ରାଜ୍ୟ

ବୁଧବାରଠୁ ଆରମ୍ଭ ହେବ ୧୨-୧୪ ବର୍ଷ ବୟସ୍କଙ୍କ ଟିକାକରଣ

ଭୁବନେଶ୍ୱର,୧୫।୩ (ବ୍ୟୁରୋ): ରାଜ୍ୟରେ ୨୦୧୫ ମାର୍ଚ୍ଚ ୧୦ ପୂର୍ବରୁ ଜନ୍ମ ହୋଇଥିବା ୧୨ରୁ ୧୪ ବର୍ଷ ବୟସ୍କଙ୍କ ଟିକାକରଣ ବୁଧବାରଠୁ ଆରମ୍ଭ ହେବ । ପୂର୍ବରୁ ଜନ୍ମ ବର୍ଷ ଆଧାରରେ ଟୀକା ଦିଆଯାଉଥିଲା । ଏବେ ଜନ୍ମ ତାରିଖ ଆଧାରରେ...

ବଜେଟ ଅଧିବେଶନ ପୂର୍ବରୁ କରାଯିବ କୋଭଡ ଟେଷ୍ଟ

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଆସନ୍ତା ୨୩ରୁ ବସିବ ବଜେଟ ଅଧିବେଶନ । ଏହାପୂର୍ବରୁ ଆଜି ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି । ତେବେ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ବୋଲି ସରକାରୀ ଦଳ ମୁଖ୍ୟ ସଚେତକ...

ମହିଳା ଥାନାରେ ହାଜର ହେଲେ ନକଲି ଡାକ୍ତରଙ୍କ ପ୍ରଥମ ସ୍ତ୍ରୀ

ଭୁବନେଶ୍ବର ୧୫।୩ : ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ରମେଶଙ୍କୁ ପୋଲିସ ରିମାଣ୍ଡରେ ଆଣି ପଚରାଉଚରା କରୁଥିବା ବେଳେ ଏଯାଏ କୌଣସି ତଥ୍ୟ ପୋଲିସ ହାତରେ ଲାଗିନାହିଁ। ରମେଶଙ୍କ ବିଷୟରେ ଅଧିକ...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଛି। ତେବେ ଏହାରି ଭିତରେ ବାତ୍ୟାର ଆଶଙ୍କା ଦେଖାଗଲାଣି। ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଜିଏଫଏସ୍‌, ଇସିଏମ୍‌ଡବ୍ଲୁଏଫ୍‌, ଆଇଏମ୍‌ଡି ଜିଏଫଏସ୍‌ ମଡେଲ୍‌ ଅନୁସାରେ, ଆସନ୍ତା ୨୨ରେ ବଙ୍ଗୋପସାଗରରେ ବାତ୍ୟା...

ମରାମତି ହେଲା ଦବିଥିବା ରାସ୍ତା

ଆରଡ଼ି, ,୧୫।୩ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସାଠିବାଙ୍କୁଡ଼ା ଓ ବୋଡ଼କ ଗ୍ରାମର ମଧ୍ୟସ୍ଥଳରେ ୨୦ ନଂ. ଜାତୀୟ ରାଜପଥ ଦବି ଯାଇଥିଲା। ଫଳରେ ରାସ୍ତା ବୈତରଣୀ ନଦୀ ଆଡ଼କୁ ଢଳି ପଡ଼ିଥିଲା। ରବିବାର ରାତିରୁୁ ଉକ୍ତ ସ୍ଥାନରେ...

ଶ୍ରେଣୀଗୃହ ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ର ଆହତ

ବାରିପଦା ଅଫିସ,,୧୫।୩ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ବାକରତଳା ହାଇସ୍କୁଲ ଶ୍ରେଣୀଗୃହ ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ର ଆହତ ହୋଇଛନ୍ତି। ସ୍କୁଲ କର୍ତ୍ତୃପକ୍ଷ ଚିକିତ୍ସା ଲାଗି ସେମାନଙ୍କୁ ନିକଟସ୍ଥ ତାଟୋ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଆହତ ଛାତ୍ରମାନେ ହେଲେ...

ନର୍ଦ୍ଦମା ଯନ୍ତ୍ରଣାରେ ଅଣନିଃଶ୍ୱାସୀ

ବାଲେଶ୍ୱର ଅଫିସ, ,୧୫।୩ ବାଲେଶ୍ୱର ପୌରାଞ୍ଚଳର ୩୧ଟି ଓ୍ବାର୍ଡ ମଧ୍ୟରୁ ୧୯ ନଂ. ଓ୍ବାର୍ଡ ପ୍ରମୁଖ ଅଟେ। ଏହି ଓ୍ବାର୍ଡରେ ରେଳଷ୍ଟେଶନଠାରୁ ଆରମ୍ଭ କରି ଫାଣ୍ଡି ଛକରୁ ଅଦାଲତ ଯାଏ, ଷ୍ଟେଶନ ଛକରୁ ପୋଲିସଲାଇନ୍‌ ଛକ, ପୋଲିସଲାଇନ୍‌ ଛକରୁ ଏସ୍‌ପି...

ଶୋଲା ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ,୧୫।୩ (ସ୍ବ.ପ୍ର.) ଉପଯୁକ୍ତ ପ୍ରୋତ୍ସାହନ ଅଭାବରୁ ହରିଚନ୍ଦନପୁର ବ୍ଲକର ବଡକମଣ୍ଡରା, ସାନକମଣ୍ଡରା ଓ ଆଖପାଖ ଅଞ୍ଚଳର ଶୋଲା ଚାଷୀ ଉପକୃତ ହୋଇ ପାରୁନାହାନ୍ତି। ବିନା ଜଳସେଚନ ବ୍ୟବସ୍ଥା ଓ ପ୍ରୋତ୍ସାହନରେ ଶୋଲା ଚାଷ କରି ପରିବାର ଗୁଜୁରାଣ କରୁଛନ୍ତି।...

ନିର୍ଣ୍ଣାୟକ ଭୂମିକା ନେବେ ବସ୍ତିବାସିନ୍ଦା

ବାରିପଦା ଅଫିସ,୧୫।୩ ମୟୂରଭଞ୍ଜ ଜିଲାରେ ପଞ୍ଚାୟତ ନିର୍ବାଚନ ସରିବା ପରେ ପୌର ନିର୍ବାଚନ ଉଷ୍ମତା ବୃଦ୍ଧି ପାଇଛି। ଜିଲା ପରିଷଦ ନିର୍ବାଚନରେ ଅପୂର୍ବ ସଫଳତା ହାସଲ କରିଥିବା ବିଜେଡି କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ବିଫଳତାକୁ ନେଇ...

ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଆସିବା ପରେ ଜମୁଛି ପ୍ରଚାର

ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ରେ ପୌର ନିର୍ବାଚନ। ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଆସିବା ପରେ ଜମୁଛି ପ୍ରଚାର। ଭୁବନେଶ୍ୱର ମହାନଗର ନିଗମ ମଇଦାନରେ ଏବେ ୧୨ ମେୟର ଓ ୨୮୯ କର୍ପୋରେଟର ପ୍ରାର୍ଥୀ । ସେହିପରି କଟକରେ...

ଭିଜିଲାନ୍ସ ଜାଲରେ ଜିଲା କୃଷି ଅଧିକାରୀ

ମାଲକାନଗିରି,୧୫।୩(ଡି.ଏନ୍‌.ଏ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲା କୃଷି ଅଧିକାରୀ ଏମ. ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ମାଲକାନଗିରିସ୍ଥିତ ଅଫିସ ସମେତ ସରକାରୀ ବାସଭବନରେ ଚଢାଉ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା...

ପୂରଣ ହେବ ଦୃଷ୍ଟିହୀନ ମଧୁମିତାଙ୍କ ସ୍ବପ୍ନ

ଢେଙ୍କାନାଳ ଅଫିସ, ,୧୫।୩ ଏଥର ହାର୍‌ମୋନିୟମ ଉପରେ ଚାଲିବ ଅଙ୍ଗୁଳି। ଜନ୍ମରୁ ଆଖି ନାହିଁ ବୋଲି ଯେଉଁ ଅବସୋସ ରହିଯାଇଛି, ସେହି କ୍ଷତକୁ ଅନେକାଂଶରେ ଉପଶମ ହେବ। ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ହାରମୋନିୟମ୍‌ ଦିଆଯିବା ପରେ ଦୃଷ୍ଟିହୀନ ମଧୁମିତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri