ରାଜ୍ୟ

ଭୋଟ ବ୍ୟବଧାନ ବଜାୟ ରଖିବା ଲାଗି କସରତ

ଚଣ୍ଡିଖୋଲ,୧୧ା୨(ଡି.ଏନ.ଏ.): ବଡ଼ଚଣା ନିର୍ବାଚନମଣ୍ଡଳୀର ୧୮ ନଂ. ଜୋନ ଜିଲା ପରିଷଦ ଆସନ ଚଳିତ ଥର ମହିଳାଙ୍କ ନିମନ୍ତେ ସଂରକ୍ଷିତ ରଖାଯାଇଛି। ଚଳିତ ନିର୍ବାଚନରେ ଏଠାରେ ତ୍ରିମୁଖୀ ଲଢ଼େଇ ହେଉଛି। ଏହି ଜୋନ ପାଇଁ ବିଜେଡିରୁ ସସ୍ମିତା ମହାନ୍ତି, କଂଗ୍ରେସରୁ ପୂର୍ବତନ...

ଅର୍ଥ ଖର୍ଚ୍ଚ କରିପାରୁ ନାହାନ୍ତି ବିଭାଗ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅର୍ଥ ବିଭାଗ ପକ୍ଷରୁ ବଜେଟ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହା ପୂର୍ବରୁ ସମସ୍ତ ବିଭାଗ ଚଳିତ ଆର୍ଥିକ ବର୍ଷର ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ନିଜର ବଜେଟ ଅର୍ଥ ଖର୍ଚ୍ଚ କରିବା...

ଦୁର୍ଦ୍ଦାନ୍ତ ଅପରାଧୀ କିଶୋର କୁମାର ଗିରଫ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଣ୍ଡିଖୋଲ ବଜାରରେ ଏକ ହତ୍ୟା ମାମଲାରେ ଫେରାର ଥିବା ଜଣେ ହାର୍ଡକୋର୍‌ ଅପରାଧୀଙ୍କୁ ଗୁରୁବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ୭ ବର୍ଷ ପରେ କଟକରୁ ଗିରଫ କରିଛି। ସେ ହେଲେ କଟକ ଜିଲା ସଦର ଥାନା...

ଅନୁଭବଙ୍କ ବାନ୍ଧବୀ ଜାଗୃତିଙ୍କ ନାଁରେ ଏତଲା ଦେଲେ ବର୍ଷା

କଟକ ଅଫିସ,୧୧ା୨: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବାନ୍ଧବୀ ଜାଗୃତି ଶୁକ୍ଳାଙ୍କ ବିରୋଧରେ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ସୋସିଆଲ ମିଡିଆରେ ବର୍ଷାଙ୍କ ନାଁ ନ ନେଇ ସମ୍ମାନ ହାନି ଭଳି ମନ୍ତବ୍ୟ...

ମିହିରଙ୍କ ୭ଫୁଟର ପ୍ରତିମୂର୍ତ୍ତି ତିଆରି କଲେ କୁମ୍ଭାରସାହି ବାସିନ୍ଦା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ମିହିର ଦାସଙ୍କର ନିକଟରେ ପରଲୋକ ଘଟିଛି। ସେ ଦର୍ଶକଙ୍କ ଗହଣରେ ନାହାନ୍ତି ସତ, କିନ୍ତୁ ନିଜର ଚମତ୍କାର, ହୃଦୟ ସ୍ପର୍ଶୀ ଅଭିନୟ ପାଇଁ ସମସ୍ତଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଛାଡ଼ି ଯାଇଛନ୍ତି।...

ରାଜନୈତିକ ହିଂସା: ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର, ୩ କୋର୍ଟଚାଲାଣ

ଗୋପାଳପୁର,୧୧ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ପଞ୍ଚାୟତରେ ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଜଣେ ଯୁବକଙ୍କୁ ବିପକ୍ଷ ଗୋଷ୍ଠୀ ସଂଘବଦ୍ଧ ଆକ୍ରମଣ କରି ଗୁରୁତର କରିଥିବା ଜଣାପଡିଛି। ଆହତ ଯୁବକ...

ପଞ୍ଚାୟତ ନିର୍ବାଚନ: ଡାକବାଜି ଯନ୍ତ୍ରକୁ ମିଳିବ ଅନୁମତିପତ୍ର

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀମାନଙ୍କୁ ଗାଡ଼ି ଓ ଡାକବାଜି ଯନ୍ତ୍ର ଯୋଗେ ପ୍ରଚାର କରିବାକୁ ରାଜ୍ୟ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ଉପଜିଲାପାଳଙ୍କ ସମେତ ସ୍ଥାନୀୟ ତହସିଲଦାରମାନେ ଗାଡ଼ି ଓ ଡାକବାଜି ଯନ୍ତ୍ର ବ୍ୟବହାର ନିମନ୍ତେ ଅନୁମତି ପ୍ରଦାନ...

ଢିଙ୍କିଆରେ ବୁଥ୍‌ ହେବନି

କୁଜଙ୍ଗ,୧୧ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମତଦାନ ପାଇଁ ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ଗାଁରେ କୌଣସି ବୁଥ୍‌ ହେବ ନାହିିଁ। ଏହି ଗାଁର ୬ଟି ବୁଥ୍‌କୁ ଅନ୍ୟ ଗାଁରେ କରିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ପାଟଣା ଗାଁର ୧୩,...

ପତିଆରା ଲଢ଼େଇ ପାଇଁ ବ୍ୟସ୍ତ

ଖୋର୍ଦ୍ଧା ଅଫିସ,୧୧ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମାତ୍ର ସପ୍ତାହେ ବାକି ଥିବାବେଳେ ଗଁା ରାଜନୀତି ବେଶ୍‌ ସରଗରମ ରହିଛି। ୫ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନରେ ଖୋର୍ଦ୍ଧା ଜିଲାରେ ୩ପ୍ରମୁଖ ଦଳ ମଧ୍ୟରେ କଡ଼ା ଟକ୍କର ହେବାର ସମ୍ଭାବନା ରହିଛି।...

ପରିବାର କୋର୍ଟରେ ହାଜର ହେଲେ ସୁମିତ

ବ୍ରହ୍ମପୁର ଅଫିସ,୧୧ା୨: ଡା.ସୁମିତ ସାହୁ ଓ ତପସ୍ବିନୀ ଦାଶ ମାମଲାକୁ ନେଇ ରୁଜୁ ହୋଇଥିବା ଛାଡ଼ପତ୍ର ଆବେଦନର ଉଭୟପକ୍ଷ କାଉନ୍‌ସେଲିଂ ପାଇଁ ଗୁରୁବାର ଦିନ ଧାର୍ଯ୍ୟ ହୋଇଥିଲା। କେବଳ ସୁମିତ ପରିବାର କୋର୍ଟରେ ହାଜର ହୋଇଥିଲେ, କିନ୍ତୁ ତପସ୍ବିନୀ ହାଜର...

ଓଡ଼ିଶା ହାଇକୋର୍ଟରେ ୩ ବିଚାରପତି ନିଯୁକ୍ତ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟ ପାଇଁ ୩ ନୂଆ ବିଚାରପତି ନିଯୁକ୍ତ ହୋଇଛନ୍ତି। ସେମାନେ ହେଲେ ଭି. ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଏବଂ ରମଣ ମୁରାହାରୀ ଓରଫ ମୁରାହାରୀ ଶ୍ରୀ ରମଣ। ଏହି ୩ ବିଚାରପତିଙ୍କ ନାମକୁ ରାଷ୍ଟ୍ରପତି...

୨୮ରୁ ସ୍କୁଲ ଯିବେ ୧ରୁ ୭ମ ପିଲା

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଆସନ୍ତା ୧୪ ତାରିଖଠାରୁ ସ୍କୁଲ ଖୋଲିବ। ସ୍କୁଲ ଖୋଲିଲେ ମଧ୍ୟ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। ଆସନ୍ତା ୨୮ ତାରିଖରୁ ଅଫ୍‌ଲାଇନ୍‌ କ୍ଲାସ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ସେତେଦିନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri