ରାଜ୍ୟ

ବିଜେଡି ବଢିଛି, ଭାଜପା କମିଛି

ଯାଜପୁର ଅଫିସ,୨୮ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଜିଲା ପରିଷଦ ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଚୂଡ଼ାନ୍ତ ଫଳାଫଳ ଭାଜପା ଓ କଂଗ୍ରେସକୁ ନିରାଶ କରିଛି। ସମସ୍ତ ୧୦ ଆସନକୁ ବିଜେଡି ହାତେଇ ନେଇଛି। ହେଲେ ୨୦୧୭ ପଞ୍ଚାୟତ ନିର୍ବାଚନର ଫଳାଫଳକୁ...

୬ଷ୍ଠ ଥର ପଦ ହାତେଇଲେ କୁଞ୍ଜଲତା

ନିମାପଡା,୨୮।୨ (ଡି.ଏନ୍‌.ଏ.): ନିମାପଡା ବ୍ଲକ ଅନ୍ତର୍ଗତ ୧୮ନଂ. ଜୋନ ଭାଜପା ଜିଲା ପରିଷଦ ପ୍ରାର୍ଥୀ ସ୍ବପ୍ନ କୁମାର ମିଶ୍ରଙ୍କୁ ପରାସ୍ତ କରି ବିଜେଡି ଜିଲା ପରିଷଦ ପ୍ରାର୍ଥୀ କୁଞ୍ଜଲତା ସାମଲ ବିଜୟୀ ହୋଇଛନ୍ତି। କୁଞ୍ଜଲତା ୫ ଥର ବିଭିନ୍ନ ଜୋନ୍‌ରୁ...

ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟ

ଡେଲାଙ୍ଗ/ବ୍ରହ୍ମଗିରି/ସାକ୍ଷୀଗୋପାଳ/ ନିମାପଡ଼ା/ କାକଟପୁର/କଣାସ ୨୮ା୨(ଡି.ଏନ୍‌.ଏ./ସ୍ବ.ପ୍ର.): ଡେଲାଙ୍ଗ ବ୍ଲକ ୧୫ନଂ.ଜିଲାପରିଷଦ ଜୋନ ଅନ୍ତର୍ଗତ ୭ଟି ପଞ୍ଚାୟତର ଫଳାଫଳ ପ୍ରକାଶ ପାଇଛି। ଗଡ଼ମୋଟରି ପଞ୍ଚାୟତର ସରପଞ୍ଚ ଭାବେ ମାର୍କଣ୍ଡ ମଙ୍ଗରାଜ ଓ ସମିତିସଭ୍ୟ ଲଲାଟ କେଶରୀ ସାମନ୍ତରାୟ ନିର୍ବାଚିତ ହୋଇଛନ୍ତି। ସେହିପରି ଚାଇଁପୁର...

ଜିଲା ପରିଷଦ ଆସନ: ସବୁ ପୋଛିନେଲା ବିଜେଡି

ପୁରୀ ଅଫିସ,୨୮।୨: ପୁରୀ ଜିଲାର ୧୧ଟି ଯାକ ଜିଲା ପରିଷଦ ଆସନରେ ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି। ଅସ୍ତରଙ୍ଗ ବ୍ଲକର ୧ ନମ୍ବର ଜୋନ୍‌ରେ ବିଜେଡି ପ୍ରାର୍ଥୀ ସରସ୍ବତୀ ସ୍ବାଇଁ ଜିତିଛନ୍ତି। ସରସ୍ବତୀଙ୍କୁ ୧୭,୩୪୮...

ଆଚାର୍ଯ୍ୟ ହରିହରଙ୍କ ପ୍ରତିମୂର୍ତ୍ତି ପ୍ରତି ଅବହେଳା

ପୁରୀ ଅଫିସ,୨୮ା୨: ପୁରୀ ସହରରେ ରବିବାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆଚାର୍ଯ୍ୟ ହରିହରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଆପଣଙ୍କ ସେବାରେ ଅନୁଷ୍ଠାନ ପକ୍ଷରୁ ସମୁଦ୍ରକୂଳ ନିକଟ ହରିହର ଛକସ୍ଥିତ ଆଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଅନୁଷ୍ଠାନର ରାଜ୍ୟ ଉପସଭାପତିି...

ମାର୍କେଟ ବିଲ୍ଡିଂରେ ଉଠାଦୋକାନୀଙ୍କୁ ନେଇ ଅସନ୍ତୋଷ

ଭୁବନେଶ୍ୱର,୨୮।୨ (ବ୍ୟୁରୋ): ଉଠା ଦୋକାନୀ ଓ ମାର୍କେଟ ବିଲ୍ଡିଂ ଦୋକାନୀଙ୍କ ମଧ୍ୟରେ ପୁଣି ଥରେ କନ୍ଦଳ ଆରମ୍ଭ ହୋଇ ଯାଇଛି। ଉଠାଦୋକାନୀଙ୍କ ପ୍ରାଦୁର୍ଭାବରେ ବ୍ୟତିବ୍ୟସ୍ତ ହୋଇ ଏହାର ସ୍ଥାୟୀ ସମାଧାନ କରିବା ପାଇଁ ମାର୍କେଟ ବିଲ୍ଡିଂ ସେଣ୍ଟ୍ରାଲ ଆସୋସିଏସନ ପକ୍ଷରୁ...

ନକଲି ଡାକ୍ତର ଠକେଇ ମାମଲା: ମୁହାଁମୁହିଁ ଜେରା ହେବେ ଭଉଣୀଭାଇ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶଚନ୍ଦ୍ର ସ୍ବାଇଁଙ୍କ ପ୍ରତାରଣା ଓ ଠକେଇ ସାମ୍ରାଜ୍ୟକୁ ଭେଦ କରିପାରୁନି କମିଶନରେଟ ପୋଲିସ। ଶୁକ୍ରବାରଠାରୁ ଦ୍ୱିତୀୟଥର ରିମାଣ୍ଡରେ ଆଣି ମାରାଥନ ଜେରା କରିଥିଲେ ମଧ୍ୟ ସେପରି ଅଧିକ କିଛି ତଥ୍ୟ ପାଇପାରି ନାହିଁ ପୋଲିସ।...

ବିଜେଡି ସଫଳତା ଦେଖି ବିରୋଧୀ ଆଶ୍ଚର୍ଯ୍ୟ

ଭୁବନେଶ୍ୱର, ୨୮ା୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳାଫଳ ଗଣତି ଏକପାଖିଆ ଭାବେ ବିଜେଡି ସପକ୍ଷରେ ଯିବାରେ ଲାଗିଛି। ୬୦୦ ଜିଲା ପରିଷଦ ଆସନ ମଧ୍ୟରୁ ପ୍ରାୟ ୫୪୮ ଆସନରେ ବିଜେଡି ଆଗୁଆ ରହିଛି। ବିଜେଡି ତୁଳନାରେ ଭାଜପା,...

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ ବିରୋଧ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ବର୍ଦ୍ଧିତ ବିଦ୍ୟୁତ୍‌ ଦେୟ ଦେଇ ରାଜ୍ୟବାସୀ ଶୋଷଣର ଶିକାର ହେବାକୁ ଯାଉଛନ୍ତି ବୋଲି ସମାଜବାଦୀ ପାର୍ଟି ପକ୍ଷରୁ ଅଭିଯୋଗ କରାଯାଇଛି। ଏନେଇ ଦଳର ରାଜ୍ୟ କମିଟି ସଭାପତି ରବି ବେହେରା କହିଛନ୍ତି, ହାଇକୋର୍ଟ ନିର୍ଦ୍ଦେଶ ସତ୍ତ୍ବେ ବେଦାନ୍ତ ତା’ର...

ଆଜିଠୁ ସ୍କୁଲ ଯିବେ ପ୍ରଥମରୁ ସପ୍ତମ ପିଲା

ଭୁବନେଶ୍ୱର, ୨୮।୨(ବ୍ୟୁରୋ): ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ଗତ ୧୪ ତାରିଖରୁ ଖୋଲିଛି। ତେବେ ସୋମବାରଠାରୁ ପିଲାମାନେ ସ୍କୁଲ୍‌ ଯିବେ। ଦୀର୍ଘ ଦୁଇବର୍ଷ ପରେ ପ୍ରଥମରୁ ପଞ୍ଚମ ପିଲା ସ୍କୁଲ ଯାଉଥିବାରୁ ସେମାନଙ୍କ ମଧ୍ୟରେ ନୂଆ ଉତ୍କଣ୍ଠା ପ୍ରକାଶ ପାଇଛି। ସେହିଭଳି...

ଯୁଆଡ଼େ ଦେଖିଲେ ବିଜେଡି

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଉପକୂଳ, ପଶ୍ଚିମ, ଉତ୍ତର, ଦକ୍ଷିଣ ଯେଉଁଠି ଦେଖିଲେ ବିଜେଡି। ସବୁଆଡ଼େ ଶଙ୍ଖନାଦ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜବରଦସ୍ତ କ୍ରେଜ୍‌ ସବୁଠି ଦେଖିବାକୁ ମିଳିଛି। ଦୀର୍ଘ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଶାସନ ପରେ ମଧ୍ୟ...

ସ୍ତ୍ରୀ ଜିଲା ପରିଷଦ, ସ୍ବାମୀ ସରପଞ୍ଚ

ଜୁନାଗଡ଼,୨୭।୨(ଡି.ଏନ୍‌.ଏ.): ଚଳିତ ପଞ୍ଚାୟତ ନିର୍ବାଚନ ଫଳାଫଳରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ଗ୍ରାମର ଏକ ଦମ୍ପତି ଭୋଟରଙ୍କୁ ଆକୃଷ୍ଟ କରି ମନ ଜିଣିଛନ୍ତି। ଫଳସ୍ବରୁପ ସ୍ତ୍ରୀ ଜିଲା ପରିଷଦ ଓ ସ୍ବାମୀ ନିର୍ଦ୍ୱନ୍ଦ୍ୱରେ ସରପଞ୍ଚ ହେବା ଏହା ପ୍ରମାଣିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri