ରାଜ୍ୟ

ଏଡିଏମ୍‌ ବିଶ୍ୱଜିତ୍‌ଙ୍କ କୁବେର ସମ୍ପତ୍ତି : ସରକାରୀ ବାସଭବନରେ ଚଢ଼ାଉ

ସୁନ୍ଦରଗଡ଼,୧୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ର ଶୁକ୍ରବାରଠାରୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। ଶନିବାର ତାଙ୍କୁ ସୁନ୍ଦରଗଡ଼ଠାରେ ଜେରା କରାଯିବ। ବର୍ତ୍ତମାନ ତାଙ୍କ ସୁନ୍ଦରଗଡ଼ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ ଚାଲିଥିବା ବେଳେ...

ମନୀଷ୍‌ ଦାସ ହତ୍ୟାକାଣ୍ଡ ମାମଲା: ୩୦୦ରୁ ଊର୍ଦ୍ଧ୍ୱ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ବହୁଚର୍ଚ୍ଚିତ ମନୀଷ୍‌ ଦାସ ହତ୍ୟାକାଣ୍ଡ ମାମଲାରେ ଚାର୍ଜଶିଟ୍‌ ଦାଖଲ ହୋଇଛି। ଇନ୍‌ଫୋସିଟି ଥାନା ପୋଲିସ ପକ୍ଷରୁ ୩୦୦ରୁ ଅଧିକ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଛି। ମାମଲାରେ ୩ ଜଣଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ପୋଲିସ ଦର୍ଶାଇଛି। ମନୀଷ୍‌ଙ୍କ ୩...

ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର, ପ୍ରସ୍ତୁତି ନେଇ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର,୧୨।୨(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖଇ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ଏବେ ଅଙ୍ଗନବା କେନ୍ଦ୍ର ଗୁଡ଼ିକ ଖୋଲିବ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି।...

ଭକ୍ତଙ୍କ ପାଇଁ ଖୋଲିଲା ଭୁବନେଶ୍ୱରର ସମସ୍ତ ଧାର୍ମିକ ଅନୁଷ୍ଠାନ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଆଜିଠାରୁ ଭୁବନେଶ୍ୱରରେ ସମସ୍ତ ଧାର୍ମିକ ଅନୁଷ୍ଠାନ ଖୋଲାଯାଇଛି । କୋଭିଡ କଟକଣା ପାଳନ ସହ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି। ଧାର୍ମିକ ଅନୁଷ୍ଠାନ ମଧ୍ୟରେ ସାମାଜିକ ଦୂରତା ସହ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ଲିଙ୍ଗରାଜ ମନ୍ଦିରରେ...

ଆସିଲେନି, ହିସାବ ଦେଲେନି

ଢେଙ୍କାନାଳ ଅଫିସ, ୧୨।୨ ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ଠିକ୍‌ ଭାବେ ଖର୍ଚ୍ଚ ବିବରଣୀ ରଖୁନାହାନ୍ତି। ସମୀକ୍ଷା ବୈଠକରେ ମଧ୍ୟ ଉପସ୍ଥିତ ରହୁନାହାନ୍ତି, ଯାହାକୁ ନେଇ କ୍ଷୋଭବ୍ୟକ୍ତ କରିଛନ୍ତି ଜିଲା ପାଇଁ ନିୟୋଜିତ ଖର୍ଚ୍ଚ ପର୍ଯ୍ୟବେକ୍ଷକ...

ଏକସଙ୍ଗେ ମିଳୁ ଧାନ ବିକ୍ରି ଟଙ୍କା

ବଇଣ୍ଡା,୧୧।୨(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡାଠାରେ ଥିବା ଅନୁଗୋଳ ସଂଯୁକ୍ତ ସମବାୟ ବ୍ୟାଙ୍କ ବଇଣ୍ଡା ଶାଖା ପକ୍ଷରୁ ଚାଷୀଙ୍କୁ ଧାନ ବିକ୍ରି ଟଙ୍କା ଠିକ୍‌ ଭାବେ ଯୋଗାଇ ଦିଆଯାଉନାହିଁ। ଫଳରେ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଧାନ ବିକ୍ରି ବାବଦ ସମସ୍ତ...

ବାଉଁଶ ବାଡ଼ିରେ ସୁରକ୍ଷା

ପରଜଙ୍ଗ, ,୧୨।୨(ଡି.ଏନ୍‌.ଏ.) ଧସିଯାଇଛି ପୋଲକୁ ଲାଗିଥିବା ଆପ୍ରୋଚ୍‌ ରୋଡ୍‌। ସାମାନ୍ୟ ଅସାବଧାନ ହେଲେ ବ୍ରିଜ୍‌ ତଳକୁ ଖସିପଡ଼ିବ ଯାନବାହନ। ଚାଲିଯିବ ମୂଲ୍ୟବାନ ଜୀବନ। ହେଲେ ମୁଖ୍ୟରାସ୍ତା ଉପରେ ଥିବା ଏଭଳି ବିପଦ ପ୍ରତି ସତେଯେମିତି ଆଖି ବୁଜି ଦେଇଛନ୍ତି ଜାତୀୟ...

ଆଜି ଆଉ ୨୪ ଜଣଙ୍କ ଜୀବନ ନେଇଛି କରୋନା

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ କମୁଥିବା ବେଳେ ମୃତ୍ୟୁସଂଖ୍ୟା ବଢିଚାଲିଛି। ଆଜି ଆଉ ୨୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ...

ଜନଜାତି ଅଞ୍ଚଳରେ ଛାତ୍ରୀଛାତ୍ରଙ୍କ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ‘ମୋ ସ୍କୁଲ୍‌’ ଅଭିଯାନର ୯ମ ପରିଚାଳନା ପରିଷଦ ବୈଠକ ଶୁକ୍ରବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ମୋ ସ୍କୁଲ୍‌ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଯୋଗଦେଇ କହିଥିଲେ, ‘ମୋ ସ୍କୁଲ୍‌’ ମାଧ୍ୟମରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ବ୍ୟାପକତା, ନିରପେକ୍ଷତା ଓ...

୩ ଜୋନ୍‌ରେ ତ୍ରିମୁଖୀ ଲଢ଼େଇ

ଆନନ୍ଦପୁର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ୧, ୨ ଓ ୩ନଂ ଜିଲା ପରିଷଦ ଜୋନରେ ପ୍ରଚାର ସରଗରମ ହେବାରେ ଲାଗିଛି। ଏହି ଜୋନ ଗୁଡ଼ିକରେ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେଉଥିବା ଲକ୍ଷ୍ୟ...

ପୂର୍ଣ୍ଣମାତ୍ରାରେ କାମ କରୁନି ସ୍ୱାସ୍ଥ୍ୟକାର୍ଡ

ଖଇରା,୧୨।୨(ଡି.ଏନ.ଏ.): ଦିନକୁ ଦିନ ସ୍ବାମୀଙ୍କ ସ୍ବାସ୍ଥ୍ୟରେ ଅବନତି ଘଟୁଛି। ଏପଟେ ୨ନାବାଳକ ସନ୍ତାନଙ୍କୁ ଲାଳନପାଳନ ଚିନ୍ତା। ସ୍ବାମୀଙ୍କ ଚିକିତ୍ସା ଚିନ୍ତାରେ ଖାଇବା ପିଇବା ଭୁଲିଗଲେଣି ବାଲେଶ୍ୱର ଜିଲା ଖଇରା ବ୍ଲକ ଗଣ୍ଡିବେଡ ଗ୍ରାମର ପ୍ରମିତା ଦାସ। ସ୍ବାମୀଙ୍କ ଅସ୍ତ୍ରୋପଚାର ଲାଗି...

ପ୍ରତିଶ୍ରୁତିରେ ଅଟକିଛି ବିକାଶ

ଭଦ୍ରକ ଅଫିସ,୧୨।୨: ପ୍ରତିଶ୍ରୁତିରେ ଅଟକିଛି ଘାଟ ଓ ପୋଲର ବିକାଶ। କେବଳ ନିର୍ବାଚନ ଆସିଲେ ନେତାଙ୍କ ପ୍ରତିଶ୍ରୁତି ହିଁ ସାର। ନିର୍ବାଚନ ସରିଲେ ଘାଟର ଅବସ୍ଥା କଥାକୁ ଗୁରୁତ୍ୱ ଦିଆଯାଉ ନାହିଁ। କେଉଁଠି ଦଉଡ଼ିରେ ବନ୍ଧା ଯାତ୍ରୀଙ୍କ ଜୀବନ ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri