ରାଜ୍ୟ

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ସମସ୍ତ ମୃତକ ଗୋଟିଏ ଜିଲାର

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 1.A 28 years old Male of Baragarh District who...

ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ, ୨୫।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ରାମ ଚନ୍ଦ୍ର ପ୍ରସାଦ ସିଂ ଶୁକ୍ରବାର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ବ୍ୟବହୃତ ଲୁହାବିମ୍‌ର ଅନୁଧ୍ୟାନ ହେବ ବୋଲି ସେ ସୂଚନା ଦେଇଛନ୍ତି। ଆହୁରି ମଧ୍ୟ କହିଛନ୍ତି, ଏଥିରେ...

ଖେଳିବାକୁ ଯାଇ ଫେରିନାହାନ୍ତି ଦ୍ୱିତୀୟ ଶ୍ରେଣୀ ଛାତ୍ର, ବଳି ସନ୍ଦେହ

ହାଟଡିହୀ,୨୫ା୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସୋସୋ ଥାନା ରୁଗୁଡ଼ିଆ(ଖଣି ବଜାର) ଗ୍ରାମର ଜଣେ ଦିତୀୟ ଶ୍ରେଣୀ ଛାତ୍ର ଖେଳିବାକୁ ଯାଇ ଆଉ ଘରକୁ ଫେରିନାହାନ୍ତି। ବାପା ବିଜୟ ପୂର୍ତ୍ତିଙ୍କର ଗତ ୪ ବର୍ଷ ତଳେ ମୃତ୍ୟୁ ହୋଇଥିବା ବେଳେ ମା’ ଅନ୍ୟତ୍ର...

ଏହି ୪ ଜଣ ହେଲେ ବିଏମ୍‌ସି ବ୍ରାଣ୍ଡ ଆମ୍ବାସଡର

ଭୁବନେଶ୍ବର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସଚେତନତା ସୃଷ୍ଟି ପାଇଁ ବିଏମ୍‌ସି ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ବିଏମ୍‌ସି ବ୍ରାଣ୍ଡ ଆମ୍ବାସଡର ଭାବେ ଘୋଷଣା କରିଛି। ସେମାନେ ହେଉଛନ୍ତି ସିନେ...

ଷ୍ଟ୍ରଙ୍ଗ୍‌ରୁମ୍‌ ବାହାରେ ପଡ଼ିଛି ଭୋଟ୍‌ କାଗଜ, ଫଳାଫଳକୁ ନେଇ ଆଶଙ୍କାରେ ଜନସାଧାରଣ

କେନ୍ଦ୍ରାପଡ଼ା ଅଫିସ,୨୫ା୨: କେନ୍ଦ୍ରାପଡ଼ା ବ୍ଲକର ଷ୍ଟ୍ରଙ୍ଗରୁମ୍‌ ବାହାରେ ଭୋଟ୍‌ କାଗଜ ପଡ଼ିଛି। ଶୁକ୍ରବାର ଏପରି ଘଟଣା କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟରେ ହୋଇଥିବା ବ୍ଲକର ଷ୍ଟ୍ରଙ୍ଗରୁମ ନିକଟରେ ଦେଖିବାକୁ ମିଳିଛି। ଫଳରେ ଚଳିତ ନିର୍ବାଚନ ଫଳାଫଳକୁ ନେଇ ସ୍ଥାନୀୟ ଜନସାଧାରଣ ଆଶଙ୍କା...

ଏଟିଏମ୍‌ ଲୁଟ୍‌ ପରେ ଜାଳିଦେଲେ

ବାଲେଶ୍ୱର ଅଫିସ,୨୫ା୨: ବାଲେଶ୍ୱର ଜିଲା ବସ୍ତା ଥାନା ରାଜଘାଟର ପବନ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ଏଟିଏମ ଲୁଟ୍‌ ପରେ ଗୁରୁବାର ରାତିରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ଗ୍ୟାସ୍‌ କଟର ପଡ଼ିଛି। ପୋଲିସ ଶୁକ୍ରବାର ସକାଳେ ଘଟଣାସ୍ଥଳରେ...

ଆଜିଠୁ ବର୍ଷା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ଆଜି ରାଜ୍ୟରେ କିଛି ସ୍ଥାନରେ ବିଜୁଳି, ଘଡଘଡି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ

ଝାରସୁଗୁଡା ଅଫିସ/ଭୁବନେଶ୍ୱର,୨୫।୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟର ଏଏସ୍‌ଆଇ ହରେକୃଷ୍ଣ ନାୟକ। ତାଙ୍କ ବାସଭବନରେ ଶୁକ୍ରବାର ଭିଜିଲାନ୍ସ ଚଢାଉ କରିଛି। ଏକାକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି। କଟକ, ପୁରୀ, ଝାରସୁଗୁଡା ଓ ଗଞ୍ଜାମ ଜିଲାରେ ଚଢ଼ାଉ...

ଆଜି ସାନି ମତଦାନ

ପାରଳାଖେମୁଣ୍ଡି,୨୫ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଉନ୍ନୟନ ଅଧିକାରୀ ତଥା ବ୍ଲକ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଅନୁସାରେ ପୁନଃ ମତଦାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଲିଙ୍ଗରାଜ ପଣ୍ଡା। ଆଜି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ...

ଆଜି ରାଜ୍ୟରୁ ୩୪୫ ଆକ୍ରାନ୍ତ ଚିହ୍ନଟ, ଯାଜପୁରରୁ ସର୍ବାଧିକ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୨ ଜଣ ଚିହ୍ନଟ...

ଘରୋଇକରଣ ପରେ ବି ସୁଧାର ନାହିଁ

ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ପରିମଳ ବ୍ୟବସ୍ଥା ଘରୋଇକରଣ ହେଲା ପରେ ବି ଉପଯୁକ୍ତ ସେବା ମିଳୁନାହିଁ। ପରିମଳ ବ୍ୟବସ୍ଥାରେ ଯେଉଁ ସୁଧାର ଆସିବ ବୋଲି କୁହାଯାଉଥିଲା ତାହା ଫଳପ୍ରଦ ହୋଇନାହିଁ। ୧୪ ଓ ୧୫ ନଂ. ୱାର୍ଡରେ ଆବର୍ଜନା...

ପଦା ହେଲାଣି ମୟୂରଝାଲିଆ କାଜୁ ଜଙ୍ଗଲ

ନୟାଗଡ଼ ଅଫିସ/ରଣପୁର,୨୫।୨(ସ୍ବ.ପ୍ର.): କାଜୁ ନିଗମ ଅଧୀନରେ ଥିବା ନୟାଗଡ଼ ଜିଲା ରଣପୁର ତହସିଲ ମୟୁରଝାଲିଆ ଗାଁରେ ଗୋଚର ଓ କାଜୁ ଜଙ୍ଗଲରୁ ବେଆଇନ ଭାବେ ମାଙ୍କଡା ପଥର ଓ ମୋରମ ଖନନ ଚାଲିଛି । ପ୍ରାୟ ଦେଢ଼ ବର୍ଷ ଭିତରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri