ରାଜ୍ୟ

ଜଳିଗଲା ବାଇକ୍‌ ଶୋ’ ରୁମ୍‌

ବାଙ୍କୀ,୧୧ା୩(ଡି.ଏନ୍‌.ଏ.): ବାଙ୍କୀ ବଜାରସ୍ଥିତ ଏକ ବାଇକ ଶୋ’ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫଳରେ ଶୋ’ରୁମ୍‌ରେ ଥିବା ବାଇକ୍‌ ସମେତ ସମସ୍ତ କମ୍ପ୍ୟୁଟର ଓ ଆସବାବପତ୍ର ଜଳିପୋଡ଼ି ପାଉଁଶ ହୋଇଯାଇଛି। ସୂଚନାନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ଅନ୍ନପୂର୍ଣ୍ଣା ମୋଟର୍ସର ବାଇକ୍‌ ଶୋ’...

ନନ୍ଦନକାନନରେ ଧଳା ବାଘୁଣୀ ରୁପା ଜନ୍ମ କଲା ପ୍ରଥମ ଶାବକ

ବାରଙ୍ଗ,୧୧।୩(ଡି.ଏନ୍‌.ଏ.): ନନ୍ଦନକାନନରେ ଧଳା ବାଘୁଣୀ ରୁପା ଶୁକ୍ରବାର ସକାଳେ ତାର ପ୍ରଥମ ଶାବକ ଜନ୍ମ ଦେଇଛି। ବାଘ ଶାବକର ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଛି। ଏବେ ସ୍ବତନ୍ତ୍ର ଖୁଆଡରେ ଥିବା ସିସିଟିଭରେ ନଜର ରଖାଯାଇଛି। ଶାବକ ଛୁଆ ଜନ୍ମ ହେବା ପରେ...

ସୁସ୍ଥ ହେଲେ ହକି ଖେଳାଳି

ଢେଙ୍କାନାଳ ଅଫିସ, ୧୧ା୩ ଢେଙ୍କାନାଳ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଦ୍ୱିତୀୟ ନାଭାଲ ଟାଟା ହକି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୭ ମହିଳା ହକି ଖେଳାଳି ଗ୍ୟାସ୍‌ଟ୍ରାଇଟ୍‌ର ଶିକାର ହୋଇ ବୁଧବାର ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସା ପରେ ଗୁରୁବାର ସମସ୍ତେ ସୁସ୍ଥ ହୋଇଛନ୍ତି।...

ପରିମଳ ଉପରେ ଦିଆଯାଉନି ଧ୍ୟାନ

ଅନୁଗୋଳ ଅଫିସ,୧୧ା୩ ଜନସଂଖ୍ୟା ଦୃଷ୍ଟିରୁ ଅନୁଗୋଳ ପୌରାଞ୍ଚଳର ତୃତୀୟ ବୃହତ୍ତମ ଓ୍ବାର୍ଡ ହେଉଛି ୧ ନମ୍ବର ଓ୍ବାର୍ଡ। ଜନବହୁଳ ଅଞ୍ଚଳ ହୋଇଥିବାରୁ ଏହି ଓ୍ବାର୍ଡର ସମସ୍ୟା ମଧ୍ୟ ଅଧିକ। ହେଲେ ଦୀର୍ଘବର୍ଷ ହେଲା ପୌର ପ୍ରଶାସନ ଏହାର ସମାଧାନ କରିପାରୁ...

ସବୁଠି ସମାନ ସମସ୍ୟା

ଢେଙ୍କାନାଳ ଅଫିସ, ୧୧ା୩ ଆସନ୍ତା ୨୪ରେ ବହୁ ପ୍ରତୀକ୍ଷିତ ପୌର ନିର୍ବାଚନ। ଏଥିଲାଗି ସରିଛି ନାମାଙ୍କନ ପ୍ରକ୍ରିୟା। ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ୧୪ ତାରିଖରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ଜନ ସମର୍ଥନ ହାସଲ କରିବାକୁ ଏବେଠାରୁ ପ୍ରଚାର...

ହରିଶ୍ଚନ୍ଦ୍ର ଯୋଜନାରେ ଅର୍ଥ ହଡ଼ପ ଅଭିଯୋଗ

ପାଟଣା,୧୧ା୩(ସ୍ବ.ପ୍ର.): ଗରିବଙ୍କ କଲ୍ୟାଣ ନିମନ୍ତେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜନ୍ମଠୁ ମୃତ୍ୟୁ ପର୍ଯ୍ୟନ୍ତ ବହୁ ଯୋଜନା କରିଥିବା ବେଳେ ସ୍ଥଳ ବିଶେଷରେ ଯୋଗ୍ୟ ହିତାଧିକାରୀଙ୍କ ଅନୁକମ୍ପା ରାଶି ହେଉ କି ସରକାରୀ ଯୋଜନାର ଅର୍ଥ ହେଉ ତାକୁ...

ବର୍ଷ ବର୍ଷ ପରେ ବି ସୁଧୁରୁନି ରାସ୍ତା

ବାଲେଶ୍ୱର ଅଫିସ, ୧୧ା୩ ବାଲେଶ୍ୱର ପୌରାଞ୍ଚଳର ୩ନଂ. ୱାର୍ଡରେ ବିଭିନ୍ନ ସମସ୍ୟା ଲାଗି ରହିଛି। ରାସ୍ତା ସମସ୍ୟା ପ୍ରମୁଖ। ଖରାଦିନେ ଯେନତେନ ପ୍ରକାରେ ଚଳିଯାଉଥିବା ବେଳେ ବର୍ଷା ହେଲେ କାମ ସରିଲା। ଲୋକଙ୍କୁ ଘରୁ ବାହାରିବାକୁ ହେଲେ ଆଣ୍ଠୁଏ ପାଣିରେ...

ସରଗରମ ହେଲାଣି ପ୍ରଚାର

ବାରିପଦା ଅଫିସ,୧୧ା୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ସରଗରମ ହେବାରେ ଲାଗିଲାଣି। ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ୧୭ଜଣ ପ୍ରାର୍ଥୀ ଅଧ୍ୟକ୍ଷ ପଦବୀ ନିମନ୍ତେ ନିର୍ବାଚନୀ ପ୍ରଚାରକୁ ଓହ୍ଲାଇଛନ୍ତି। ଚା’ଖଟିରୁ ଆରମ୍ଭ କରି କ୍ଲବ ଓ ଜନଗହଳି ସ୍ଥାନରେ...

କାମ କରୁନି ଅକ୍ସିଜେନ ଜେନେରେଟର ପ୍ଲାଣ୍ଟ

କେନ୍ଦୁଝର, ୧୧।୩ (ସ୍ବ.ପ୍ର.) କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ବସିଥିବା ଅକ୍ସିଜେନ ଜେନେରେଟର କାମରେ ଲାଗୁନି। ଏହା କାର୍ଯ୍ୟକ୍ଷମ ହେବା ଦିନ ଠାରୁ ଅକ୍ସିଜେନ ଲିକ ହେଉଥିବାରୁ ବ୍ୟବହାର ହୋଇପାରୁନାହିଁ। ଫଳରେ ଏହାକୁ ନେଇ ରୋଗୀ...

୭ଫୁଟରୁ ଅଧିକ ଲମ୍ବର କନ୍ଦମୂଳ, ଦେଖିବାକୁ ଯୁବଚାଷୀଙ୍କ ଘରେ ଜମୁଛି ଭିଡ଼

ନିଶ୍ଚିନ୍ତକୋଇଲି,୧୧ା୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ନତକାଇ ଗ୍ରାମରେ ଶ୍ରୀମତୀ ସାବିତ୍ରୀ ରାଉତଙ୍କ ବାଡ଼ିରେ ୭ ଫୁଟ ୧୦ ଇଞ୍ଚ ଲମ୍ବର କନ୍ଦମୂଳ ଫଳିଛି। ଏତେ ବଡ଼ କନ୍ଦମୂଳ ହୁଏତ ବିରଳ। ଦୈନିକ ରୋଷେଇ ପାଇଁ ଦରକାର ହେଲେ ସେମାନେ ଗୋଟିଏ...

ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର

ସମ୍ବଲପୁର ଅଫିସ,୧୧।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଟାଟା ପାୱାରର ଜେନେରାଲ ମ୍ୟାନେଜର ସନ୍ତୋଷ କୁମାର ଦରଜି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର, ବୁର୍ଲା ଓ ବରଗଡ଼ର ମୋଟ ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଚଢାଉରେ...

ଖସିଲା କରୋନା ଗ୍ରାଫ୍‌: ଆଜି ୧୦୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୪୫୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୧ ଜଣ ଚିହ୍ନଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri