ରାଜ୍ୟ

ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ

ଧର୍ମଗଡ,୧୧।୨(ଡି.ଏନ୍‌.ଏ.): ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ଭୁବନେଶ୍ବରସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ କୋକସରାରୁ ଲଗାତର ୨ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୫-୨୦୦୦...

ଭୁବନେଶ୍ୱର ବିମାନବନ୍ଦରକୁ ‘ଭଏସ୍‌ ଅଫ୍‌ କଷ୍ଟମର’ ମାନ୍ୟତା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଏୟାରପୋର୍ଟ କାଉନ୍‌ସିଲ ଇଣ୍ଟରନ୍ୟାଶନାଲ(ଏସିଆଇ) ଅଧୀନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ୨୦୨୧ ପାଇଁ ‘ଯାତ୍ରୀଙ୍କ ସ୍ବର’ ବା ‘ଭଏସ୍‌ ଅଫ୍‌ କଷ୍ଟମର’ ମାନ୍ୟତା ମିଳିଛି। ଏହାସହିତ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆର ସାତୋଟି ବିମାନବନ୍ଦର ଏହି ମାନ୍ୟତା...

ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌, ଆଉ ୨୦ ଆକ୍ରାନ୍ତ ମୃତ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୦ ଜଣ ଆକ୍ରାନ୍ତଙ୍କ ମତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତକଙ୍କ ମଧ୍ୟରୁ...

ଆଚରଣ ବିଧି ଉଲ୍ଲଂଘନ କଲା ବିଜେଡି

ବାଲେଶ୍ୱର ଅଫିସ,୧୧ା୨: ନିର୍ବାଚନ କମିଶନ ସାରା ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ କରିଥିବାବେଳେ ବିଭିନ୍ନ ସ୍ଥାନରେ ସରକାରୀ ଦଳ ପକ୍ଷରୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ହେଉଥିବାର ଦେଖିବାକୁ ମିଳୁଛି। ନିର୍ବାଚନ କମିଶନ...

ଆଗାମୀ ୫ ଦିନ ଯାଏ ପାଗ ଶୁଖିଲା, ବଢ଼ିବ ଥଣ୍ଡା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ପଶ୍ଚିମା ଝଡର ପ୍ରଭାବ କମିଛି । ଏବେ ସ୍ବାଭାବିକ ହେବ ରାତ୍ରି ତାପମାତ୍ରା । ତେବେ ରାଜ୍ୟରେ ସାମାନ୍ୟ ବଢ଼ିବ ଥଣ୍ଡା। ଆଗାମୀ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ଧୀରେ ଧୀରେ ୩ ରୁ ୫ ଡିଗ୍ରୀ...

ଆଜି ରାଜ୍ୟରୁ ୧୫୭୨ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୪,୫୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧୮ ଜଣ ଚିହ୍ନଟ...

ଏଡିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼,୧୧ା୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ସମେତ ଜଗତସିଂହପୁର ଜିଲାର ପୈତୃକ ଘର ଜଡ଼ାତିରା, ରଘୁନାଥପୁରର...

କେନ୍ଦ୍ରରେ ପହଞ୍ଚିନି ବିଧାନ ପରିଷଦ ସଂକଳ୍ପ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଓଡ଼ିଶାରେ ବିଧାନ ପରିଷଦ ଗଠନ ସମ୍ପର୍କିତ କୌଣସି ସଂକଳ୍ପ କେନ୍ଦ୍ର ସରକାରଙ୍କ ହସ୍ତଗତ ହୋଇନାହିଁ। ଏଭଳି କିଛି ସଂକଳ୍ପ କେନ୍ଦ୍ର ପାଖରେ ପହଞ୍ଚି ନାହିଁ ବୋଲି କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ୍‌ ରିଜିଜୁ ଗୁରୁବାର ବିଜେଡି...

୬ ବର୍ଷ ହେଲା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ସୁରକ୍ଷା

ଯାଜପୁର ଅଫିସ,୧୧ା୨: ଯାଜପୁର ଜିଲା ବଡ଼ଚଣା ବ୍ଲକ ଓଲରାସ୍ଥିତ ସାବିତ୍ରୀ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଓ ମୟୂରଭଞ୍ଜ ଜିଲା କରଞ୍ଜିଆସ୍ଥିତ ସାବିତ୍ରୀ ରାଇସ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଉପରେ ହୋଇଥିବା ସ୍ବତନ୍ତ୍ର ଅଡିଟ୍‌ ରିପୋର୍ଟ ପ୍ରକାଶ ପାଇଛି। ଯାଜପୁର ଜିଲା...

ସରପଞ୍ଚ ପ୍ରାର୍ଥୀଙ୍କ ଭାଇବୋହୂଙ୍କୁ ଆକ୍ରମଣ

ଆଳି,୧୧ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନିଆଳ ପଞ୍ଚାୟତରେ ଚଳିତ ନିର୍ବାଚନରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ସରପଞ୍ଚ ପ୍ରାର୍ଥୀ ହୋଇଥିବା ଶାଳିଅଞ୍ଚ ଗଁାର ଅଶୋକ ମଲିକଙ୍କ ସାନଭାଇଙ୍କ ସ୍ତ୍ରୀ ସୋନାଲିଙ୍କୁ କେହି ଦୁର୍ବୃତ୍ତ ଗୁରୁବାର ରାତିରେ ଆକ୍ରମଣ...

ବ୍ୟକ୍ତିତ୍ୱ, ଦଳ, ଅସନ୍ତୁଷ୍ଟକୁ ନେଇ ଅଙ୍କକଷା

ଜଗତ୍‌ସିଂହପୁର ଅଫିସ,୧୧ା୨: ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅନ୍ତର୍ଗତ ୪ନଂ. ଜିଲା ପରିଷଦ ଜୋନର ଗୁରୁତ୍ୱ ରହିଛି। କାରଣ ଏହି ଜୋନର ଜିଲା ପରିଷଦ ସଭ୍ୟା ବବିତା ସ୍ବାଇଁ ବାଲିକୁଦା ବ୍ଲକ ଉପାଧ୍ୟକ୍ଷ ଓ ପରେ ଅଧ୍ୟକ୍ଷ ହୋଇଥିଲେ। ଏଥିସହ...

କୁନି ଝିଅଙ୍କ ବାଉଁଶରାଣୀ ପ୍ରଦର୍ଶନ

ମହାକାଳପଡ଼ା,୧୧ା୨(ଡି.ଏନ.ଏ.): ପରିବାର ପ୍ରତିପୋଷଣ ପାଇଁ କୁନି ଝିଅଟିଏ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କୁ ବିଭିନ୍ନ କ୍ରୀଡ଼ା କୌଶଳ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ। ସୁଦୂର ଛତିଶଗଡ଼ ଅଞ୍ଚଳରୁ ଏକ ଯାଦବ ସମ୍ପ୍ରଦାୟର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri