ରାଜ୍ୟ

ମାର୍ଚ୍ଚ ସୁଦ୍ଧା ପିଲାଙ୍କ ଉପସ୍ଥାନ ରିପୋର୍ଟ ଦିଅ

ଭୁବନେଶ୍ୱର,୪।୩(ବ୍ୟୁରୋ): ଦୀର୍ଘ ଦୁଇବର୍ଷ ପରେ ପ୍ରାଥମିକ ପିଲାରେ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହୋଇଛି। ଗତ ୨୮ରେ ସ୍କୁଲରେ ପାଠପଢ଼ା ଆରମ୍ଭ ହୋଇଥିବାବେଳେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ କମ୍‌ ରହୁଥିବାରୁ ଗଣଶିକ୍ଷା ବିଭାଗର ଚିନ୍ତା ବଢ଼ିଛି। ରାଜ୍ୟରେ ମୋଟ ୫୮,୦୮୯ଟି ପ୍ରାଥମିକ ସ୍କୁଲରେ...

ଜୋର୍‌ଦାର ହେବ ଲଢ଼େଇ: ୨୯ ବର୍ଷ ପରେ ମହିଳାଙ୍କ ହାତକୁ ଯିବ ପଦବୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୌର ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ସହର ରାଜନୀତି ସରଗରମ ହେଲାଣି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକି୍ରିୟା ଆରମ୍ଭ ହୋଇଥିବାରୁ ଭୁବନେଶ୍ୱର ୩ ବିଧାୟକଙ୍କ ବାସଭବନରେ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ଅନେକ...

ସଚେତନତା ସତ୍ତ୍ୱେ ବଢୁଛି ସାଇବର ଅପରାଧ

ଭୁବନେଶ୍ୱର,୪।୩(ବ୍ୟୁରୋ): ଦିନକୁ ଦିନ ସାଇବର ଠକଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ସରକାର ଏବଂ ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ସାଇବର ଠକଙ୍କ ଜାଲରେ ପଡ଼ି ସେମାନେ ଲକ୍ଷ ଲକ୍ଷ ଟଙ୍କା ହରାଉଛନ୍ତି। ଗତ ଜାନୁୟାରୀ ମାସରେ...

ଏମ୍ସରେ ବାର୍ଦ୍ଧକ୍ୟ ରୋଗ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର କ୍ଲିନିକ୍‌

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଇଛି ଏମ୍ସ ଭୁବନେଶ୍ୱର। ବାର୍ଦ୍ଧକ୍ୟ ରୋଗଜନିତ ଚିକିତ୍ସା ନିମନ୍ତେ ଏମ୍ସର ମେଡିସିନ୍‌(ଭେଷଜ) ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର କ୍ଲିନିକ୍‌ ସେବା ଆରମ୍ଭ କରାଯାଇଛି। ଏହା ସପ୍ତାହର ପ୍ରତି ମଙ୍ଗଳବାର ଅପରାହ୍ନ...

ନକଲି ଡାକ୍ତରଙ୍କ ନାମରେ ଆଉ ୨ ମାମଲା

ଭୁବନେଶ୍ୱର,୪।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଲୁଟିବା ସହ ଠକେଇ ମାମଲାରେ ଜେଲ ଯାଇଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ନାମରେ ଅଭିଯୋଗ ଫର୍ଦ୍ଦ ବଢିବାରେ ଲାଗିଛି। ଦିନକୁ ଦିନ ତାଙ୍କର ନୂଆ...

୨ ବର୍ଷ ହେଲା ମୃତଦେହ ସାଇତି ରଖିଛନ୍ତି

ମାଲକାନଗିରି,୪ା୩ (ଡ.ଏନ.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲାର କିରନଡୁଲ ଅଞ୍ଚଳରେ ନ୍ୟାୟ ପାଇଁ ବଦରୁ ମାଡବିଙ୍କ ମୃତଦେହକୁ ୨ବର୍ଷ ହେଲା ସାଇତି ରଖିଛନ୍ତି ଗ୍ରାମବାସୀ ଓ ପରିବାର ଲୋକେ। ଏହି ଘଟଣା ସାଧାରଣରେ କୌତୂହଳ ସୃଷ୍ଟି କରିଛି। ଖବରରୁ...

ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ପାଇଁ ସ୍ବତନ୍ତ୍ର ପ୍ରତିନିଧି ନିଯୁକ୍ତ

ଭୁବନେଶ୍ୱର,୪ା୩(ବ୍ୟୁରୋ)ଯୁଦ୍ଧଗ୍ରସ୍ତ ୟୁକ୍ରେନ୍‌ରେ ଫସି ରହିଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ସେମାନେ କିଭଳି ସୁରକ୍ଷିତ ଭାବେ ଫେରିବେ ସେ ନେଇ ରାଜ୍ୟ ସରକାର ଗୁରୁବାର ସ୍ବତନ୍ତ୍ର ପ୍ରତିନିଧିଙ୍କୁ ଦାୟିତ୍ୱ...

ୟୁକ୍ରେନ୍‌ରୁ ଫେରିଲେ ଡାକ୍ତରୀ ଛାତ୍ର ବିକାଶ

ଆଳି,୪ା୩(ଡି.ଏନ.ଏ.): ଯୁଦ୍ଧଭୂମି ୟୁକ୍ରେନ୍‌ରୁ ଓଡ଼ିଶା ଫେରିଛନ୍ତି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ତେଲିପାଟଣା ଗଁାର ଡାକ୍ତରୀ ଛାତ୍ର ବିକାଶ ବେହେରା। ବିକାଶ ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ କଟକସ୍ଥିତ ତାଙ୍କ ଭାଇଙ୍କ ଘରେ ଅଛନ୍ତି। ନାନା ଆଶା ଆଶଙ୍କା...

ବାରବାଟୀରେ ମ୍ୟାଚ୍‌ ନେଇ ୧୨ରେ ହୋଇପାରେ ଆଲୋଚନା

କଟକ ଅଫିସ,୩।୩: ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ଜୁନ ମାସରେ ହେବା ନେଇ କଳ୍ପନା ଜଳ୍ପନା ଜାରି ରହିଛି । ତେବେ ମ୍ୟାଚ ହେବା ନେଇ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଆସି ନାହିଁ । ଏ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୩୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୪,୭୫୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

୫ ଦିନିଆ ରିମାଣ୍ଡରେ ଯିବେ ରମେଶ

ଭୁବନେଶ୍ୱର,୩।୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁ ଆଉ ୫ ଦିନିଆ ରିମାଣ୍ଡରେ ଯିବେ । ଏନେଇ ଏସ୍‌ଡିଜେମେ୍‌ ପକ୍ଷରୁ ଅନୁମତି ମିଳିଛିି। ତେବେ ୭ ଦିନ ରିମାଣ୍ଡରେ ନେବାକୁ ଏସ୍‌ଡିଜେମେ୍‌ କୋର୍ଟରେ ମହିଳା ଥାନା ପୋଲିସ ଆବେଦନ କରଥିଲା।୬୯ ହଜାର...

ରାଜଧାନୀରେ ସିରିଜ୍‌ ଦୁର୍ଘଟଣା

ଭୁବନେଶ୍ୱର,୩ା୩(ବ୍ୟୁରୋ.): ରାଜଧାନୀରେ ଗୁରୁବାର ଘଟିଛି ସିରିଜ୍‌ ଦୁର୍ଘଟଣା। ଜୟଦେବ ବିହାରରୁ ଜାଭିୟର ଛକ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଜଣେ ମଦ୍ୟପ କାର୍‌ ଚାଳକ ଏକାଧିକ ଗାଡ଼ିକୁ ଧକ୍କା ଦେଇଥିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri