ରାଜ୍ୟ

ଆଜି ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୭ା୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯ ଜଣ...

ଜିଲା ଗଠନର ୨୮ ବର୍ଷ ପରେ ବି ପଛୁଆ

ଖୋର୍ଦ୍ଧା ଅଫିସ,୭ା୩: ଲାଲ୍‌ମାଟିର ଗଡ଼ ଖୋର୍ଦ୍ଧା। ଐତିହ୍ୟ, କଳା, ସଂସ୍କୃତି, ଭାସ୍କର୍ଯ୍ୟ ସମେତ ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ଖୋର୍ଦ୍ଧାର ଯେପରି ସ୍ବତନ୍ତ୍ର ପରିଚୟ ରହିଛି, ଖୋର୍ଦ୍ଧା ନାଲି ଗାମୁଛାର ସେହିପରି ପ୍ରସିଦ୍ଧି ରହିଛି। ଏହାସତ୍ତ୍ୱେ ବିକାଶ କ୍ଷେତ୍ରରେ ଖୋର୍ଦ୍ଧା...

ଓଡ଼ିଆ ପିଲାଙ୍କୁ ଉଦ୍ଧାର ଦାୟିତ୍ୱରେ ପୁରୀର ବୈଶାଳୀ

ପୁରୀ ଅଫିସ,୭।୩; ସମ୍ପ୍ରତି ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗିରହିଛି। ଏଭଳି ପରିସ୍ଥିତି ମଧ୍ୟରେ ୟୁକ୍ରେନ୍‌ ସମେତ ଏହାର ପଡ଼ୋଶୀ ଦେଶ ହଙ୍ଗେରୀ, ପୋଲାଣ୍ଡ, ରୋମାନିଆ ଓ ସ୍ଲୋଭାକିଆରେ ଓଡ଼ିଶାର ବହୁ ଛାତ୍ରୀଛାତ୍ର ଫସିରହିଛନ୍ତି। ସେମାନେ ସେଠାରେ ଭୟଭୀତ...

ଛେଳି ଚୋରିକୁ ନେଇ କଳି

ପାରଳାଖେମୁଣ୍ଡି,୭ା୩: ଛେଳି ଚୋରିକୁ ନେଇ କଳି ହୋଇଛି। ଘଟଣାକୁ ନେଇ ଆନ୍ଧ୍ର ଓ ଓଡ଼ିଶା ପୋଲିସ ମୁହାଁମୁହିଁ ହୋଇଛନ୍ତି। ଗଜପତି ଜିଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ସୀମାନ୍ତ ଗଙ୍ଗାବାଡ ପଞ୍ଚାୟତ ମାଣିକପାଟଣା ଗାଁରେ ରବିବାର ଏହି ଘଟଣା ଘଟିଛି। ଗତ...

୬୪ କୋଟି ଟଙ୍କା ପ୍ରକଳ୍ପରେ ଦୁର୍ନୀତି

ଯାଜପୁର ଅଫିସ,୭ା୩: ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ପଡ଼ି ରହିଥିବା ଯାଜପୁର ଜିଲା ବ୍ୟାସନଗରସ୍ଥିତ ଅନ୍ୟତମ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବର ବିକାଶ କାମ ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନ୍‌ବିସିସି (ନ୍ୟାଶନାଲ ବିଲ୍ଡିଂ...

ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି: ୨ ଜଣଙ୍କ ଜୀବନ ଗଲା

ସୋନପୁର,୭ା୩(ନି.ପ୍ର.): ସୋନପୁର ଜିଲା ରାମପୁର ଥାନା ବଡ଼କର୍ଲେ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋରେ ବରଯାତ୍ରୀ ଦଳ ଯାଉଥିବା ବେଳେ ଗଛରେ ପିଟି ହୋଇଯାଇଥିଲା। ଫଳରେ ୨ ଜଣଙ୍କ ଜୀବନ...

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଯୁଦ୍ଧ ଲାଗି ୟୁକ୍ରେନରୁ ଅଧାରୁ ପାଠପଢ଼ା ଛାଡ଼ି ଭାରତ ଫେରି ଆସିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ କ୍ୟାରିୟର ପାଇଁ ଚିନ୍ତା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏବେ ୟୁକ୍ରେନ୍‌ରେ ସଂକଟ ପରିସ୍ଥିତି ଉପୁଜିଛି। ଓଡ଼ିଶା ସମେତ ଭାରତର ହଜାର...

ମାର୍ଚ୍ଚ ଶେଷ ସପ୍ତାହରେ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆସନ୍ତା ୨୭ କିମ୍ବା ୨୮ ତାରିଖରେ ବିଧାନସଭାର ବଜେଟ ଅଧିବେଶନ ବସିପାରେ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଅଧିବେଶନ ମାର୍ଚ୍ଚ ୩୧ ତାରିଖ ଯାଏ ଚାଲିବ। ସ୍ବଳ୍ପ ସମୟ ପାଇଁ ବସିବାକୁ ଥିବା ଏହି ଅଧିବେଶନରେ...

ଗାଈ ପାଟିରେ ଫୁଟିଲା ବୋମା

ଖୁଣ୍ଟୁଣୀ, ୭ା୩(ଡି.ଏନ୍‌.ଏ.): ବାର୍‌ହା ଶିକାର ଉଦ୍ଦେଶ୍ୟରେ ବୋମା(ବାର୍‌ହା ଗୁଳା) ଖଞ୍ଜାଯାଇଥିଲା। ହେଲେ ଉକ୍ତ ବୋମାକୁ ଗାଈ ଚୋବାଇ ଦେବାରୁ ତାହା ଫୁଟିଗଲା। ଏଥିରେ ଗାଈର ଥୋମଣି ଓ ତଳ ଅଂଶ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ରବିବାର ଏଭଳି ଏକ ଅଭାବନୀୟ...

ପିଲାଙ୍କ ମନୋବଳ ବଢ଼ାଇବାକୁ ପଡ଼ିବ: ଶ୍ରୀରାମ ପଣ୍ଡା

କୋଭିଡ୍‌ ଯୋଗୁ ଅଫ୍‌ଲାଇନ୍‌ ଶିକ୍ଷା ବନ୍ଦ ହେବାରୁ ଅନ୍‌ଲାଇନ୍‌ ଶିକ୍ଷା ପିଲାଙ୍କୁ ଅଳସୁଆ କରିଦେଇଛି । ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ଶିକ୍ଷାନୁଷ୍ଠାନର ପରିବେଶ, ଶିକ୍ଷକ, ସାଙ୍ଗସାଥୀମାନଙ୍କଠାରୁ ଦୂରେଇ ରହିଥିବା ପିଲାମାନଙ୍କୁ ପୁଣିଥରେ ନିଜ ଶିକ୍ଷାନୁଷ୍ଠାନ ସହିତ...

‘ମ୍ୟାଜିକ୍‌ ପ୍ୟାନ୍‌’ରେ କଶ୍ମୀର ଖାଦ୍ୟ

ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜଧାନୀରେ ବର୍ଷତମାମ ବିଭିନ୍ନ ସମୟରେ ମେଳା ପଡ଼ିଥାଏ। ଏସବୁ ମେଳାରେ ଖାଦ୍ୟ ଷ୍ଟଲ ମଧ୍ୟ ଖୋଲିଥାଏ। ରାଜ୍ୟ ତଥା ରାଜ୍ୟ ବାହାର ଖାଦ୍ୟର ପସରା ଗ୍ରାହକଙ୍କୁ ସବୁବେଳେ ଭିନ୍ନ ସ୍ବାଦ ଦେଇଥାଏ। ସେହିଭଳି ବଡ଼ ବଡ଼ ହୋଟେଲ ମଧ୍ୟ...

ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେବି: ସବିତା

ବ୍ରହ୍ମପୁର ଅଫିସ,୭ା୩: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପାଇଁ ଭାଜପାର ମେୟର ପ୍ରାର୍ଥୀ ହେଲେ ଡ.ସବିତା ସୁଆର। ରାଜ୍ୟ କାର୍ଯ୍ୟାଳୟରୁ ତାଙ୍କ ନାମ ରବିବାର ଘୋଷଣା କରାଯାଇଛି। କାହାକୁ ପ୍ରାର୍ଥୀ ଚୟନ କରାଯିବ, ସେନେଇ ଭାଜପାରେ ଯେଉଁ କଳ୍ପନା ଜଳ୍ପନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri