ରାଜ୍ୟ

ଇଟାରେ ଛେଚି, ମାରି ପୋତିଦେଲେ…

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଅପରାଧୀକ କାର୍ଯ୍ୟକଳାପ ବଢିବାରେ ଲାଗିଛି । ଗୁରୁବାର ରାତିରେ ଜଣେ ଯୁବକଙ୍କୁ ଅତି ନିର୍ମମ ହତ୍ୟା କରାଯାଇଛିି। ଭୁୁବନେଶ୍ବର ମଞ୍ଚେଶ୍ୱର ଥାନା ମୁଣ୍ତାସାହି ପାଣି ଟାଙ୍କି ନିକଟରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି।...

ଚିଲିକାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ବଣ ବିରାଡି ଗଣତି

ଖୋର୍ଦ୍ଧା ଅଫିସ, ୪।୩: ଚିଲିକା ଓ ଏହାର ଆଖପାଖ ଅଞ୍ଚଳରେ ବାସ କରୁଥିବା ବଣୁଆ ମାଛରଙ୍କା ବିରାଡିଙ୍କ ସଂଖ୍ୟା ଗଣତି ଚାଲିଛି । ପ୍ରଥମ ପର୍ଯ୍ୟାୟ ଗଣତିରେ ୧୧୯ ବଣ ବିରାଡି ଦେଖିବାକୁ ମିଳିଥିଲା । ମାର୍ଚ୍ଚ ଦ୍ୱିତୀୟ ସପ୍ତାହ...

ନିର୍ବାଚନ ପରବର୍ତ୍ତୀ ହିଂସା: କାର୍‌ ଜାଳିଦେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ,୪ା୩: ଖୋର୍ଦ୍ଧା ବ୍ଲକ କାଇପଦର ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। ବିଜୟୀ ସରପଞ୍ଚଙ୍କ ସମ୍ପର୍କୀୟ ମାନସ ରଞ୍ଜନ ରାଉତରାୟଙ୍କ କାର୍‌ରେ ବୁଧବାର ରାତିରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଗ୍ରାମବାସୀଙ୍କଠାରୁ ଖବର ପାଇ ଅଗ୍ନିଶମ...

ମଧୁସ୍ମିତା ଆଚାର୍ଯ୍ୟଙ୍କୁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୪।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ। ଏ ନେଇ ଶୁକ୍ରବାର ବିଧିବଦ୍ଧ ଭାବେ ବିଧାୟକ ତଥା ବରିଷ୍ଠ ନେତା ସୁର ରାଉତରାୟ ଘୋଷଣା କରିଛନ୍ତି...

ପ୍ରାର୍ଥତ୍ପତ୍ର ଦାଖଲ କଲେ ୪ କର୍ପୋରେଟର ପ୍ରାର୍ଥୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ଗୁରୁବାର ୪ ଜଣ ପ୍ରାର୍ଥୀ ମନୋନୟନପତ୍ର ଦାଖଲ କରିଛନ୍ତି । ବୁଧବାର ମେୟର ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ମନୋନୟନ ଫର୍ମ ନେଇଥିବା ବେଳେ ଗୁରୁବାର ଆଉ ୩ ଜଣ...

ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ...

ଆଜି ରାଜ୍ୟରୁ ୧୨୮ ଆକାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୨୨ ଶିଶୁ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୩ ଜଣ ଚିହ୍ନଟ...

ମନ୍ଥର ଗତିରେ ଚାଲିଛି ଧାନକିଣା

ଖୋର୍ଦ୍ଧା ଅଫିସ,୪ା୩: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସ ବିଭିନ୍ନ ଆଳ ଦେଖାଇ ଧାନ ଉଠାଉ ନାହାନ୍ତି। ଫଳରେ ଚାଷୀ ନାହିଁ ନ ଥିବା ହଇରାଣ...

୭୫ ମିଟର ବାହାରେ ହେବ ଅଢ଼େଇ ମିଟର ରାସ୍ତା

ପୁରୀ ଅଫିସ,୪।୩: ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବେ ଜୋରସୋରରେ ଆଗେଇ ଚାଲିଛି। ଗୁରୁବାର ଓଡ଼ିଶା ସେତୁ ନିର୍ମାଣ ନିଗମ(ଓବିସିସି)ର ବରିଷ୍ଠ ଅଧିକାରୀ ଓ କର୍ତ୍ତୃପକ୍ଷମାନେ ପୁରୀ ଆସି ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ...

ଲୋକାୟୁକ୍ତରେ ଆରୁହା ପାହାଡ଼ କଳାପଥର ଲୁଟ୍‌ ମାମଲା: ମତାମତ ରଖିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଯାଜପୁର ଅଫିସ,୪।୩: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌, ଜାଲିଆତି ଅଭିଯୋଗ ମାମଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କୁ ମତାମତ ରଖିବାକୁ ଲୋକାୟୁକ୍ତ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୮।୪।୨୦୨୨ରେ ମାମଲାର ପରବର୍ତ୍ତୀ...

ଆଶଙ୍କାରେ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ପୁରୁଣା ଭୁବନେଶ୍ୱର,୪ା୩(ଡି.ଏନ୍‌.ଏ.): ପ୍ରତିବର୍ଷ ମହାଶିବରାତ୍ରି ପରେ ଅମାବାସ୍ୟା ଯିବାର ପ୍ରଥମ ଶନିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥାଏ। କପିଳେଶ୍ୱର ମନ୍ଦିରରେ ଖୁଣ୍ଟିଆ ଓ ମଲିଆ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ଯାତ୍ରା ୭ବର୍ଷ ହେବ ବନ୍ଦ...

କୋରଡ଼ରୁ ଶୁଆଧରା ଭିଡିିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲା ବନ ବିଭାଗ

ଭୁବନେଶ୍ୱର,୪।୩(ବ୍ୟୁରୋ): କନ୍ଧମାଳ ଜିଲାରେ ଗଛ କୋରଡରୁ ଶୁଆ ଶାବକଙ୍କୁ ଅତି ଅମାନୁଷିକ ଭାବେ ଉଠାଇ ନିଆଯାଉଥିବା ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ। ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ କାର୍ଯ୍ୟାୟଳର ୱାଇଲ୍ଡଲାଇଫ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri