ରାଜ୍ୟ

ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୬।୨: ବରିଷ୍ଠ ରାଜନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି। ଶନିବାର ପୂର୍ବାହ୍ନରେ ସ୍ବର୍ଗତ ବିଶ୍ବାଳଙ୍କ ମରଶରୀର ବିଧାନସଭା ପରିସରରେ ପହଞ୍ଚତ୍ଥିଲା। ପରେ ବାଚସ୍ପତି...

ଝିଲ୍ଲି ବେଆଇନ ପଥରଖଣି ମାମଲା ଆବେଦନ ଖାରଜ, ୫ କୋଟି ଜରିମାନା ନିର୍ଦ୍ଦେଶ

ପରଜଙ୍ଗ, ୨୬ ।୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲ୍ଲି ଗ୍ରାମ ନିକଟରେ ଥିବା ବିବାଦୀୟ ପଥରଖଣି ଉତ୍ତୋଳନକାରୀଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)। ଏଥିସହ ୫କୋଟି ଟଙ୍କା ଜରିମାନା ତୁରନ୍ତ ଦେବା ଲାଗି ଦେଇଥିବା...

୨୦୨ ଜୋନ୍‌ରେ ବିଜେଡି ଆଗରେ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରଥମ ପର୍ଯ୍ୟୟ ଭୋଟ ଗଣତି ଆରମ୍ଭ । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ବିଜୁ ଜନତା ଦଳ ସମସ୍ତଙ୍କୁ ଛରେ ପକାଇ ଆଗରେ ରହିଛି । ଆଜି...

ପାଇପ୍‌ରେ ଆସୁଛି ଦୂଷିତ ପାଣି କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ

ଢେଙ୍କାନାଳ ଅଫିସ,୨୬ ।୨-ଢେଙ୍କାନାଳ ପୌରାଞ୍ଚଳର ୫ନଂ. ୱାର୍ଡ ଅଧୀନ ଚାନ୍ଦମାରି ସାହିରେ ଶୁକ୍ରବାର ଦୂଷିତ ପାନୀୟ ଜଳଯୋଗାଣକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ରଶ୍ମିତା କୁଅଁରଙ୍କ ନେତୃତ୍ୱରେ ଓ୍ବାର୍ଡର ମହିଳାମାନେ ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟରେ ତାଲା...

ଆସନ୍ନ ପ୍ରସବାଙ୍କୁ ମିଳିଲା ସାହାରା

ବାରିପଦା ଅଫିସ,୨୬ ।୨ ନିରାପଦ ପ୍ରସବ ନିମନ୍ତେ ଅର୍ଥ ସଞ୍ଚୟ ପାଇଁ ଟ୍ରଲି ଟାଣୁଥିବା ଆସନ୍ନ ପ୍ରସବା ଲକ୍ଷ୍ମୀପ୍ରିୟା ଦାସଙ୍କୁ ମିଳିଛି ସାହାରା। ଏ ନେଇ ଧରିତ୍ରୀରେ ‘ଟ୍ରଲି ଟାଣୁଛନ୍ତି ଆସନ୍ନ ପ୍ରସବା’ ଖବର ପ୍ରକାଶ ପାଇବା ପରେ ପ୍ରଶାସନ...

ମାଟି ଦୀପ ବେପାର ମାନ୍ଦା

ବାରିପଦା ଅଫିସ,୨୬ ।୨ କୌଳିକ ବୃତ୍ତିିକୁ ଆପଣାଇ ପରିବାର ଭରଣ ପୋଷଣ କରୁଥିବା କୁମ୍ଭକାର ପରିବାର ଏବେ ଚିନ୍ତାରେ। ଏହି କାରିଗରଙ୍କ ପ୍ରତି ସରକାରୀ ଅଧିକାରୀମାନେ ଅବହେଳା କରୁଥିବାରୁ ସେମାନେ ଦୁର୍ଦ୍ଦିନରେ କାଳ କାଟୁଛନ୍ତି। କରୋନା କଟକଣା ପାଇଁ ଦୁଇ...

ଭାଗ୍ୟ ପରଖିବେ ୨ ମହାରଥୀ

ଖଇରା, ୨୬ ।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ୩ନଂ. ଜୋନର ଭୋଟ ଗଣତି କାର୍ଯ୍ୟ ଶନିବାର ଖଇରା ମହାବିଦ୍ୟାଳୟ ପରିସରରେ କରାଯିବାକୁ ସବୁପ୍ରକାର ବନ୍ଦୋବସ୍ତ କରାଯାଇଛି ା ସକାଳ ୮ଟାରୁ ଅନୁଷ୍ଠିତ ହେବାକୁ ଥିବା ଏହି ଗଣତି ପାଇଁ...

ଫେରିବା ଅପେକ୍ଷାରେ ୫ ଛାତ୍ର

ଚମ୍ପୁଆ/ପାଟଣା/ଯୋଡ଼ା/ବାରିପଦା ଅଫିସ,୨୬।୨(ଡି.ଏନ୍‌.ଏ./ସ୍ବ.ପ୍ର.)କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ୫ ଡାକ୍ତରୀ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ସ୍ବଦେଶ ଫେରାଇ ଆଣିବାକୁ ସେମାନଙ୍କ ମାତାପିତା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ଚମ୍ପୁଆ ଅଞ୍ଚଳର ଶୁଭମ କୁମାର ସାହୁଙ୍କୁ ଫେରାଇ...

ଆଉ ୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬।୦୨(ବ୍ୟୁରୋ): ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ରାଜ୍ୟରେ କୁମୁଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ପିଲା ରହିଛନ୍ତି। ସେହିପରି ୧୭୧ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୨୨ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା...

ଆରମ୍ଭ ହେଲା ପଞ୍ଚାୟତ ଭୋଟ ଗଣତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍‌ ଗଣତି ଶନିବାର ଆରମ୍ଭ ହୋଇଯାଇଛି। ଏହି ଭୋଟ୍‌ ଗଣତି ତିନି ଦିନ ଧରି ଚାଲିବ। ଆଜି ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍‌ରେ ଗଣତି ହେଉଛି। ରାଜ୍ୟର ସମସ୍ତ ୩୧୪ ବ୍ଲକ୍‌ରେ...

ସହର ଭିତରେ ଫ୍ଲାଏ ଆଶ୍‌ ଇଟା କାରଖାନା

ଯାଜପୁର ସଦର,୨୬।୨(ଡି.ଏନ.ଏ.): ଯାଜପୁର ତହସିଲ ଅନ୍ତର୍ଗତ ଯାଜପୁର ସହର ଭିତରେ ଏକ ଫ୍ଲାଏ ଆଶ୍‌ ଇଟା କାରଖାନା ଚାଲିଛି। ଏହି କାରଖାନାରେ ନମ୍ବର ବିହୀନ ଗାଡ଼ିଗୁଡ଼ିକୁ ଇଟା ପରିବହନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଏଥିସହିତ ଇଟା ଅନ୍‌ଲୋଡିଂ ପାଇଁ ଶିଶୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri