ରାଜ୍ୟ

ଚାଲିଛି ହାର୍‌ଜିତ୍‌ ଆକଳନ

ଚଣ୍ଡିଖୋଲ,୨୬ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକର ୪୩ ପଞ୍ଚାୟତରେ ୧୮ ତାରିଖରେ ମତଦାନ ଶେଷ ହୋଇଛି। ଏହାପରେ ପ୍ରାର୍ଥୀ ହାର୍‌ଜିତକୁ ନେଇ ଅଙ୍କ କଷିବାରେ ବ୍ୟସ୍ତ ଅଛନ୍ତି। ୬୩୭ୱାର୍ଡ ପାଇଁ ୧ଲକ୍ଷ ୪୬ ହଜାର ୧୨୮ଜଣ ଭୋଟର ମତଦାନ କରିଛନ୍ତି। ୪୩ ପଞ୍ଚାୟତ...

ଜିତିବା, ହାରିବାକୁ ନେଇ ଅଙ୍କକଷା

ଯାଜପୁର ଅଫିସ,୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଶେଷହେବା ପରେ ଗଣତି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୋଟ ଗଣତି ପାଇଁ ବ୍ୟବସ୍ଥା କରାଯାଇଛି। ତେଣୁ ଏବେ ଜିତିବା ହାରିବା ନେଇ ପ୍ରାର୍ଥୀ ଏବଂ...

‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା ଶିକ୍ଷାନବିସଙ୍କ ସହିତ ପ୍ରତ୍ୟକ୍ଷ ପରିଚୟ ଉଦ୍ଦେଶ୍ୟରେ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଏକ...

ପ୍ରାର୍ଥୀ ଚୟନ ଚ୍ୟାଲେଞ୍ଜପୂର୍ଣ୍ଣ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ପଞ୍ଚାୟତ ଭୋଟ ଗଣତିର ଦିନକ ପୂର୍ବରୁ ଏହି ତାରିଖ ଘୋଷଣା ଅନେକ ନେତାଙ୍କ ପାଇଁ ଚିନ୍ତାର...

କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ହେବ ଶୁଣାଣି

ବଲାଙ୍ଗୀର ଅଫିସ, ୨୬ା୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ଶୁଣାଣି ଖୁବ ଶୀଘ୍ର ଆରମ୍ଭ ହେବ। କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ଏହି ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସି କୋର୍ଟରୁ ମାମଲାଟିକୁ କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌...

‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ। ଆଇନର ଲକ୍ଷ୍ମଣରେଖା ମଧ୍ୟରେ ରହି ମାମଲାରେ ସମ୍ପୃକ୍ତ ଉଭୟ ପକ୍ଷଙ୍କୁ ସମଦୃଷ୍ଟିରେ ଦେଖି ନ୍ୟାୟ ପ୍ରଦାନ କରାଯିବା ଉଚିତ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର...

ଜାଲରେ ପଡ଼ିଲା ବିରଳ ପ୍ରଜାତିର ମାଛ

ଭୋଗରାଇ, ୨୬ା୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୀମାନ୍ତ ଦୀଘା ମତ୍ସ୍ୟ ଅବତରଣ କେନ୍ଦ୍ରକୁ ଶୁକ୍ରବାର ଏକ ବିରଳ ପ୍ରଜାତିର ସାମୁଦ୍ରିକ ମାଛ ବିକ୍ରି ପାଇଁ ଆସିଥିଲା। ଗଭୀର ସମୁଦ୍ରରୁ ଏକ ଟ୍ରଲରରେ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଥିବା ଏହି ବିରଳ ମାଛକୁ ପେଟୁଆ...

୨୦୩୦ ମଧ୍ୟରେ ୩୦୦ ବିଲିୟନ ଟନ୍‌ ଉତ୍ପାଦନ ଲକ୍ଷ୍ୟ

କୋଣାର୍କ,୨୬ା୨(ଡି.ଏନ୍‌.ଏ.): କୋଣାର୍କ ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ବ୍ୟାପୀ ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀମାନଙ୍କ ଖଣି ସମ୍ବନ୍ଧୀୟ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ମୁଖ୍ୟଅତିଥି...

ଶାହା, ଜୟଶଙ୍କରଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ୟୁକ୍ରେନ୍‌ ଉପରେ ରୁଷିଆ ଜୋରଦାର ଆକ୍ରମଣ ଚଳାଇଛି। ଏଭଳି ସ୍ଥିତିରେ ୟୁକ୍ରେନ୍‌ରେ ଫସିଯାଇଥିବା ଭାରତୀୟ, ବିଶେଷକରି ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତାର ବିଷୟ ହୋଇଛି। ୟୁକ୍ରେନ୍‌ରୁ ଭାରତୀୟମାନେ ଭିଡିଓ ଜରିଆରେ ନିଜ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ସାହାଯ୍ୟ...

ଆଜିଠୁ ପଞ୍ଚାୟତ ଭୋଟ ଗଣତି

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବାବେଳେ ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଛି। ଶନିବାରଠାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିପାଇଁ ପ୍ରାର୍ଥୀମାନଙ୍କ ମନରେ ଭୟ ବଢ଼ିବାରେ ଲାଗିଛି। ୩୧୪ ବ୍ଲକ୍‌ ମୁଖ୍ୟାଳୟରେ ୩ ଦିନ (୨୬,୨୭,୨୮...

ପ୍ରାଚୀନ ଐତିହାସିକ ଲେଖନୀ ସମ୍ବନ୍ଧରେ ଆଲୋଚନା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଶୁକ୍ରବାର ‘ଐତିହାସିକ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ଲେଖନୀରେ ସ୍ବାଧୀନତା ସଂଗ୍ରାମୀ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ରାଚୀନ ଐତିହାସିକ ଲେଖନୀ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା।...

ସାହାଣମେଲା, ଗର୍ଭଗୃହ ଦର୍ଶନ ବାରଣ

ଭୁବନେଶ୍ୱର, ୨୬।୨ (ବ୍ୟୁରୋ): ଆସନ୍ତା ୧ ତାରିଖରେ ମହାଶିବରାତ୍ରି ଓ ଜାଗରଯାତ୍ରା। ରାଜଧାନୀରେ ଥିବା ମନ୍ଦିରରେ କୋଭିଡ୍‌ କଟକଣା ଭିତରେ ଏହାକୁ ପାଳନ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri