ରାଜ୍ୟ

ନକଲି ଡାକ୍ତରଙ୍କ ଘରେ ଚଢ଼ାଉ: ୧୫ ପାସ୍‌ବୁକ୍‌ ଜବତ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି । ପ୍ରତିଦିନ ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି। ତାଙ୍କ ଘରେ କମିଶନରେଟ ପୋଲିସ ପକ୍ଷରୁ ଚଢାଉ କରାଯାଇଛି। ମଙ୍ଗଳବାର ରାତିରେ କେନ୍ଦ୍ରାପଡା ଜିଲା...

ଖୁବ୍‌ଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପରେ ହେବ ପୌର ନିର୍ବାଚନ। ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନ ତାରିଖ ଯେକୌଣସି ମୁହୂର୍ତ୍ତରେ ଘୋଷଣା ହୋଇପାରେ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...

ରାଜ୍ୟରୁ ପୁଣି ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୦୪୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ...

କାଲି ଶେଷ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଗୁରୁବାର ହେବ। ଏ ନେଇ ଗତକାଲି ପ୍ରଚାର ମଧ୍ୟ ସରିଯାଇଛି। ଶେଷ ପର୍ଯ୍ୟାୟରେ ରାଜ୍ୟର ୨୫ଟି ଜିଲାର ୧୩୧ ଜିଲା ପରିଷଦ ଜୋନରେ ନିର୍ବାଚନ ହେବ ।...

ଚାଲିଛି ସାନି ମତଦାନ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ବୁଥରେ ବୁଧବାର ସାନି ମତଦାନ ହେଉଛି । ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଯୋଗୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ସ୍ଥଗିତ ଥିବା ୪୫ଟି ବୁଥରେ ଆଜି ପୁଣି ମତଦାନ ହୋଇଛି। ଯାଜପୁର, ଢ଼େଙ୍କାନାଳ, ପୁରୀ, ଭଦ୍ରକ,...

ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୨୩।୨: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ,କସ୍ତୁରୀ ଓ କଳା ଓ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର...

ରାଜ୍ୟରେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୩ ଜଣ ପିଲା ଅଛନ୍ତି। ସେହିପରି ୧୯୬ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୪୬ ଲୋକାଲ କେସ ରହିଛି। ଏ...

ଥମୁନି ବିଜେଡି-ଭାଜପା ଦୋଷ ଲଦାଲଦି

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବିଜେଡି ଓ ଭାଜପା ମଧ୍ୟରେ ଦୋଷ ଲଦାଲଦି ପ୍ରକ୍ରିୟା ଜାରି ରହିଛି। ସବୁଦିନ ଭଳି ମଙ୍ଗଳବାର ମଧ୍ୟ ଉଭୟ ଦଳ ପରସ୍ପର ବିରୋଧରେ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ...

ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ସ୍ବାଧିନତାର ୭୫ ବର୍ଷ ପରେ ଭୋଟର ତାଲିକା ଠିକ୍‌ ଭାବେ ପ୍ରସ୍ତୁତ ନ କରିପାରିବା ଚିନ୍ତା ଓ ପରିତାପର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି କହିଛନ୍ତି। ଧର୍ମେନ୍ଦ୍ର ମଙ୍ଗଳବାର ଟୁଇଟ୍‌ରେ ଦର୍ଶାଇଛନ୍ତି ଯେ,...

ଯାଜପୁର, ମୟୂରଭଞ୍ଜ ସିଏସ୍‌ଓଙ୍କୁ ଜବାବ ତଲବ

ଯାଜପୁର ଅଫିସ,୨୩।୨: ଯାଜପୁର ଜିଲା ବଡ଼ଚଣା ବ୍ଲକ ଓଲରାସ୍ଥିତ ସାବିତ୍ରୀ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଓ ମୟୁରଭଞ୍ଜ ଜିଲା କରଞ୍ଜିଆ ସାବିତ୍ରୀ ରାଇସ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଚାଉଳ ଦୁର୍ନୀତି ମାମଲାରେ ସମ୍ପୃକ୍ତ ଅଧିକାରୀମାନଙ୍କ ଅଡୁଆ ବଢିଛି। ଏହି ଦୁର୍ନୀତି...

ଢିଙ୍କିଆରେ ନିରପେକ୍ଷ ନିର୍ବାଚନ ନେଇ ଆଶଙ୍କା

କୁଜଙ୍ଗ,୨୩ା୨(ଡି.ଏନ୍‌.ଏ.): ଆସନ୍ତା ୨୪ ତାରିଖରେ ଢିଙ୍କିଆ ପଞ୍ଚାୟରେ ସମିତି ସଭ୍ୟ ଓ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ। ମାତ୍ର ଏହି ସମୟରେ ଅବାଧ ନିରପେକ୍ଷ ନିର୍ବାଚନ ହେବା ନେଇ ଆଶଙ୍କାବ୍ୟକ୍ତ କରାଯାଇଛି। ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ...

କୁଜଙ୍ଗ ୮୨.୧୩%, ରଘୁନାଥପୁରରେ ୮୦.୨୪% ଭୋଟ

ଜଗତ୍‌ସିଂହପୁର ଅଫିସ, ୨୩ା୨: ମଙ୍ଗଳବାର ଜଗତ୍‌ସିଂହପୁର ଜିଲାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ଯ୍ୟାୟରେ କୁଜଙ୍ଗ ବ୍ଲକ ଅଞ୍ଚଳରେ ୮୨.୧୩% ମତଦାନ ହୋଇଛି। ଯେଉଁଥିରେ ବ୍ଲକର ୪ଟି ଜୋନ ମଧ୍ୟରୁ ବଗଦିଆ ପଞ୍ଚାୟତରେ ସର୍ବାଧିକ ୯୩.୩୫% ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri