ରାଜ୍ୟ

ଗାଧୋଇବା ବେଳେ ଚାଲିଗଲା ଜୀବନ

ଜଗତସିଂହପୁର ଅଫିସ, ୧୭।୩: ଜଗତସିଂହପୁର ଜଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତ ବଡ଼ଜିଙ୍ଗଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୋଷଲ ମହାନଦୀ ଘାଟରେ ଗାଧୋଇବା ବେଳେ ୫ ଜଣ ଯୁବକ ବୁଡି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୧୫୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଭୋଟ୍‌ ପାଇଁ ୩ ଦିନ ଛୁଟି

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ତେବେ ନିର୍ବାଚନରେ ଭୋଟ୍‌ ଦେବାକୁ ସରକାରୀ କର୍ମଚାରୀଙ୍କୁ ୩ ଦିନ ଛୁଟି ମିଳିବ। ଭୋଟ୍‌ ପୂବଦିନ, ଭୋଟ୍‌...

ଆକାଉଣ୍ଟ ଡିଲିଟ୍‌ କରିବାକୁ ଶାଦି ଡଟ୍‌ କମ୍‌କୁ ଚିଠି ଲେଖିଲା କମିଶନରେଟ ପୋଲିସ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କର ଆକାଉଣ୍ଟ ଡିଲିଟ୍‌ କରିବାକୁ ଶାଦି ଡଟ୍‌ କମ୍‌କୁ ଚିଠି ଲେଖିଲା କମିଶନରେଟ ପୋଲିସ। ସେହିପରି ଶାଦି ଡଟ୍‌ କମ୍‌ରେ ରମେଶ କେତୋଟି ଆକାଉଣ୍ଟ ଖୋଲିଛନ୍ତି । ସେନେଇ ତଥ୍ୟ ମାଗିଛି ପୋଲିସ ।...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶର,୧୭।୩(ବ୍ୟୁରୋ) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଇଛି କରୋନା । ତେବେ ମୃତକ ଜଣଙ୍କ କଟକ ଜିଲାର...

ଏପ୍ରିଲ ୨୮ରୁ ଅଫ୍‌ଲାଇନ୍‌ରେ ହେବ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆସନ୍ତା ଏପ୍ରିଲ ୨୮ରୁ ରାଜ୍ୟରେ ଅଫଲାଇନ୍‌ ମୋଡ୍‌ରେ ଦ୍ୱାଦଶ(ଯୁକ୍ତ ୨) ପରୀକ୍ଷା ଆରମ୍ଭ ହେବ। ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ଦୈନିକ ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ। ମହାମାରୀ...

ଛାତ୍ରୀଙ୍କ ଉପରେ ଚଢ଼ିଗଲା ପଥରବୋଝେଇ ଟ୍ରାକ୍ଟର

ଖୋର୍ଦ୍ଧା ଅଫିସ,୧୭ା୩: ଟ୍ରାକ୍ଟର ଧକ୍କାରେ ଜଣେ ସପ୍ତମ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏପରି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଡିହଖଳାରେ। ମୃତ ଛାତ୍ରୀ ଜଣଙ୍କ ହେଲେ ସସ୍ମିତା ସ୍ବାଇଁ। ଗୁରୁବାର ସକାଳେ ସସ୍ମିତା ସାଇକେଲ...

ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଡ୍ରାଇଭର ଗିରଫ ହୋଇଛନ୍ତି। ନୟାଗଡ଼ ଜିଲା ରଣପୁର ଅଞ୍ଚଳରୁ ରମେଶଙ୍କ ଡ୍ରାଇଭର ଚିତ୍ତରଞ୍ଜନ ପଟ୍ଟନାୟକ ଓରଫ ପପୁକୁ ଗିରଫ କରିଛି କମିଶନରେଟ୍‌ ପୋଲିସ। ରମେଶ ଗିରଫ ହେବା ପରଠାରୁ ପପୁ ଫେରାର ଥିଲେ।...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ,୧୭।୩: ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ତାଙ୍କ ଘର, ଅଫିସ, ଶ୍ୱଶୁର ଘର ସମେତ ୫ଟି...

ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୫ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୬୪ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪୧ ଲୋକାଲ କେସ୍‌ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୨୨ଜଣ ପିଲା ରହିଛନ୍ତି। ଏନେଇ ରାଜ୍ୟ ସୂଚନା...

ମାରାଥନ ପ୍ରଚାରରେ ବିଜେଡି ମେୟର ପ୍ରାର୍ଥୀନୀ: ବସ୍ତି ଭୋଟରଙ୍କ ଉପରେ ଫୋକସ୍‌

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ପାଇଁ ଏବେ ଲଢେଇ ଜୋର୍‌ଦାର ହେବା ଆରମ୍ଭ ହୋଇଯାଇଛି। ପ୍ରଥମ ଥର ମେୟର ନିର୍ବାଚନ ପାଇଁ ସିଧାସଳଖ ଭୋଟ୍‌ ହେଉଥିବାରୁ ଏହାକୁ ଦଖଲ କରିବା ପାଇଁ ରାଜ୍ୟର ୩ ପ୍ରମୁଖ ଦଳ...

୫ ଘଣ୍ଟାରେ ପଚରାଗଲା ୧୦୦ରୁ ଊର୍ଦ୍ଧ୍ୱ ପ୍ରଶ୍ନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ସମ୍ପତ୍ତି ଲୁଟିବା ସହ ଏକାଧିକ ଠକେଇ ମାମଲାରେ ଗିରଫ ହୋଇ ଜେଲ ଯାଇଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବୁଧବାର ଲାଏ ଡିଟେକ୍ସନ୍‌ କରାଯାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri