲାରେ ରବିବାର ପୁରୀ ପୋଲିସ ୪ଜଣଙ୍କୁ ଅଟକ ରଖିଛି। ଏମାନଙ୍କ ମଧ୍ୟରେ ୨ଜଣ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଓ ୨ଜଣ ସହଯୋଗୀ...

୪୦ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ହେଉଛି ଖରା ତାତି। ରବିବାର ୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ଟିଟିଲାଗଡ଼ ୪୧.୪ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ୪ ସହର ମଧ୍ୟରେ ବଲାଙ୍ଗୀର ୪୧,...

ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କଲେ ମା’

ଭୁବନେଶ୍ୱର,(ବ୍ୟୁରୋ)/ ଧର୍ମଶାଳା, (ଡି.ଏନ.ଏ.)୨୧।୩: ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି ପୋତି ଦିଆଯିବା ଘଟଣାରେ ପୋଲିସର ତଦନ୍ତକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।...

ଅଜଣା ଜନ୍ତୁର ପାଦଚିହ୍ନକୁ ନେଇ ଆତଙ୍କ

ମହାକାଳପଡ଼ା ,୨୧ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ଅଞ୍ଚଳ କାଜୁ ଜଙ୍ଗଲ ମଧ୍ୟ ନଳଗୋଠ ଫାର୍ମ ରାସ୍ତାରେ ଏକ କିମି ପର୍ଯ୍ୟନ୍ତ ଏକ ଅଜଣା ଜନ୍ତୁର ପାଦଚିହ୍ନ ପଡିଛି। ଜଙ୍ଗଲ ବାଲି ରାସ୍ତାରେ ଏହି ଅଜଣା ଜନ୍ତୁ...

ପୌର ନିର୍ବାଚନ ପୂର୍ବରୁ ଜୟପୁରରେ ଫୁଟିଲା ଗୁଳି

ଜୟପୁର, ୨୧ା୩ (ନି.ପ୍ର.): ଜୟପୁର ସହରରେ ପୌର ନିର୍ବାଚନ ପୂର୍ବରୁ ଗୁଳି ଫୁଟିଛି। କେତେକ ଦୁର୍ବୃତ୍ତ ଗୋପବନ୍ଧୁ ନଗରର କାର୍ତ୍ତିକ ନାଗଙ୍କୁ ଅପହରଣ କରି ଗୁଳିକରି ହତ୍ୟା ଉଦ୍ୟମ କରିଛନ୍ତି। ଏହାକୁ ନେଇ ଜୟପୁରରେ ରାଜନୀତି ସରଗରମ ହୋଇଛି। ଘଟଣା...

ସମିତି ସଭ୍ୟାଙ୍କ ଘର ପୋଡ଼ି, ବିରୋଧୀଙ୍କୁ ଆକ୍ରମଣ

ବାଙ୍କୀ,୨୧ା୩(ସ୍ବ.ପ୍ର.): ପଞ୍ଚାୟତ ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ହିଂସା ଥମିବାର ନଁା ନେଉନାହିଁ। ଶନିବାର କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ କାଳିପୋଇ ପଞ୍ଚାୟତର ୨ ଗ୍ରାମରେ ହୋଲି ଖେଳ ପରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ନବନିର୍ବାଚିତ ସମିତି ସଭ୍ୟାଙ୍କ...

ସରିଲା କମିଶନିଂ: ୨୩ରେ ପୋଲିଂ ବୁଥ୍‌କୁ ଯିବ ଇଭିଏମ୍‌

ଭୁବନେଶ୍ୱର,୨୧।୩(ବ୍ୟୁରୋ): ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ ଇଭିଏମ୍‌ରେ କମିଶନିଂ ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ସାରିବାକୁ ଧାର୍ଯ୍ୟ ହୋଇଥିଲା। ତେବେ ଦୁଇଦିନ ମଧ୍ୟରେ ସମସ୍ତ ଇଭିଏମ୍‌ରେ...

ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆଜି ଅର୍ଥାତ୍‌ ମାର୍ଚ୍ଚ ୨୦କୁ ପଖାଳ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ଘରେ ଏବଂ ହୋଟେଲରେ ପଖାଳ ମଜା ଉଠାଇଛନ୍ତି ଲୋକେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜେ ପଖାଳ ଖାଇ ଲୋକଙ୍କୁ ପଖାଳ ଦିବସର...

ନିଜକୁ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ଅଧିକାରୀ କହି ଠକୁଥିଲେ କୋଟିକୋଟି ଟଙ୍କା, ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଅଢ଼େଇ କୋଟି ଟଙ୍କା ଠକେଇ ଅଭିଯୋଗରେ ହିମାଂଶୁ ଭଣ୍ଡାରୀ ନାମକ ଜଣେ ବ୍ୟକ୍ତିଙ୍କୁ ନୋଏଡାରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ରାହତକୋଷ ଯୋଜନାରେ ଟଙ୍କା ଦେବାକୁ କହି ଲୋକଙ୍କୁ ଠକି ଚାଲିଥିଲେ ହିମାଂଶୁ। ୨ କୋଟି...

ଓଡିଆଙ୍କୁ ‘ବିଶ୍ୱ ପଖାଳ ଦିବସ’ର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ,୨୦।୩: ଆଜି ‘ବିଶ୍ୱ ପଖାଳ ଦିବସ’। ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ରୂପେ ପାଳନ କରାଯାଏ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ରବିବାର ବିଶ୍ବ ପଖାଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।...

ଖସୁଛି ସଂକ୍ରମଣ: ଆଜି ୪୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ରାଜ୍ୟରେ ରବିବାର ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri