ରାଜ୍ୟ

ଶନିବାର ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆସନ୍ତାକାଲି ରାଷ୍ଟ୍ରପତି ସ୍ବତନ୍ତ୍ର ବିମାନ ଯୋଗେ ୧୨ଟା ୨୫ରେ ଦିଲ୍ଲୀରୁ ବାହାରି ଅପରାହ୍ନ ୨ଟା୪୫ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ...

ରାଜ୍ୟରେ ହଟିଲା ରାତ୍ରିକାଳୀନ କର୍ଫ୍ୟୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି। ଦୀର୍ଘ ଦିନ ପରେ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳକୁ ଖସିଛି। କରୋନା ପ୍ରକୋପ କମିବାରୁ ରାଜ୍ୟ ସରକାର ପୂର୍ବରୁ ଲାଗିଥିବା କେତେକ କଟକଣାକୁ କୋହଳ କରିଛନ୍ତି। ଇତିମଧ୍ୟରେ ଶୁକ୍ରବାର...

ଦଶରଥପୁରରେ ଲୁଟିନେଲେ ବାଲଟ ପେପର

ଦଶରଥପୁର,୧୮।୨(ଡି.ଏନ.ଏ.): ଯାଜପୁର ଜିଲାରେ ଚାଲିଥିବା ପଞ୍ଚାୟତ ନିର୍ବାଚନରେ ପୁଣି ଥରେ ବୁଥ କ୍ୟାପଚରିଂ ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତ ବୁଥ ନମ୍ବର ୨ ଓ ୩ରେ ୧୦ରୁ ୧୫ଜଣ ଦୁର୍ବୃତ୍ତ ପଶି ବାଲଟ ପେପର ଛଡେଇ ନେଇଛନ୍ତି।...

ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସା

ବାଲେଶ୍ୱର ଅଫିସ,୧୮ା୨: ବାଲେଶ୍ୱର ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି । ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାମୁହିଁ। ସ୍ଥାନୀୟ ଆଦିବାସୀ ସାହିରେ ଲାଇଟ୍‌ ଲଗାଇବାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ। ଉଭୟ...

ମାର୍ଶାଘାଇରେ ପୂର୍ବାହ୍ନ ସୁଦ୍ଧା ୧୬ ପ୍ରତିଶତ ମତଦାନ

ଡେରାବିଶ,୧୮ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ମାର୍ଶାଘାଇ ବ୍ଲକରେ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରେ ଆରମ୍ଭ ହୋଇଥିବା ଏହି ମତଦାନ ପାଇଁ ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଥିଲା। ବିଭିନ୍ନ...

ଆଜି ସରିବ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର, ୨୦ରେ ଭୋଟ୍‌

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଚଳିତମାସ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବାବେଳେ ଆଜି ରାଜ୍ୟରେ ଜାରି ରହିଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଆଉ ଦିନକ ପରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ...

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ଫେରିବାଲା

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନରେ ଟ୍ରେନ୍‌କୁ ଚଢୁଥିବା ସମୟରେ ଜଣେ ଫେରିବାଲା ଖସିପଡ଼ି ଗୁରୁତର ହୋଇଛନ୍ତି। ତାଙ୍କର ଗୋଟିଏ ଗୋଡ଼ କଟିଯାଇଛି। ସେ ହେଲେ ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ପଞ୍ଚାୟତ ମଠପାଟଣାର ଦିବାକର ସାହୁ। ସେ ପ୍ରତିଦିନ...

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କୋରାପୁଟ,୧୮ା୨(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳୁ ସୁନାବେଡ଼ା ମ୍ୟୁନିସିପାଲିଟି ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘର ଓ କାର୍ଯ୍ୟାଳୟ ସମେତ ବ୍ରହ୍ମପୁର, ପାରଳାଖେମୁଣ୍ଡି, ଭୁବେନେଶ୍ୱର କୋରାପୁଟ ଆଦି ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି...

ଅନ୍‌ଲାଇନ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

କେନ୍ଦୁଝର,୧୮।୨ (ସ୍ବ.ପ୍ର.) କେନ୍ଦୁଝର ଧରଣୀଧର ସ୍ବଂୟଶାସିତ ମହାବିଦ୍ୟାଳୟରେ ଅନ୍‌ଲାଇନ ପରୀକ୍ଷା ଦାବିରେ ଛାତ୍ରଛାତ୍ରୀମାନେ ଗୁରୁବାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩ ଶେଷ ବର୍ଷର ପଞ୍ଚମ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆସନ୍ତା ୨୬ରୁ ଅଫ୍‌ଲାଇନରେ...

ବୁଥ୍‌ ଦଖଲ ଘଟଣାରେ ୬ ଗିରଫ

ଢେଙ୍କାନାଳ ଅଫିସ, ୧୮।୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ ବୁଥ୍‌ ଜବରଦଖଲ ମାମଲାରେ ପୋଲିସ ଦୁଇଗୋଷ୍ଠୀର ୬ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ନିହଲପ୍ରସାଦର ସିଲୁ ସାହୁ, ମାନସ ସାହୁ,...

ପ୍ରଦୂଷଣ ବଢ଼ାଉଛି ଫ୍ଲାଇ ଆଶ

ବଇଣ୍ଡା, ୧୮।୨(ଡି.ଏନ.ଏ.) ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତାର ସାନହୁଲା ନିକଟରେ ଥିବା ଏକ ବେସରକାରୀ ଜମିରେ ଗଦା କରି ରଖାଯାଇଥିବା ଫ୍ଲାଇ ଆଶ ପ୍ରଦୂଷଣ ବଢ଼ାଉଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତୁରନ୍ତ...

ନିର୍ଦ୍ଧାରଣ ହେବ ୧୦୧୧ ପ୍ରାର୍ଥୀଙ୍କ ଭାଗ୍ୟ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ଏବଂ କଣିହଁା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ଆବଶ୍ୟକ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ବୁଥ୍‌ରେ ପୋଲିଂ ପାର୍ଟି ପହଞ୍ଚତ୍ସାରିଥିବାବେଳେ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହିତ ସମାପନ କରିବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri