ରାଜ୍ୟ

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଡ଼ିଶାରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ

ଭୁବନେଶ୍ୱର:୩୦।୮: ରାଜ୍ୟରେ ନୂଆ ଅବକାରୀ ନୀତି ଆଣିଛନ୍ତି ରାଜ୍ୟ ସରକାର। ଏହି ନୂଆ ଆଇନ ବଳରେ ରାଜ୍ୟରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ। ବାର୍‌ ଗୁଡ଼ିକରେ ଚାହିଁଲେ ଅନୁମତି ନେଇ କେବେଳ ସଂଗୀତ ପରିବେଷଣ କରିପାରିବେ। କୌଣସି...

ଗ୍ରାମାଞ୍ଚଳରେ ଖୋଲିବ ନାହିଁ ନୂଆ ମଦ ଦୋକାନ: ଅବକାରୀ ନୀତି ଆଣିଲେ ରାଜ୍ୟ ସରକାର

ଭୁବନେଶ୍ୱର:୩୦।୮: ଶୁକ୍ରବାର ନୂଆ ଅବକାରୀ ନୀତି ଆଣିଛନ୍ତି ଓଡିଶା ସରକାର। ଆସନ୍ତା ସେପ୍ଟେମ୍ବର ୧ରୁ ରାଜ୍ୟରେ ଏହି ନୂଆ ଆଇନ ଲାଗୁହେବ। ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ନୂଆ ଆଇନ ବଳରେ ଗ୍ରାମାଞ୍ଚଳରେ ଆଉ ନୂଆ...

ରେଣ୍ଡୋ ମାଝିଙ୍କ ଶହୀଦ ଦିବସରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

କୋକସରା,୩୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆଦିବାସୀ ସଂଘ ପକ୍ଷରୁ ରେଣ୍ଡୋ ମାଝିଙ୍କ ୧୬୯ ତମ ଶହୀଦ ଦିବସ ପାଳନ ଓ ଜିଲାରେ ନିର୍ମାଣାଧୀନ ଆଦିବାସୀ ଭବନର ଶୁଭ ଉଦ୍‌ଘାଟନ କରିବା ପାଇଁ ଜିଲା ଆଦିବାସୀ ସଂଘର ଏକ ପ୍ରତିନିଧି...

ପାଳ ଭାଡ଼ିତଳୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଧୀନ କରଦାଙ୍ଗି ଗ୍ରାମରୁ ଅପହୃତ ନାବାଳକ ଶାନ୍ତନୁ ପାତ୍ର(୧୨)ଙ୍କୁ ପୋଲିସ ଉଦ୍ଧାର କରିଛି। ନାବାଳକ ମୁମୂର୍ଷୁ ଅବସ୍ଥାରେ ଏକ ପାଳ ଭାଡ଼ିତଳେ ପଡ଼ିଥିଲେ। ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତଲକୋଇ...

ବଡ଼ ଘୋଷଣା କଲେ ସରକାର: ଅଙ୍ଗନୱାଡି କର୍ମୀ, ଆଶା, ସିଆର୍‌ପି କରିପାରିବେ ଆବେଦନ

ଭୁବନେଶ୍ୱର:୩୦।୮: ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ସୁଭଦ୍ରା ଆରମ୍ଭ କରିଛନ୍ତି। ମହିଳାମାନଙ୍କୁ ମାନଙ୍କୁ ଆର୍ଥିକ ସହାୟତ ୟତା ପ୍ରଦାନ କରି ସେମାନଙ୍କ ଆର୍ଥକ ସ୍ୱାଧୀନତା ତଥା ଡିଜିଟାଲ ଆର୍ଥିକ ସାକ୍ଷରତାକୁ ପ୍ରୋତ୍ସାହିତ କରି କରିବା ଏହି...

ବାପଘରୁ ଶାଶୁଘର ଫେରିବା ବେଳେ ମହିଳାଙ୍କୁ ଗଣବଳାତ୍କାର

ବାଲେଶ୍ୱର,୩୦।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳରୁ ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି। ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ବାଲିଆପାଳ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅଚ୍ୟୁତ ସାମନ୍ତ, ଜାଣନ୍ତୁ କ’ଣ ହେଲା ଆଲୋଚନା

ଭୁବନେଶ୍ୱର:୩୦।୮: ଶୁକ୍ରବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି ପୂର୍ବତ୍ତନ କନ୍ଧମାଳ ଏମପି ତଥା କିସ୍ ଓ କିଟ୍ ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ। ଏନେଇ ସୋସିଆଲ ମିଡିଆ ପ୍ଳାର୍ଟଫର୍ମ ଏକ୍ସ’ରେ ଏକ ପୋଷ୍ଟ ସେ କରି ସୂଚନା ଦେଇଛନ୍ତି।...

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଲାଗିଲା ନିଆଁ

କୋରାପୁଟ,୩୦।୮(ଅମିତାଭ ବେହେରା ): କୋରପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାତୃ ଓ ଶିଶୁ ୟୁନିଟ ଏସଏନ୍‌ସିୟୁ ଗୃହରେ ଥିବା ପ୍ୟାନେଲ ବୋର୍ଡରେ ବିଦ୍ୟୁତ୍‌ ଶଟ୍‌ ସର୍କିଟ ଯୋଗୁ...

ସ୍ୱାମୀ-ସ୍ତ୍ରୀ ଭିନ୍ନ ଭିନ୍ନ ବିଭାଗରେ ଚାକିରି କରିଥିଲେ ଗୋଟିଏ ଜିଲାରେ ମିଳିବ କି ନିଯୁକ୍ତି ? ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର:୩୦।୮: ଓଡ଼ିଶାରେ ଉଭୟେ ସ୍ୱାମୀ ସ୍ତ୍ରୀ ସରକାରୀ ଚାକିରି କରୁଥିଲେ ସେମାନଙ୍କ ପାଇଁ ଖୁସି ଖବର। ଶୁକ୍ରବାର ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବଡ଼ କଥା କହିଛନ୍ତି। ସ୍ୱାମୀ ଓ ସ୍ତ୍ରୀ ୨ଜଣ ଭିନ୍ନ ଭିନ୍ନ...

ଓଲଟିଲା ସ୍କୁଲ ଭ୍ୟାନ: ୧୦ ଛାତ୍ରୀଛାତ୍ର ଆହତ

ଚାନ୍ଦବାଲି:୮।୩୦: ଭଦ୍ରକ ଜିଲା ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ସ୍କୁଲ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ଦୁର୍ଘଟଣାରେ ୧୦ଜଣ ଛାତ୍ରୀଛାତ୍ର ଆହତ ହୋଇଛି। ଆହତ ଛାତ୍ରୀଛାତ୍ରଙ୍କୁ ଚାନ୍ଦବାଲି ମେଡିକାଲରେ...

ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ

ଭୁବନେଶ୍ୱର:୩୦।୮: ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ। ଏ ନେଇ ସବୁ ଜିଲାପାଳ ଏବଂ...

ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ଗ୍ରହଣ କରାଯିବ ନୂଆ ବ୍ୟବସ୍ଥା: ବୃଦ୍ଧବୃଦ୍ଧା, ମହିଳାଙ୍କ ପାଇଁ ଅଲଗା ଧାଡ଼ି

ପୁରୀ,୩୦।୮: ଶୁକ୍ରବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭକ୍ତମାନଙ୍କ ସହଜ ଦର୍ଶନଠାରୁ ଆରମ୍ଭ କରି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri