ରାଜ୍ୟ

‘ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ବିଜେଡି ରାଜନୀତି କରୁଛି’

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଅସୁସ୍ଥ ହେବା ଗୁଜବ ଓ ଏହାର କିଛି ଘଣ୍ଟା ପରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି କଂଗ୍ରେସ ଓ ଭାଜପା। କଂଗ୍ରେସର ରାଜ୍ୟ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି, କିଛି...

୨ ବୁଥ୍‌ରେ ହିଂସା, ମତଦାନ ବନ୍ଦ

ଜଗତ୍‌ସିଂହପୁର ଅଫିସ, ୧୯ା୨: ଜଗତ୍‌ସିଂହପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସମୟରେ ହିଂସା ପୋଲିସ ଓ ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ନିର୍ବାଚନ ବେଳେ ଜଗତ୍‌ସିଂହପୁର ଥାନା ପଟସରା ପଞ୍ଚାୟତ ଅନ୍ତର୍ଗତ ଢିଅପଟସରା ପ୍ରାଥମିକ ବିଦ୍ୟାଳୟ ୧ନଂ....

ଡଗ୍‌ ସ୍କ୍ବାଡ୍‌ କେ-୯ରେ ୫ ବେଲ୍‌ଜିଆନ ମାଲିନୋଇସ

କଟକ ଅଫିସ,୧୯ା୨: ବେଲ୍‌ଜିଆନ ମାଲିନୋଇସ ପ୍ରଜାତିର ୫ କୁକୁର ଶୁକ୍ରବାର ଓଡ଼ିଶା ପୋଲିସର ଡଗ୍‌ ସ୍କ୍ବାଡ୍‌ କେ-୯ରେ ସାମିଲ ହୋଇଛନ୍ତି। କଟକ ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ପଡିଆରେ ସେମାନଙ୍କୁ ନେଇ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଉକ୍ତ...

ଜଗତ୍‌ସିଂହପୁର ବ୍ଲକରେ ୭୮.୯୨% ମତଦାନ

ଜଗତ୍‌ସିଂହପୁର ଅଫିସ, ୧୯ା୨: ୨ୟ ପର୍ଯ୍ୟାୟ ନିର୍ବାଚନରେ ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ପାଇଁ ଶୁକ୍ରବାର ମତଦାନ ହୋଇଛି। ଏହି ଅବସରରେ ୭୮.୯୨% ମତଦାନ ହୋଇଛି। ସେଥିମଧ୍ୟରୁ ୧ନଂ.ରେ ସର୍ବାଧିକ ୮୧.୯୫%, ୨ନଂ.ରେ ୭୮.୭୯%, ୩ନଂ.ରେ...

କଂଗ୍ରେସ, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା ଅଫିସ, ୧୯ା୨: କେନ୍ଦ୍ରାପଡ଼ା ବ୍ଲକର ୭ ନଂ. ଜିଲା ପରିଷଦ ଜୋନ୍‌ରେ ଆସନ୍ତା ୨୨ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କଲେଣି। କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ଏହି ଜୋନ୍‌ ଉଭୟ ବିଜେଡି ଓ କଂଗ୍ରେସ...

ରାଜକନିକା ୭୨.୫୪, ମାର୍ଶାଘାଇରେ ୭୭% ମତଦାନ

କେନ୍ଦ୍ରାପଡ଼ା ଅଫିସ/ ରାଜକନିକା/ ମାର୍ଶାଘାଇ, ୧୯ା୨ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ସରିଛି। ଏହି ପର୍ଯ୍ୟାୟରେ ରାଜକନିକା ଓ ମାର୍ଶାଘାଇ ବ୍ଲକର ୩ଟି ଲେଖାଏ ଜୋନ୍‌ ଅଞ୍ଚଳରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା।...

ଭୋଟବାକ୍ସ ସିଲ୍‌ ଖୋଲା ନେଇ ଉତ୍ତେଜନା

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର ଭୋଟ ଶେଷପରେ ଉକ୍ତ ବ୍ଲକ ଚମ୍ପାପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମର ୩ ନଂ....

ଆତ୍ମହତ୍ୟା କଲେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ

ଦଶରଥପୁର,୧୯।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ଯାଜପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଭୋଟର ଛଳନା କରିଥିବା ଆଶଙ୍କାକରି ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ ରଶି ଲଗାଇ ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ପରିବାର...

ଅବହେଳାରୁ ପୁଣି ହିଂସା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ମତଦାନବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ସହ ବୁଥ୍‌ ଜବରଦଖଲ, ଭୋଟ ବାକ୍ସ ଲୁଟ୍‌, ପ୍ରିଜାଇଡିଂ ଅଫିସର, ଖବରଦାତାଙ୍କୁ ଆକ୍ରମଣ ଭଳି ଘଟଣା ଘଟିଥିଲା। ଏ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି...

ପୋଖରୀରେ ଫିଙ୍ଗିଲେ ଭୋଟ ବାକ୍ସ

ଯାଜପୁର ଅଫିସ/ଦଶରଥପୁର (ଡି.ଏନ.ଏ.),୧୯ା୨: ଯାଜପୁର ଜିଲା ପଞ୍ଚାୟତ ନିର୍ବାଚନର ୨ୟ ପର୍ଯ୍ୟାୟ ମତଦାନରେ ପୁଣି ବୋମାମାଡ, ବାଲଟ ପେପର ଲୁଟ୍‌ ଓ ମାଡପିଟ ଘଟଣାର ପୁନରାବୃତ୍ତି ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତର ୨ ଓ ୩ ନମ୍ବର...

ନିର୍ବାଚନ ଆସିଲେ ଗୁଜବ ହୁଏ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ନେଇ ରାଜ୍ୟର ରାଜନୈତିକ ବାତାବରଣ ଉଷ୍ମ ରହିଛି। ଏହା ଭିତରେ କିଛିଦିନ ହେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ନେଇ ସାମାଜିକ ଗଣମାଧ୍ୟମଠାରୁ ଆରମ୍ଭ କରି ବିଭିନ୍ନ ମହଲରେ ଚର୍ଚ୍ଚା ହେଉଥିଲା। ତେବେ ଖୋଦ୍‌...

ଲୋକସେବା ଭବନକୁ ସାଧାରଣ ଲୋକଙ୍କୁ ଛଡ଼ାଯାଉ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଲୋକସେବା ଭବନକୁ ସାଧାରଣ ଲୋକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ଛଡ଼ା ଯାଉନାହିଁ। ଏନେଇ ସାମାଜିକ କର୍ମୀ ବାସୁଦେବ ଭଟ୍ଟ ଉଦ୍‌ବେଗ ପ୍ରକାଶ କରିବା ସହ ଖୋଲା ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ତାଙ୍କ ଚିଠିରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri