ରାଜ୍ୟ

ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ

କାମାକ୍ଷାନଗର,୧୪ା୩(ଡି.ଏନ୍‌.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ ଦେଖିବାକୁ ମିଳିଛି ଏଭଳି ଅମାନବୀୟ କାଣ୍ଡ। ବାପଘର ଲୋକେ ଗୁରୁତର ଅବସ୍ଥାରେ ଝିଅଙ୍କୁ...

ଉଚ୍ଚ ଶବ୍ଦ ସୃଷ୍ଟିକାରୀ ବାଇକ ଦେଖିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ସାବଧାନ! ଏଣିକି ବାଇକ୍‌ରୁ ଉଚ୍ଚ ଶବ୍ଦ ବାହାରୁଥିଲେ ହେବ କାର୍ଯ୍ୟାନୁଷ୍ଠାନ। ଖୋଜି ଖୋଜି ଧରିବ ପୋଲିସ। ରାଜଧାନୀରେ ଅନେକ ଯୁବକ ବାଇକ୍‌କୁ ମଡେଲିଂ କରିବା ସହ ସେଥିରେ ବିକଟାଳ ବା ଉଚ୍ଚ ଶବ୍ଦ ସୃଷ୍ଟିକାରୀ ସାଇଲେନ୍ସର ପାଇପ୍‌ ଲଗାଉଛନ୍ତି।...

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କ ଘରେ ଚଢ଼ାଉ ଚାଲିଛି। ଆର୍‌ ଆଣ୍ଡ ବି ଡିଭିଜନ ଫୋର୍‌ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି...

ବିଜେଡି ପ୍ରାର୍ଥୀଙ୍କୁ ଟକ୍କର ଦେବେ ସ୍ବାଧୀନ

ଖୋର୍ଦ୍ଧା ଅଫିସ,୧୪ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିବସ। ଟିକେଟ ବଣ୍ଟନକୁ କେନ୍ଦ୍ର କରି ଭାଜପା ଓ ବିଜେଡିରୁ ଏକାଧିକ ଅସନ୍ତୁଷ୍ଟ କର୍ମୀ ମଇଦାନକୁ ଓହ୍ଲାଇଛନ୍ତି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବା ପରେ ସ୍ପଷ୍ଟ...

ପୁଞ୍ଜିଭୂତ ଜନଅସନ୍ତୋଷର ପ୍ରତିଫଳନ

ଖୋର୍ଦ୍ଧା ଅଫିସ,୧୪ା୩: ବିଜେଡିରୁ ନିଲମ୍ବିତ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗୁଣ୍ଡାଗର୍ଦ୍ଦିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଶନିବାର ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଚାଲୁଥିବାବେଳେ ବ୍ଲକ କାର୍ଯ୍ୟାଳୟ ଆଗରେ ଲୋକଙ୍କ ଉପରକୁ ବିଧାୟକ ଜଗଦ୍ଦେବ...

ଏମ୍‌ସିଏଲ୍‌ ସର୍ବବୃହତ୍‌ କୋଇଲା ଉତ୍ପାଦନକାରୀ କମ୍ପାନୀ

ତାଳଚେର,୧୪ା୩(ଡି.ଏନ.ଏ.): ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ଚଳିତ ଆର୍ଥିକ ବର୍ଷରେ କୋଇଲା ଉତ୍ପାଦନରେ ୧୫୭ ମିଲିୟନ୍‌ ଟନ୍‌ ଅତିକ୍ରମ କରି ଦେଶର ଅଗ୍ରଣୀ କୋଇଲା ଉତ୍ପାଦନକାରୀ କମ୍ପାନୀ ହୋଇପାରିଛି। ଗତ ୧୨ ତାରିଖ ସୁଦ୍ଧା କମ୍ପାନୀ ଶୁଖିଲା ଇନ୍ଧନର...

ଚିଲିକା ମଝିରେ ଅଟକିଲା ଭସାପୋଲ

କୃଷ୍ଣପ୍ରସାଦ,୧୪ା୩(ଡି.ଏନ୍‌.ଏ.): ଚିଲିକା ମଝିରେ ଅଟକିଲା ଯାତ୍ରୀବାହୀ ଭସାପୋଲ (ଭେସେଲ)। ରବିବାର ଅପରାହ୍ନ ୫ଟାରେ ଏକ ପର୍ଯ୍ୟଟକ ବସ୍‌, ୧୫ଟି ଦୁଇଚକିଆ ଯାନ ଏବଂ ୩୦ଜଣ ଯାତ୍ରୀଙ୍କୁ ନେଇ ଭସାପୋଲଟି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ସାତପଡ଼ାରୁ ଚିଲିକାରେ ଜହ୍ନିକୁଦା...

ପୁନଃ ମୂଲ୍ୟାୟନ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଟର୍ମ-୧ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଏହି ପରୀକ୍ଷା ଦେଇଥିବା ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଦ୍ୱିତୀୟ ଭାଷା ଓଡ଼ିଆରେ କମ୍‌ ମାର୍କ ଦିଆଯାଇଥିବା ବହୁ ଅଭିଭାବକ ଏବଂ ପରୀକ୍ଷାର୍ଥୀ...

ରାୟଗଡ଼ାର ସରସ୍ବତୀ ସର୍ବକନିଷ୍ଠା ଜିଲା ପରିଷଦ ସଭାପତି

ରାୟଗଡ଼ା ଅଫିସ,୧୪ା୩: ରାୟଗଡ଼ା ଜିଲା ପରିଷଦ ସଭାପତି ରୂପେ କାଶୀପୁର ବ୍ଲକ ‘ଗ’ ଜୋନ୍‌ର ଜିଲା ପରିଷଦ ସଭ୍ୟା ସରସ୍ବତୀ ମାଝି ନିର୍ବାଚିତ ହୋଇଛନ୍ତି। ବିଜେଡିରୁ ସେ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ଏହି ଆସନ ହାତେଇବାରେ ସଫଳ ହୋଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ...

ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ମାମଲା: ପୂର୍ବତନ ଏଜିଙ୍କୁ ସିବିଆଇର ପଚରାଉଚରା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ମାମଲାରେ ଛନ୍ଦି ହୋଇଥିବା ଓଡ଼ିଶାର ପୂର୍ବତନ ଆଡ୍‌ଭୋକେଟ୍‌ ଜେନେରାଲ୍‌ (ଏଜି) ଅଶୋକ ସେଠୀଙ୍କୁ ସିବିଆଇ ପଚରାଉଚରା କରିଛି। ଭୁବନେଶ୍ୱରସ୍ଥିତ ସିବିଆଇ କାର୍ଯ୍ୟାଳୟରେ ୩୦ ମିନିଟ୍‌ରୁ ଅଧିକ ସମୟ ଧରି ତାଙ୍କୁ ପଚରାଉଚରା କରାଯାଇଥିଲା। ତେବେ ଗିରଫ...

ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ, ବାହାରିବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ପରିଷଦ(ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ଆସନ୍ତା ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଗତ ୧ ତାରିଖଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଗତ ୭...

ଆସୁଛି ଉତ୍ତପ୍ତ ବାୟୁ, ବଢ଼ିବ ତାତି

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାର୍ଚ୍ଚ ଅଧାରୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ଦୁଇଦିନ ପରେ ପାରଦ ଆହୁରି ଉପରମୁହାଁ ହେବ। ରାଜ୍ୟକୁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରୁ ଶକ୍ତିଶାଳୀ ଶୁଷ୍କ ଉତ୍ତପ୍ତ ବାୟୁ ପ୍ରବେଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri