ରାଜ୍ୟ

୧୪ ସନ୍ଧ୍ୟା ସୁଦ୍ଧା ଅଞ୍ଚଳ ଛାଡ଼ିବେ ବାହାର ନେତା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛିି। ତେବେ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରୁଥିବା ବାହାର ନେତା ଓ କର୍ମୀ ଯେଭଳି ୧୪ ତାରିଖ ସନ୍ଧ୍ୟା ସୁଦ୍ଧା ସ୍ଥାନ ଛାଡ଼ିବେ,...

ଅସନ୍ତୋଷ ଜାହିର କଲେ ବିରୋଧୀଦଳ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜଧାନୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଜୋର୍‌ଦାର ପ୍ରକ୍ରିୟା ଜାରି ରହିଥିବାବେଳେ ଇତିମଧ୍ୟରେ ସ୍ଥାନ ସଂରକ୍ଷଣ, ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ଶେଷ ହୋଇଛି। ସେହିଭଳି ଗୁରୁବାର...

୧୪ରେ ଓଡ଼ିଶା ଗ୍ରାମ୍ୟବ୍ୟାଙ୍କ ଅଧିକାରୀଙ୍କ ଧର୍ମଘଟ

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ବିଭିନ୍ନ ଦାବି ନେଇ ଆସନ୍ତା ୧୪ତାରିଖରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି) ଅଧିକାରୀମାନେ ଧର୍ମଘଟ କରିବେ। ଏନେଇ ଶନିବାର ଗୌରୀନଗର ଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଆସୋସିଏଶନ୍‌ ଅଫ୍‌ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଅଫିସର୍ସ(ଏଓଜିବିଓ) ପକ୍ଷରୁ ସୂଚନା...

ବନ୍ୟପ୍ରାଣୀ ସଂରକ୍ଷଣ ଆଇନ: ସଂଶୋଧନ ପାଇଁ କେନ୍ଦ୍ର ତରବର

ନୂଆଦିଲ୍ଲୀ/ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଗତବର୍ଷ ଭାରତ ସରକାର ଲୋକଙ୍କ ପରାମର୍ଶ ନ ନେଇ ପାର୍ଲାମେଣ୍ଟରେ ଦୁଇଟି ବିଲ୍‌ ଆଗତ କରିଥିଲେ। ଜୈବିକ ଉତ୍ସଗୁଡ଼ିକୁ ନିୟନ୍ତ୍ରଣ କରୁଥିବା ଜୈବ ବିବିଧତା ଆଇନ, ୨୦୦୨ରେ ସଂଶୋଧନ ପାଇଁ ପ୍ରଥମ ବିଧେୟକ ଉଦ୍ଦିଷ୍ଟ ଥିଲା। ସେହିପରି ବନ୍ୟଜନ୍ତୁଙ୍କୁ...

ପୌର ନିର୍ବାଚନ ପାଇଁ ୨ ରଙ୍ଗର ବାଲଟ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନରେ ପ୍ରଥମ ଥର ଲାଗି ଭୋଟରମାନେ ପ୍ରତ୍ୟକ୍ଷ ମତଦାନରେ ସିଧାସଳଖ ମେୟର ଓ ପୌରାଧ୍ୟକ୍ଷ ବାଛିବେ। ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ମତଗ୍ରହଣ ହେବ। ଗୋଟିଏ ବୁଥ୍‌ରେ ୨ଟି ଇଭିଏମ୍‌ ରହିବ। ଗୋଟିଏ ଇଭିଏମ୍‌...

ମହାନଦୀ ବାର୍ଫି ପ୍ରକଳ୍ପରେ ଏନ୍‌ଜିଟି ରୋକ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମହାନଦୀ ବେଳାଭୂମିରେ ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ବାଲିଯାତ୍ରା ନଦୀ ସମ୍ମୁଖ ବିକାଶ(ବାର୍ଫି) ପ୍ରକଳ୍ପକୁ ଲାଗିଛି ବଡ଼ ଝଟ୍‌କା। ମହାନଦୀ କୂଳରେ କୌଣସି ପ୍ରକାର ସ୍ଥାୟୀ ନିର୍ମାଣ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଶନିବାର ରୋକ ଲଗାଇଛନ୍ତି। ମହାନଦୀ କୂଳର...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୮୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨,୦୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୫୫,୯୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନରଙ୍କ ପରଲୋକ

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ତଥା ଅବସରପ୍ରାପ୍ତ ଆଇଏଏସ୍‌ ଦେବେନ୍ଦ୍ର କୁମାର ମିଶ୍ରଙ୍କର ଶନିବାର ମଧ୍ୟାହ୍ନରେ ପରଲୋକ ହୋଇଛି। କରୋନାରୁ ସୁସ୍ଥ ହେବା ପରେ ତାଙ୍କର ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇଥିଲା। ତେଣୁ ତାଙ୍କୁ ରାଜଧାନୀର ଏକ ହସ୍ପିଟାଲରେ...

ଆସନ୍ତା ୧୬ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌: ୧୪ ସୁଦ୍ଧା ଅଞ୍ଚଳ ଛାଡ଼ିବେ ନେତା-କର୍ମୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଆସନ୍ତା ୧୬ରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହିଦିନ ୨୦୨ ଜିଲା ପରିଷଦ ଜୋନର ୧୬୬୯ ପଞ୍ଚାୟତରେ ନିର୍ବାଚନ ହେବ । ଏଥିଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ଅଞ୍ଚଳଗୁଡ଼ିକରେ ପ୍ରଚାର କରୁଥିବା ବାହାରର ନେତା ଏବଂ...

କେନ୍ଦ୍ରକୁ ଚିଠି ଲେଖିବେ ବାଚସ୍ପତି

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ବିଧାନ ପରିଷଦ ସଂକଳ୍ପ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କେନ୍ଦ୍ରକୁ ୨ଟି ଚିଠି ଲେଖିବେ । ୨୦୧୮ରେ ବିଧାନସଭାରେ ସର୍ବସମ୍ମତିକ୍ରମେ ପାରିତ ବିଧାନ ପରିଷଦ ସଂକଳ୍ପ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିଲେ। କିନ୍ତୁ ମନ୍ତ୍ରୀଙ୍କୁ ଆଇନ ବିଭାଗ କାହିଁକି...

ପୁଣି ପୋଷ୍ଟର ଜାରି କଲେ ମାଓବାଦୀ, ଭୋଟ ବର୍ଜନ ପାଇଁ ଆହ୍ବାନ

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ମାଓବାଦୀ ସଙ୍ଗଠନ କନ୍ଧମାଳ ଜିଲାରେ ସେତିକି ସ୍ଥିତି ଜାହିର କରୁଥିବା ଦେଖିବାକୁ ମିଳୁଛି। ଶନିବାର ପୁଣି କନ୍ଧମାଳ ଜିଲା କୋଟଗଡ଼ ଥାନା ରଡ଼ିଗୁମା ସ୍କୁଲ ଅଞ୍ଚଳରେ ବାସଧାରା ଘୁମୁସର ନାଗାବଳୀ...

ଏଡିଏମ୍‌ ବିଶ୍ୱଜିତ୍‌ଙ୍କ କୁବେର ସମ୍ପତ୍ତି : ସରକାରୀ ବାସଭବନରେ ଚଢ଼ାଉ

ସୁନ୍ଦରଗଡ଼,୧୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ର ଶୁକ୍ରବାରଠାରୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। ଶନିବାର ତାଙ୍କୁ ସୁନ୍ଦରଗଡ଼ଠାରେ ଜେରା କରାଯିବ। ବର୍ତ୍ତମାନ ତାଙ୍କ ସୁନ୍ଦରଗଡ଼ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ ଚାଲିଥିବା ବେଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri