ରାଜ୍ୟ

ବିଜେଡି, ଭାଜପାର ପରାଜୟକୁ ନେଇ ଚର୍ଚ୍ଚା

ଗୁଣପୁର,୨ା୩(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ସରିଛି। ଏଥିରେ ଶାସକ ବିଜେଡିକୁ ଗୁଣପୁର ବ୍ଲକରେ ଧରାଶାୟୀ ହେବାକୁ ପଡ଼ିଛି। ସେହିପରି ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏସବୁ ଭିତରେ କଂଗ୍ରେସ ଦୁଇଟି ଜୋନ୍‌ ବାଜି ମାରିନେଇଛି। ତେବେ ଶାସକ...

ଗୋଟିଏ ପରିବାରରୁ ୪ପ୍ରାର୍ଥୀ, ଜିତିଲେ ୩

ବୌଦ୍ଧ, ୨।୩ (ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଗୋଟିଏ ପରିବାରରୁ ପ୍ରାର୍ଥୀ ହୋଇଥିଲେ ୪ଜଣ। ସେମାନଙ୍କ ମଧ୍ୟରୁ ୩ଜଣ ବିଜୟୀ ହୋଇଥିବାବେଳେ ଜଣେ ପରାଜିତ ହୋଇଛନ୍ତି। ବ୍ଲକର ଭାଜପାର ଟାଣୁଆନେତା ସୁଶାନ୍ତ ପ୍ରଧାନଙ୍କ ପରିବାର ୨ଭାଇ ଓ ୨...

ଅଧ୍ୟକ୍ଷା ପଦବୀ ପାଇଁ ଲବି

ବରଗଡ଼ ଅଫିସ୍‌,୨।୩: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ସୋମବାର ସରି ଯାଇଛି। ସର୍ବଶେଷ ଫଳାଫଳ ଅନୁସାରେ ଜିଲାରେ ଏଥର ବିଜେଡ଼ି ବାଜିମାତ୍‌ ମାରିଛି। ୩୪ ଜିଲା ପରିଷଦ ଆସନ ମଧ୍ୟରୁ ସର୍ବାଧିକ ୨୭ ଜୋନ୍‌ରେ ବିଜେଡ଼ି...

ପରିବା ଭିତରେ ଗଞ୍ଜେଇ ଚାଲାଣ

ରାଜଗାଙ୍ଗପୁର, ୨।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୋଲିସ ଦ୍ୱାରା ମଙ୍ଗଳବାର ପରିବା ଭିତରେ ଗଞ୍ଜେଇ ଚାଲାଣ ଘଟଣା ଧରାପଡ଼ିଛି। ପୋଲିସ ୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।...

ୟୁକ୍ରେନ୍‌ରୁ ଫେରିଲେ ୫ ଓଡ଼ିଆ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨।୩(ବ୍ୟୁରୋ): ଯୁଦ୍ଧ ବିଭୀଷିକା ମଧ୍ୟରେ ଥିବା ୟୁକ୍ରେନ୍‌ରୁ ମଙ୍ଗଳବାର ୫ଜଣ ଛାତ୍ରୀଛାତ୍ର ଓଡ଼ିଶା ଫେରିଛନ୍ତି। ୟୁକ୍ରେନ୍‌ ସୀମାରେ ଦୀର୍ଘ ସମୟ ଧରି ଫସି ରହିବା ପରେ ଜଗତ୍‌ସିଂହପୁରର ବିକାଶ ବେହେରା, ସମ୍ବଲପୁରର ଐଶ୍ୱର୍ଯ୍ୟା ପାଣି, ଭୁବନେଶ୍ୱରର ଶୁଭସ୍ମିତା ପ୍ରିୟଦର୍ଶିନୀ...

ବିଜେଡି ହାତରେ ସବୁ ଜିଲା ପରିଷଦ

ଭୁବନେଶ୍ୱର,୨ା୩(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଫଳାଫଳର ସମ୍ପୂର୍ଣ୍ଣ ରିପୋର୍ଟ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି। ବିଜେଡି ଚଳିତ ନିର୍ବାଚନରେ ରେକର୍ଡ ସଂଖ୍ୟାରେ ବିଜୟୀ ହୋଇଛି। ୩ ଦିନର ଗଣତି ପରେ ୩୦ ଜିଲାର ୮୫୧ଟି...

ପୌର ଭୋଟ୍‌: ବୁଧବାରଠାରୁ ନାମାଙ୍କନ, ୭ ଯାଏ ଚାଲିବ

ଭୁବନେଶ୍ୱର, ୧ା୩(ବ୍ୟୁରୋ): ରାଜ୍ୟର ୧୦୬ ପୌରପାଳିକା ଓ ୩ ମହାନଗର ନିଗମ ନିର୍ବାଚନ ଲାଗି ସ୍ଥାନୀୟ ନିର୍ବାଚନ ଅଧିକାରୀମାନେ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଥିଲେ। ତେବେ ବୁଧବାର ଠାରୁ ପୌର ନିର୍ବାଚନ ଲାଗି ନାମାଙ୍କନ ଦାଖଲ ପ୍ରକ୍ରିୟା...

ଉଠିଲା ମହାଦୀପ

ଭୁବନେଶ୍ୱର, ୧ା୩(ବ୍ୟୁରୋ): ପବିତ୍ର ମହାଶିବରାତ୍ରୀ ଉପଲକ୍ଷେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଛି ମହାଦୀପ। ବୁଧବାର ରାତି ୧୦ଟା ୨୦ ମିନିଟରେ ମହାଦୀପ ଉଠିଛି। ଏହି ସମୟରେ ମନ୍ଦିର ପରିସରରେ ‘ହର ହର ମହାଦେବ’ ଧ୍ୱନୀ ପ୍ରକମ୍ପିତ ହେଉଥିବା ଶୁଣିବାକୁ...

ଅଶୋକ ପ୍ରଧାନଙ୍କୁ ଦଳରୁ ନିଲମ୍ବିତ କଲା ବିଜେଡି

ଭୁବନେଶ୍ୱର, ୧ା୩(ବ୍ୟୁରୋ): ଅନୁଗୋଳ ଜିଲା ଛେଣ୍ଡିପଦା ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିତ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପଞ୍ଚାୟତ...

ରାସ୍ତାରେ ଚାହିଁ ରହିଥିଲା ମୃତ୍ୟୁ, ଚାଲିଗଲା ୬ ଜୀବନ

ନୂଆପଡା ଅଫିସ,୧।୩: ମହାଶିବରାତ୍ରିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକା ବେଳକେ ଚାଲିଯାଇଛି ୬ ଜଣଙ୍କ ଜୀବନ। ଏଭଳି ଭୟଙ୍କର ଘଟଣା ଘଟିଛି ନୂଆପଡା ଜିଲାର। ନୂଆପଡାରୁ ପଦ୍ମପୁର ଯିବା ରାସ୍ତାରେ ସୁନସୁନିଆ ଗାଁ ନିକଟରେ କାରଟି ଭାରସାମ୍ୟ ହରାଇ...

ବିଜେଡିର ଐତିହାସିକ ସଫଳତା: ମତଦାତାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ବିଜେଡିର ବିପୁଳ ମାତ୍ରାରେ ବିଜୟ ହୋଇଛି। ୮୪୮ ଜିଲାପରିଷଦ ଜୋନ୍‌ରୁ ବିଜେଡି ୭୬୨ଟି ଜୋନ୍‌ରେ ବିଜୟୀ ହୋଇଛି । ଭାଜପା ୪୨, କଂଗ୍ରେସ ୩୭ ଆସନରେ ଜିତିଥିବା ବେଳେ ଅନ୍ୟ ଦଳ ଓ ସ୍ବାଧୀନ ପ୍ରୀର୍ଥୀ...

ସମିତି ସଭ୍ୟ ନିର୍ବାଚନରେ ହାରିଗଲେ ପୂର୍ବତନ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗିରିଧର ପ୍ରସାଦ ପଞ୍ଚାୟତ ସମିତି ସଭ୍ୟ ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ କାମିନି ନାଏକଙ୍କ ଠାରୁ ୭୨୪ ଖଣ୍ଡ ଭୋଟରେ ହାରିଯାଇଛନ୍ତି। କାମିନି ୨୩୪୭ ଖଣ୍ଡ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri