ରାଜ୍ୟ

ବୁଥ୍‌ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ

ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍‌ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି ପୋଲିସ। ଏଥିରେ ଧର୍ମଶାଳା ବ୍ଲକର ଦେଓଦା ବୁଥ୍‌ ନମ୍ବର ୬ ଓ ୭...

ଅନ୍‌ଲାଇନ୍‌ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

କେନ୍ଦୁଝର,୧୭ା୨(ସ୍ବ.ପ୍ର.): ଅନ୍‌ଲାଇନ୍‌ ପରୀକ୍ଷା ଦାବିରେ ଗୁରୁବାର ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତତିନି ଶେଷବର୍ଷ ଛାତ୍ରୀଛାତ୍ର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଛନ୍ତି। ପରେ ଅଧ୍ୟକ୍ଷ ନରେନ୍ଦ୍ର ସାହୁ ଓ ଅନ୍ୟ ଅଧ୍ୟାପକମାନେ ଆସି ବୁଝାଶୁଝା କରିଥିଲେ। ଅନ୍‌ଲାଇନ୍‌ରେ...

ନିର୍ବାଚନୀ ହିଂସା: ଗ୍ୟାରେଜରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୭ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟଦାନ ବୁଧବାର ସରିଛି। ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ରୋହିଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। କିଛି ଦୁର୍ବୃତ୍ତ ଗାଁରେ ଥିବା...

ଭିଜିଲାନ୍ସ ଜାଲରେ ଏନ୍‌ଏସି ଜମାଦାର

ବରଗଡ଼ ଅଫିସ,୧୭ା୨: ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସି ଜମାଦାର ଦୀନବନ୍ଧୁ ପଣ୍ଡା ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣଙ୍କଠାରୁ ୨୫ ହଜାର ଲାଞ୍ଚ ନେଉଥିବା ବେଳେ ବରଗଡ଼ ଭିଜିଲାନ୍ସର ଏକ ଟିମ୍‌ ଅତର୍କିତ ଚଢ଼ାଉ କରି ତାଙ୍କୁ...

ରାତି ଅଧରେ ଟଙ୍କା ବାଣ୍ଟୁଥିବା କର୍ମୀଙ୍କୁ ଥାନାକୁ ଆଣିବାକୁ ଯାଇ ପୋଲିସ ହଟହଟା

ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୧ ନମ୍ବର ଜିଲା ପରିଷଦ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଗାଁରେ ବୁଧବାର ରାତି ଅଧରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି। ୨ ଜଣ ଭାଜପା କର୍ମୀଙ୍କୁ ଘରୁ ପୋଲିସ ଉଠାଇ ଆଣିବାକୁ...

ଖବରଦାତାଙ୍କୁ ଆକ୍ରମଣ ଘଟଣା: ୮ ଜଣଙ୍କୁ ଗିରଫ କଲା ପୋଲିସ

ପୁରୀ ଅଫିସ, ୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ମତଦାନ ବେଳେ ଖବର ସଂଗ୍ରହ କରୁଥିବା ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ପୁରୀ ପୋଲିସ ୮ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ସତ୍ୟପ୍ରିୟ ମହାରଣା, ବିଜୟ ସ୍ବାଇଁ, ସୁବାସ ମାଝି, ନିକୁଞ୍ଜ...

ଆଗକୁ ସ୍ଥିତି ଆହୁରି ସୁଧୁରିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୭।୨(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତିି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି। ନିୟମ କୋହଳ କରିବା...

ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍‌, ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପାଇଁ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍‌। ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ତେବେ ଭୋଟ ପରିଚାଳନା ପାଇଁ ବୁଥ୍‌ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୮୬ ପଜିଟିଭ୍‌

ଭୁବନେଶ୍ୱର,୧୭।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୮୬ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୬୯ ପିଲା ଅଛନ୍ତି। ସେହିପରି ୫୧୬ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୭୦ ଲୋକାଲ କେସ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ...

ଆଜି ୧୬ ଜୀବନ ନେଲା କରୋନା

ଭୁବନେଶ୍ବର,୧୭।୨:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୧୬ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୬୧କୁ...

ସ୍ତ୍ରୀ ତାଲିକା ଲମ୍ବିଲା

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ସମ୍ପତ୍ତି ହାତେଇବା ପାଇଁ ବିଭିନ୍ନ ରାଜ୍ୟର ଏକାଧିକ ମହିଳାଙ୍କୁ ବିବାହ କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ଗୋଟିଏ ପରେ ଗୋଟିଏ କଳାକାର୍‌ନାମା ପଦାକୁ ଆସୁଛି। ପ୍ରଥମେ ୧୪ଜଣ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ...

ଡାକ୍ତରଙ୍କ ଘରୁ ନଗଦ ୧.୧ କୋଟି ଜବତ

ନିମାପଡ଼ା(ଡି.ଏନ୍‌.ଏ.)/ଭୁବନେଶ୍ୱର, ୧୭।୨(ବ୍ୟୁରୋ):ପ୍ରସବ ପୂର୍ବରୁ ନେଇଥିଲେ ୫ହଜାର। ପରେ ଆଉ ୩ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଗଲେ ଡାକ୍ତର। ସେ ହେଲେ ପୁରୀ ଜିଲା ନିମାପଡ଼ା ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ବିଭାଗର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri