ରାଜ୍ୟ

ବଢ଼ିପାରେ ପେଟ୍ରୋଲ ଡିଜେଲ ଦର

ଭୁବନେଶ୍ୱର,୮।୩(ବ୍ୟୁରୋ): ଆଜିଠୁ ପେଟ୍ରୋଲ ଓ ଡିଜେଲ ଦର ବଢିପାରେ । ୫ ରାଜ୍ୟର ନିର୍ବାଚନ ପରେ ପୁଣି ପେଟ୍ରୋଲ ଡିଜେଲ ଦର ଏକାଥରକେ ୧୫ ଟଙ୍କା ପର୍ଯ୍ୟନ୍ତ ବଢ଼ିପାରେ ବୋଲି ଚର୍ଚ୍ଚା ହେଉଛି । ସୋମବାର ଉତ୍ତରପ୍ରଦେଶ ନିର୍ବାଚନ ଶେଷ...

ସବୁ ନିର୍ବାଚନମଣ୍ଡଳୀରେ ମହିଳା ଦିବସ ପାଳୁଛି ବିଜେଡି

ଭୁବନେଶ୍ୱର,୮।୩(ବ୍ୟୁରୋ): ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ଆଜି ପ୍ରତି ନିର୍ବାଚନମଣ୍ଡଳୀରେ ଏହି ଦିବସ ପାଳନ କରୁଛି ବିଜେଡି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମହିଳା ସଶକ୍ତିକରଣ ପାଇଁ...

ନିମାପଡା ସହରରେ ଟ୍ରେଣ୍ଡସ’ର ନୂଆ ଆଉଟଲେଟ ଉଦଘାଟିତ

ଭୁବନେଶ୍ୱର,୮ା୩ : ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସ’ର ନୂତନ ଆଉଟ୍‌ଲେଟ ନିକଟରେ ପୁରୀ ଜିଲାର ନିମାପଡା ସହରରେ ଶୁଭାରମ୍ଭ ହୋଇଯାଇଛି। ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ...

ପାନୀୟ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା

ଅନୁଗୋଳ ଅଫିସ,୮ା୩ ଅନୁଗୋଳ ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରାମ୍ୟ ଜଳ ଓ ପରିମଳ...

ପଦାରେ ପଡ଼ିଲା କଂଗ୍ରେସର ଦୁର୍ବଳତା

ଅନୁଗୋଳ ଅଫିସ,୮ା୩ ପୌର ନିର୍ବାଚନକୁ ନେଇ ଅନୁଗୋଳ ରାଜନୀତି ସରଗରମ୍‌ ହୋଇପଡ଼ିଛି। ଆସନ୍ତା ୨୪ ତାରିଖରେ ଭୋଟ ଗ୍ରହଣ ଥିବାବେଳେ ଏଥିପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ବିଜେଡି, ଭାଜପା ଓ କଂଗ୍ରେସ ସହ ଅନ୍ୟ ଦଳରୁ...

ଆସନ୍ତା ୯ରେ ପେନ୍‌ସନ ଅଦାଲତ

ଭୁବନେଶ୍ୱର,୮।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନ୍‌ସନ ଓ ସାଧାରଣ ଭବିଷ୍ୟନିଧି ପାଣ୍ଠି ଅଭିଯୋଗ ସମ୍ବନ୍ଧୀୟ ସ୍ବତନ୍ତ୍ର ଶୁଣାଣି ଓ ପେନ୍‌ସନ ଅଦାଲତ ଆସନ୍ତା ୯ ତାରିଖରେ ଅନୁଷ୍ଠିତ ହେବ । ପ୍ରଧାନ ମହାଲେଖାକାର ବିଭୁଦତ୍ତ ବସନ୍ତିଆଙ୍କ ଅଧ୍ୟକ୍ଷତାରେ ଏ.ଜି...

କାଉନ୍‌ସିଲର ପଦବୀରେ ୩୦ ନାମାଙ୍କନ

କାମାକ୍ଷାନଗର, ୮ା୩ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ପୌର ନିର୍ବାଚନ ଲାଗି ସୋମବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ନଗରପାଳ ପଦବୀ ଲାଗି ବିଜେଡିର ଧର୍ମାନନ୍ଦ ପରିଡ଼ା, ଭାଜପାର ରଣଜିତ୍‌ ସାହୁ, କଂଗ୍ରେସର ସନ୍ତୋଷ ମହାରଣା ଏବଂ ସ୍ବାଧୀନ...

୭ ଓ୍ବାର୍ଡ କଂଗ୍ରେସ ଶୂନ୍ୟ

ଢେଙ୍କାନାଳ ଅଫିସ, ୮ା୩ ଢେଙ୍କାନାଳ ପୌର ପରିଷଦ ନିର୍ବାଚନରେ ହାତ ଟେକିଦେଲା କଂଗ୍ରେସ। ୨୦୧୩ରେ ମ୍ୟୁନିସିପାଲିଟିର ମୋଟ ୨୩ ଓ୍ବାର୍ଡ ମଧ୍ୟରୁ ୧୧ ଆସନରେ ବିଜୟୀ ହୋଇ ସର୍ବବୃହତ୍‌ ଦଳ ପାଲଟିଥିବା ବେଳେ ଚଳିତ ନିର୍ବାଚନରେ କଂଗ୍ରେସକୁ ପ୍ରାର୍ଥୀ ମିଳିଲେ...

ଅଧ୍ୟକ୍ଷ ପଦ ଲାଗି ୧୭ ପ୍ରାର୍ଥୀ

ବାରିପଦା ଅଫିସ,୮ା୩ ମୟୂରଭଞ୍ଜ ଜିଲା ବାରିପଦା ପୌରାଧ୍ୟକ୍ଷ ପଦବୀ ଲାଗି ମୋଟ ୧୭ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ବିଜେଡିି, କଂଗ୍ରେସ, ଭାଜପା, ଜେଏମ୍‌ଏମ୍‌ ଓ ସ୍ବାଧୀନ ପ୍ରାର୍ଥୀମାନେ ଅଧ୍ୟକ୍ଷ ପଦ ନିମନ୍ତେ ସମର୍ଥକଙ୍କ ସହ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି।...

ଏଥର ତ୍ରିମୁଖୀ ଲଢ଼େଇ

କେନ୍ଦୁଝର, ୮ା୩ (ସ୍ବ.ପ୍ର.) ପାୈରନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲର ସୋମବାର ଥିଲା ଶେଷ ଦିନ। ଚଳିତ ନିର୍ବାଚନରେ ପାୈରାଧ୍ୟକ୍ଷ ନିର୍ବାଚନ ବହୁ ବର୍ଷ ପରେ ସିଧାସଳଖ ହେବାକୁ ଯାଉଛି। ଏଣୁ ଏନେଇ ଉତ୍କଣ୍ଠା ପ୍ରକାଶ ପାଇଛି। କେନ୍ଦୁଝରଗଡ଼ ପାୈରପାଳିକାର ଅଧ୍ୟକ୍ଷ...

ବିଜେଡିକୁ ଭୟ କ୍ରସ୍‌ ଭୋଟିଂ

ବାହାନଗା, ୮ା୩(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ଆରମ୍ଭ ହୋଇଛି ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଲାଗି ପ୍ରସ୍ତୁତି। ଆସନ୍ତା ୧୨ ତାରିଖରେ ହେବ ବ୍ଲକ ଅଧ୍ୟକ୍ଷ ନିର୍ବାଚନ। ଏହି ନିର୍ବାଚନରେ ବିଜେଡିକୁ କ୍ରସଭୋଟିଂ ଭୟ ଦେଖାଦେଇଛି। ସେଥିପାଇଁ...

ଧ୍ୱଂସସ୍ତୂପରୁ ଜୀବନ ବଞ୍ଚେଇ ଫେରିଛନ୍ତି ଶାଶ୍ୱତ

ସୋର, ୮ା୩(ଡି.ଏନ.ଏ) ରୁଷିଆ ବୋମାମାଡ଼ରେ ଧ୍ୱଂସବିଧ୍ୱଂସ୍ତ ହୋଇପଡିଥିବା ୟୁକ୍ରେନର ପ୍ରମୁଖ ସହର ଖର୍କିଭରୁ ଜୀବନ ବଞ୍ଚେଇ ୭ ଦିନ ପରେ ଘରେ ପହଞ୍ଚିଛନ୍ତି ବାଲେଶ୍ୱର ଜିଲା ସୋରର ଶାଶ୍ୱତ। ୧୧ଦିନ ହେଲା ପୁଅର ଫେରିବା ବାଟକୁ ଚାହଁି ରହିଥିବା ପରିବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri