ରାଜ୍ୟ

ବିଏମ୍‌ସି ପାଇଁ ବିଜେଡି ପ୍ରାର୍ଥୀ ତାଲିକା ଘୋଷଣା

ବ୍ରହ୍ମପୁର ଅଫିସ,୭ା୩: ବ୍ରହ୍ମପୁର ପୌର ନିର୍ବାଚନ ପାଇଁ ରବିବାର କର୍ପୋରେଟର ପାଇଁ ୫୬ ଓ ମେୟର ଲାଗି ଜଣେ ମହିଳା ନିତା କୁମାରୀ ପଣ୍ଡା ନାମାଙ୍କନ ଦାଖଲ କରିଛନ୍ତି। କର୍ପୋରେଟର ପ୍ରାର୍ଥୀଙ୍କ ମଧ୍ୟରେ ବିଭିନ୍ନ ଦଳ ଓ ସ୍ବାଧୀନ ଅଛନ୍ତି।...

ଶେଷ ଦିନରେ ନାମାଙ୍କନ ଭରିବେ ଅଧିକାଂଶ ପ୍ରାର୍ଥୀ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ଲାଗି ସୋମବାର ନାମାଙ୍କନ ଦାଖଲର ଶେଷ ଦିନ। ହେଲେ ଏ ପର୍ଯ୍ୟନ୍ତ ବିଜେଡିର ଏକାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି। ଯଦିଓ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ...

ସରୋଜିନୀ ଆପ୍‌ର ଭୁବନେଶ୍ୱର ମେୟର ପ୍ରାର୍ଥୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆମ୍‌ ଆଦମୀ ପାର୍ଟି(ଆପ୍‌) ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମେୟର ପ୍ରାର୍ଥୀ ହେଲେ ସରୋଜିନୀ ଖୁଣ୍ଟିଆ। ରବିବାର ଭୁବନେଶ୍ୱରସ୍ଥିତ ରାଜ୍ୟ ଆପ୍‌ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପାର୍ଟିର ରାଜ୍ୟ ସଂଯୋଜକ ନିଶିକାନ୍ତ ମହାପାତ୍ର ସରୋଜିନୀଙ୍କ ନାମକୁ...

ଜାଲ ବିଛାଉଛନ୍ତି ଡିଜିଟାଲ ସୁନ୍ଦରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ପ୍ରତିଦନ ସାଇବର ଠକମାନେ ନୂଆ ନୂଆ ପନ୍ଥା ଆପଣାଇ ଟଙ୍କା ଲୁଟୁଛନ୍ତି। ବିଶେଷ କରି ସୋସିଆଲ ମିଡ଼ିଆରେ ଡିଜିଟାଲ ସୁନ୍ଦରୀମାନେ ମାତିଛନ୍ତି। ସେମାନେ ଜାଲ ବିଛାଇ ଯୁବକଙ୍କୁ ଫାଶରେ ପକାଉଛନ୍ତି। ଯୁବକଙ୍କ ସହ ଅଶ୍ଳୀଳ ଚାଟ୍‌ କରିବା ପରେ...

ବାର୍‌ହା ଭାବି ଯୁବତୀଙ୍କୁ ଗୁଳି

ସୁନ୍ଦରଗଡ଼,୭।୩(ଡି.ଏନ୍‌.ଏ.): ଜଙ୍ଗଲକୁ ଜାଳେଣି ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ବନ୍ୟଜନ୍ତୁ ଶିକାର ପାଇଁ ଛକିଥିବା ଶିକାରୀ ବାର୍‌ହା ଭାବି ଚଳାଇଦେଲେ ଗୁଳି। ଏଥିରେ ଜଣେ ଯୁବତୀ ଆହତ ହୋଇଛନ୍ତି। ସେ ହେଲେ ଉର୍ବଶୀ ନାଏକ (୧୮)। ସୁନ୍ଦରଗଡ଼ ସଦର ବ୍ଲକ...

ଭୋଟ ଗ୍ରହଣ ପରେ ସୁରକ୍ଷିତ ରହିବ ଇଭିଏମ୍‌

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟର ପୌର ସଂସ୍ଥାଗୁଡ଼ିକରେ ହେବାକୁ ଥିବା ନିର୍ବାଚନର ଭୋଟଗ୍ରହଣ ପରେ ଇଭିଏମ୍‌ଗୁଡ଼ିକୁ ସୁରକ୍ଷିତ ରଖାଯିବ। ଏଥିଲାଗି ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ, ନିର୍ବାଚନ ସମୟରେ ଓ ଭୋଟଗ୍ରହଣ ପରେ ଗଣତି ପାଇଁ ଷ୍ଟ୍ରଙ୍ଗରୁମ୍‌ ଖୋଲିବା ଏବଂ ବନ୍ଦ କରିବାକୁ ରାଜ୍ୟ ନିର୍ବାଚନ...

ଆଜି ନାମାଙ୍କନ ପତ୍ର ଦାଖଲ ଶେଷ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ଅପରାହ୍ନ ୫ଟା ସୁଦ୍ଧା ନାମାଙ୍କନ ପତ୍ର ଦାଖଲ ଶେଷ ହେବ। ଏ ନେଇ...

କାଠ ସଂଗ୍ରହ କରିବାକୁ ଯାଇ ଯୁବତୀ ଖାଇଲେ ଗୁଳି ମାଡ଼

ସୁନ୍ଦରଗଡ଼, ୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସଦର ବ୍ଲକ ଧରୁଆଡିହି ଥାନା ଅନ୍ତର୍ଗତ ଲମଟି ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ରବିବାର ଅଭାବନୀୟ ଘଟଣା ଘଟିଛି। ମହିଳାମାନଙ୍କ ସହ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇଥିବା ଉର୍ବଶୀ ନାଏକ (୧୮) ନାମ୍ନୀ...

୨୦୩୦ ସୁଦ୍ଧା ଫାଇଲେରିଆ ନିରାକରଣ କରାଯିବ

ଭୁବନେଶ୍ୱର,୬।୩(ବ୍ୟୁରୋ): ଲିମ୍ଫାଟିକ ଫାଇଲେରିଆସିସ୍‌(ଏଲ୍‌ଏଫ୍‌) ନିରାକରଣ ନିମନ୍ତେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୭ଟି ସୀମାନ୍ତ ଜିଲାରେ ସାମୂହିକ ଔଷଧ ସେବନ(ଏମ୍‌ଡିଏ) କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏହା ୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୬...

ଗଞ୍ଜାମ ଏନ୍‌ଏସି ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରାର୍ଥୀ

ଗଞ୍ଜାମ,୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ଆଗାମୀ ପୌର ନିର୍ବାଚନ ପାଇଁ ବିଜେଡି ଚେୟାରମ୍ୟାନ ପ୍ରାର୍ଥୀ ଝୁଲି ପାତ୍ରଙ୍କ ସମେତ ୧୦ ଜଣ କାଉନସିଲର ପ୍ରାର୍ଥୀ ରବିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେଡି...

ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ, ଟିଭି ପାଇଁ ଚାଲିଛି ପ୍ରସ୍ତୁତି

ଭୁବନେଶ୍ୱର,୬ା୩(ବ୍ୟୁରୋ): ଓଡିଶା ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ ହୋଇଛି। ଶନିବାରଠାରୁ ଏହା ଆରମ୍ଭ ହୋଇଛି। ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ମଧ୍ୟ ଆରମ୍ଭ ହେବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ପତ୍ରିକା ନାମକ ମାସିକ...

ବାଲିଗୁଡ଼ା ପୌରପରିଷଦ ପାଇଁ ପ୍ରାର୍ଥୀ ଦେଲା ବିଜେଡି

ବାଲିଗୁଡ଼ା,୬ା୩(ଡି.ଏନ୍‌.ଏ.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଜିଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ମୋହର ବାଜିବା ପରେ ରବିବାର କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରଷଦର ୧୩ଟି ଓ୍ବାର୍ଡ ଓ ଅଧ୍ୟକ୍ଷ ପଦ ପାଇଁ ବିଜେଡି ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri